Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ଅପରାଧ
Home ›› ଅପରାଧ ››୧୩ ମହଲାରେ ହାତ ଗୋଡ଼ ବାନ୍ଧି ମହିଳାଙ୍କୁ ନିର୍ମମ ହତ୍ୟା

୧୩ ମହଲାରେ ହାତ ଗୋଡ଼ ବାନ୍ଧି ମହିଳାଙ୍କୁ ନିର୍ମମ ହତ୍ୟା

2025-09-11 20:02:57
23220
Share:
Facebook
Twitter
E-Mail
WhatsApp
Telegram
୧୩ ମହଲାରେ ହାତ ଗୋଡ଼ ବାନ୍ଧି ମହିଳାଙ୍କୁ ନିର୍ମମ ହତ୍ୟା

ତେଲେଙ୍ଗାନାର କୁକଟପାଲିରେ ଏକ ଭୟଙ୍କର ହତ୍ୟା ଘଟଣା ସାମ୍ନାକୁ ଆସିଛି। କୁକଟପାଲିର ସ୍ୱାନ ଲେକ୍ ଆପାର୍ଟମେଣ୍ଟରେ ରେଣୁ ଅଗ୍ରୱାଲ (୫୦) ନାମକ ଜଣେ ମହିଳାଙ୍କୁ ଅଜଣା ଲୋକମାନେ ନିର୍ମମ ଭାବରେ ହତ୍ୟା କରିଛନ୍ତି। ୧୩ ମହଲାରେ ରହୁଥିବା ପୀଡିତାଙ୍କ ହାତ ଗୋଡ଼ ବାନ୍ଧି ହତ୍ୟା କରିବା ଘଟଣାରେ ସ୍ଥାନୀୟ ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

ସ୍ବାମୀ ଓ ପୁଅ ଦିନ ୧୦ଟାରେ ଅଫିସ ଯିବା ପରେ ଘରେ ଏକାଥିଲେ ରେଣୁ। ପୁଲିସ ଏବେ ସିସିଟିଭି ଫୁଟେଜକୁ ଆଧାର କରି ଅଭିଯୁକ୍ତଙ୍କୁ ଖୋଜିବ‌ା ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ୫୦ ବର୍ଷୀୟା ରେଣୁ ଅଗ୍ରୱାଲ ଆଇଟି ହବ୍ ସାଇବରାବାଦରେ ଥିବା ସ୍ୱାନ୍ ଲେକ୍ ଆପାର୍ଟମେଣ୍ଟର ୧୩ତମ ମହଲାରେ ତାଙ୍କ ସ୍ୱାମୀ ଏବଂ ପୁଅ ସହିତ ରହୁଥିଲେ। ବୁଧବାର ଦିନ, ସକାଳ ପ୍ରାୟ ୧୦ଟାରେ, ସ୍ବାମୀ ଓ ତାଙ୍କ ୨୬ ବର୍ଷୀୟ ପୁଅ ଅଫିସ ବାହାରି ଯାଇଥିଲେ। ସନ୍ଧ୍ୟା ୫ଟାରେ, ରେଣୁଙ୍କୁ ତାଙ୍କ ସ୍ବାମୀ ଫୋନ କରିଥିଲେ ବି ସେ ଉଠାଇ ନଥିଲେ। ଲଗାତାର ଫୋନ୍ କରିବା ପରେ ରେଣୁ ନଉଠାଇବାରୁ  ଘରେ ପହଞ୍ଚିଥିଲେ ତାଙ୍କ ସ୍ବାମୀ। ହେଲେ ଭିତରପଟୁ କବାଟ ବନ୍ଦ ଥିଲା। ତେଣୁ ବାଲକୋନି ବାଟ ଦେଇ ଘରେ ପ୍ରବେଶ କରିଥିଲେ ରେଣୁଙ୍କ ସ୍ବାମୀ। ଭିତରକୁ ଯିବା ପରେ ରେଣୁ ରକ୍ତାକ୍ତ ଅବସ୍ଥାରେ ତଳେ ପଡ଼ିଥିବ‌ା ଦେଖିଥିଲେ ତାଙ୍କ ସ୍ବାମୀ।

ପୁଲିସ କହିଛି ଯେ, ରେଣୁଙ୍କ ଘରେ ୧୦ଦିନ ପୂର୍ବରୁ କାମ କରିବା ଆରମ୍ଭ କରିଥିବା ଗୃହ ସହାୟିକା ହର୍ଷା ଓ ତାଙ୍କ ପଡ଼ୋଶୀଙ୍କ ଘରେ କାମ କରୁଥିବା ଗୃହ ସହାୟକ ରୌଶନ ମିଶି ଏହି ହତ୍ୟା କରିଥିବା ସନ୍ଦେହ କରାଯାଉଛି।

ସ୍ଥାନୀୟ ଲୋକମାନେ ଆତଙ୍କିତ ଥିବା ବେଳେ, ପୁଲିସ ଆପାର୍ଟମେଣ୍ଟର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରୁଛି। ଏହି ଘଟଣା ପରେ ସୁରକ୍ଷା ଉପରେ ମଧ୍ୟ ପ୍ରଶ୍ନ ଉଠାଇଛି।

Powered by Froala Editor

Tags murder

Related articles Odisha News Lens 4.1

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13819
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13976
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14715
    Oct 15, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13884
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14858
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13897
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14894
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15547
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13603
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14894
    Oct 16, 2026
  • ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14858
    Oct 16, 2026
  • ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13603
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17187
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17880
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18252
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14858
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14633
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14738
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15740
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14415
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14367
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13982
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15102
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15809
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13603
    Oct 16, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14894
    Oct 16, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13819
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In