Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ...

  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ ...

ରାଜ୍ୟ
Home ›› ରାଜ୍ୟ ›› ଆଇଟି ହବ୍‌ରେ ପରିଣତ ହେବ ରାଜ୍ୟର ପ୍ରମୁଖ ସହର, ଆଇଟି ପାର୍କ ପ୍ରତିଷ୍ଠା ପାଇଁ ୨୦ କୋଟି ଟଙ୍କା ପର୍ଯ୍ୟନ୍ତ ନିବେଶ

ଆଇଟି ହବ୍‌ରେ ପରିଣତ ହେବ ରାଜ୍ୟର ପ୍ରମୁଖ ସହର, ଆଇଟି ପାର୍କ ପ୍ରତିଷ୍ଠା ପାଇଁ ୨୦ କୋଟି ଟଙ୍କା ପର୍ଯ୍ୟନ୍ତ ନିବେଶ

2025-09-13 05:13:43
14670
Share:
Facebook
Twitter
E-Mail
WhatsApp
Telegram
 ଆଇଟି ହବ୍‌ରେ ପରିଣତ ହେବ ରାଜ୍ୟର ପ୍ରମୁଖ ସହର, ଆଇଟି ପାର୍କ ପ୍ରତିଷ୍ଠା ପାଇଁ ୨୦ କୋଟି ଟଙ୍କା ପର୍ଯ୍ୟନ୍ତ ନିବେଶ

ଭୁବନେଶ୍ୱର: ରାଜ୍ୟରେ ସୂଚନା ପ୍ରଯୁକ୍ତି କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ରାଜ୍ୟ ସରକାର ଆଇଟି ପଲିସି-୨୦୨୫ ଜାରି କରିଛନ୍ତି। ଏହା ଜରିଆରେ ଭୁବନେଶ୍ବର ସମେତ ରାଜ୍ୟର ପ୍ରମୁଖ ସହର ଗୁଡ଼ିକୁ ଆଇଟି ହବ୍‌ରେ ପରିଣତ କରିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ୨୦୨୨ ମସିହାରୁ ପ୍ରଚଳିତ ଆଇଟି ନୀତିରେ ସରକାର ବ୍ୟାପକ ପରିବର୍ତ୍ତନ କରିବା ସହିତ ନିବେଶକଙ୍କ ପାଇଁ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି। ଏହା ମାଧ୍ୟମରେ ଆଇଟି ପାର୍କ ପ୍ରତିଷ୍ଠା ପାଇଁ ୨୦ କୋଟି ଟଙ୍କା ପର୍ଯ୍ୟନ୍ତ ନିବେଶ ଉପରେ ୩୦ ପ୍ରତିଶତ ପୁଞ୍ଜି ରିଆତି ପ୍ରଦାନ କରାଯିବ। ସୂଚନା ଅନୁସାରେ ଓଡ଼ିଶା ଆଇଟି ନୀତି-୨୦୨୫ ଆଗାମୀ ୫ ବର୍ଷ ପାଇଁ ବଳବତ୍ତର ରହିବ। ଏବେ ମୁଖ୍ୟତଃ ଭୁବନେଶ୍ବରରେ ଆଇଟି କମ୍ପାନୀ କାର୍ଯ୍ୟାଳୟ ଖୋଲୁଥିବା ବେଳେ ରାଜ୍ୟର ଅନ୍ୟ ସହରରେ ପୁଞ୍ଜିନିବେଶ ହେବ। 

ଇ-ଶାସନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯାଇ ଜନସାଧାରଣଙ୍କୁ ଅତ୍ୟାଧୁନିକ ସୁବିଧା ସୁଯୋଗ ପ୍ରଦାନ କରାଯିବା ସହିତ ପାରଦର୍ଶିତା, ଦକ୍ଷତା ଅଧିକ ସୁନିଶ୍ଚିତ ହେବ। ଆଧୁନିକ ଜ୍ଞାନକୌଶଳ କ୍ଷେତ୍ରରେ ଉଚ୍ଚ ଦକ୍ଷତାସମ୍ପନ୍ନ ମାନବସମ୍ବଳ ସୃଷ୍ଟି ପାଇଁ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ଗୋଟିଏ ଛାତ ତଳେ ନିବେଶକଙ୍କୁ ସବୁ ପ୍ରକାର ସରକାରୀ ସହାୟତା ପ୍ରଦାନ ପାଇଁ ପଦକ୍ଷେପ ନିଆଯିବ। ୫୦ କୋଟି ଟଙ୍କାରୁ ହଜାରେ କୋଟି ଟଙ୍କା ପର୍ଯ୍ୟନ୍ତ ପୁଞ୍ଜିନିବେଶ ପାଇଁ ତିନିଟି ବର୍ଗରେ ସିଙ୍ଗଲ ୱିଣ୍ଡୋ ଅନୁମୋଦନ ବ୍ୟବସ୍ଥା ଉପଲବ୍ଧ ହେବ। ଯେଉଁ ଆଇଟି କମ୍ପାନୀ ୨୦୨୨ ନୀତି ଅନୁସାରେ ପ୍ରତିଷ୍ଠା ଲାଭ କରିଛନ୍ତି କିନ୍ତୁ କୌଣସି ସରକାରୀ ପ୍ରୋତ୍ସାହନ ପାଇ ନାହାନ୍ତି ସେମାନଙ୍କୁ ନୂଆ ନୀତିରେ ଆର୍ଥିକ ପ୍ରୋତ୍ସାହନ ମିଳିବ। ସେହିପରି ନୂଆ ଆଇଟି କମ୍ପାନୀଗୁଡ଼ିକୁ ମୂଳ ନିବେଶ ଉପରେ ୩୦% ଏବଂ କଟକ/ଭୁବନେଶ୍ବର ପାଇଁ ଅତିରିକ୍ତ ୧୦% ରିଆତି ପ୍ରଦାନ କରାଯିବ। ଆନିମେସନ୍, ଭିଜୁଆଲ ଇଫେକ୍ଟ, ଗେମିଂ ଆଣ୍ଡ କମିକ ସେକ୍ଟର (ଏଭିଜିସି) ୟୁନିଟ୍‌କୁ ସରକାର ୪୦% ରିଆତି ପ୍ରଦାନ କରିବେ। ଆଇଟି ଟାୱାର ପ୍ରତିଷ୍ଠା କଲେ ୩୦% ପ୍ରୋତ୍ସାହନ ମିଳିବ। ସେହିପରି କାର୍ଯ୍ୟକ୍ଷମ ହେବାଠାରୁ ୫ ବର୍ଷ ଯାଏ ଆଇଟି କମ୍ପାନୀରୁ ବିଜୁଳି ଦେୟ ସଂଗ୍ରହ କରାଯିବ ନାହିଁ ଏବଂ ରାଜ୍ୟ ଜିଏସ୍‌ଟି ଶତ ପ୍ରତିଶତ ଛାଡ଼ ହେବ।

Powered by Froala Editor

Tags IET park

Related articles Odisha News Lens 4.1

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14479
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14784
    Oct 06, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15015
    Oct 06, 2026
  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    14042
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14862
    Oct 06, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    14207
    Oct 06, 2026
  • ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...
    ଦେଶ-ଦେଶାନ୍ତର

    ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ ବାୟୁସେନା ମୁଖ୍ୟ ଭାବେ ନିଯୁକ୍ତ କଲେ କେନ୍ଦ୍ର ...

    15495
    Oct 07, 2026
  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ
    ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13627
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14327
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    14042
    Oct 06, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14479
    Oct 06, 2026
  • ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15015
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17157
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17848
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17808
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18224
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14240
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14480
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15497
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14170
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15907
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14010
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15389
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15055
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14404
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14862
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14479
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14327
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In