Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ଶନିବାର ବନ୍ଦ ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ

ଶନିବାର ବନ୍ଦ ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ

2021-07-17 06:44:37
14394
Share:
Facebook
Twitter
E-Mail
WhatsApp
Telegram
ଶନିବାର ବନ୍ଦ ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର : ଶୁକ୍ରବାରଠାରୁ ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ପୂର୍ଣ୍ଣ କ୍ଷମତାରେ ଚାଲିବାକୁ ଆଦେଶ ହୋଇଛି । ଅର୍ଥାତ ସମସ୍ତ କର୍ମଚାରୀ ଅଫିସ ଆସିବା ବାଧ୍ୟତାମୂଳକ କରାଯାଇଛି । ଏ ନେଇ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଆଦେଶନାମା ଜାରି ହୋଇଛି । ସମସ୍ତ ସରକାରୀ କର୍ମଚାରୀ ଦୁଇ ଡୋଜ ଟିକା ନେଇ ସାରିଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଆଦେଶନାମାରେ ସ୍ପଷ୍ଟ କରାଯାଇଛି । ଯେଉଁମାନେ ସ୍ୱାସ୍ଥ୍ୟଗତ କାରଣରୁ ଟିକା ନେଇ ପାରି ନାହାନ୍ତି, ସେମାନେ ଘରୁ କାମ କରିବା ପାଇଁ ଆବେଦନ କରିପାରିବେ । ସମ୍ପୃକ୍ତ କର୍ତ୍ତୃପକ୍ଷ ଆବେଦନର ବିଚାର କରି ନିଷ୍ପତ୍ତି ନେବେ । ଟିକା ନେଇସାରିଥିବା କୌଣସି କର୍ମଚାରୀ ଅନୁପସ୍ଥିତ ରହିଲେ ବା ଘରୁ କାମ କଲେ, ତାହାକୁ ସରକାରୀ ଆଦେଶ ଉଲ୍ଲଂଘନ ବୋଲି ଧରାଯିବ । ସମସ୍ତ କର୍ମଚାରୀ କୋଭିଡ ନିୟମ ମାନି କାମ କରିବେ । ଯଦି କେହି ସଂକ୍ରମିତ ହେଲେ, ବିଭାଗୀୟ ପ୍ରୋଟୋକଲ ଅନୁଯାୟୀ କର୍ତ୍ତୃପକ୍ଷ ପଦକ୍ଷେପ ନେବେ ବୋଲି ସ୍ପଷ୍ଟ କରାଯାଇଛି । ଉଲ୍ଲେଖଯୋଗ୍ୟ, ପୂର୍ବରୁ ସମସ୍ତ ସରକାରୀ ଅଫିସ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରୁଥିଲା । କେବଳ ଜରୁରୀ ସେବା ପାଇଁ ଉଦ୍ଧିଷ୍ଟ କାର୍ଯ୍ୟାଳୟ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଥିଲା । ଏବେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଆଦେଶନାମା ବଳବତ୍ତର ରହିବ । ଶନିବାର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ।

Powered by Froala Editor

Tags Govt

Related articles Odisha News Lens 4.1

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14934
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14804
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13739
    Sep 09, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14774
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15573
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14294
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14624
    Sep 09, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15253
    Sep 11, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13631
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14294
    Sep 10, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15573
    Sep 10, 2026
  • ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14624
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13631
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15737
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14562
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13873
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14678
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13785
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14662
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13631
    Sep 11, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14624
    Sep 09, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14774
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In