Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ରାଜ୍ୟ
Home ›› ରାଜ୍ୟ ››‘ନୂତନ ସହର’ ଯୋଜନାକୁ ଅନୁମୋଦନ

‘ନୂତନ ସହର’ ଯୋଜନାକୁ ଅନୁମୋଦନ

2025-09-10 20:04:35
15755
Share:
Facebook
Twitter
E-Mail
WhatsApp
Telegram
‘ନୂତନ ସହର’ ଯୋଜନାକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟର ୨୬ତମ  ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ୫ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ ମିଳିଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।  

ଶ୍ରୀ ଆହୁଜା କହିଛନ୍ତି,  ଭୁବନେଶ୍ୱର ଉନ୍ନୟନ ଅଞ୍ଚଳ (ବିଡିପିଏ)ରେ ଏକ ଆଧୁନିକ ଓ ସମାବେଶୀ ସହରୀ କେନ୍ଦ୍ର ଗଠନ ପାଇଁ ‘ନୂତନ ସହର’ (ନିୟୁ ସିଟି) ଯୋଜନାକୁ ସାମ୍ବିଧାନିକ ଅନୁମୋଦନ ଦେଇଛି। ଗୋଠପାଟଣା, ମଳିମଳା ଓ ଦାଶପୁରର ୮୦୦ ଏକର ଜମିରେ ଏହି ପ୍ରକଳ୍ପ ହେବ ଓ ଏହା ‘ବିକଶିତ ଓଡ଼ିଶା ୨୦୩୬’ ଯୋଜନା ସହ ଜଡିତ ଏକ ବହୁ-ଅର୍ଥନୀତି ବୃଦ୍ଧି ଅଞ୍ଚଳ ଭାବେ ତିଆରି ହେବ।

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ନୋଡାଲ ଏଜେନ୍ସି ଭାବେ କାର୍ଯ୍ୟ କରିବ। ୨୦୨୫ ଜାନୁଆରୀରେ ସିଙ୍ଗାପୁର ସୁର୍ବାନା ଜୁରୋଙ୍ଗ (ଏସଜେଆଇ) ସହ ଚୁକ୍ତି ହୋଇଥିବା ବେଳେ, ମାଷ୍ଟର ପ୍ଲାନ ଓ ଭିତ୍ତିଭୂମି ବିକାସ ପାଇଁ ପରାମର୍ଶ ମିଳିବ। ପ୍ରକଳ୍ପର ମୋଟ ଖର୍ଚ୍ଚ ୮,୧୭୯ କୋଟି ଟଙ୍କା ହେବ, ଯେଉଁଥିରେ ପ୍ରଥମ ୫ ବର୍ଷ (୨୦୨୫-୩୦) ପାଇଁ ୧,୩୪୨ କୋଟି ଟଙ୍କା ବଜେଟରୁ ବ୍ୟବହୃତ ହେବ।

ଏହା ରାଜ୍ୟର ଦୀର୍ଘକାଳୀନ ବିକାଶ ଯୋଜନା ‘ବିକଶିତ ଓଡ଼ିଶା ୨୦୩୬′ ସହ ଜଡ଼ିତ ଏକ ବହୁ-ଅର୍ଥନୀତି ବୃଦ୍ଧି ଅଞ୍ଚଳ ଭାବେ ତିଆରି ହେବ। ‘ନୂଆ ସହର’ (ନିୟୁ ସିଟି) ଏକ ପରିବହନ-କେନ୍ଦ୍ରିକ ଯୋଜନା, ଯାହା ସହଜ ସାର୍ବଜନୀନ ପରିବହନ, କମ ଯାତ୍ରା ଦୂରତା ଓ ବିଭିନ୍ନ ଜମି ବ୍ୟବହାରର ସୁଗମ ସଂଯୋଗ ଉପରେ ଧ୍ୟାନ ଦେଇଛି। ଏହା ସମସ୍ତଙ୍କ ପାଇଁ ଘର ଯୋଗାଇବା ଲକ୍ଷ୍ୟ ରଖୁଛି, ଯେଉଁଥିରେ ସମସ୍ତ ଆୟ ଶ୍ରେଣୀ ପାଇଁ ସାମର୍ଥ୍ୟ ଓ ଆବଶ୍ୟକତା ଅନୁସାରେ ବିଭିନ୍ନ ପ୍ରକାରର ଘର ଉପଲବ୍ଧ ହେବ।

Powered by Froala Editor

Tags cabinet

Related articles Odisha News Lens 4.1

  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14813
    Aug 21, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14132
    Aug 20, 2026
  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର
    ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13914
    Aug 21, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14121
    Aug 20, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...
    ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...

    13965
    Aug 21, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14307
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14846
    Aug 20, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15079
    Aug 21, 2026
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14578
    Aug 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ କମିଟି ଗଠନ

    14578
    Aug 21, 2026
  • ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13914
    Aug 21, 2026
  • ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15079
    Aug 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17668
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15079
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15987
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13905
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14933
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14706
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15891
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14387
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15079
    Aug 21, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14121
    Aug 20, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14813
    Aug 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In