Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତର ପ୍ରଥମ ହାଇଡ୍ରୋଜେନ୍ ଚାଳିତ ଟ୍ରେନ ...

  • ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ...

  • ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ...

  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି ...

  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ...

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ...

  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ...

  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ...

  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ

ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ

2025-09-14 20:16:04
14057
Share:
Facebook
Twitter
E-Mail
WhatsApp
Telegram
ଟାଟୁ ପାଇଁ ୧୫ ବର୍ଷ ଘରକୁ ଫେରିଲା ପୁଅ

ରାମ-ସୀତାଙ୍କ ଟାଟୁ ପାଇଁ ୧୫ ବର୍ଷ ପରେ ଘରକୁ ଫେରିଛି ପୁଅ । ଅହମଦାବାଦ୍‌ରୁ ଏଭଳି ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି । ୧୫ ବର୍ଷ ପୂର୍ବେ ଉତ୍ତରପ୍ରଦେଶର ବାନ୍ଦା ଜିଲ୍ଲାରୁ ନିଖୋଜ ଜଣେ ମୂକ ଯୁବକ ଶେଷରେ ନିଜ ପରିବାରକୁ ଭେଟିଛନ୍ତି ।

ବାନ୍ଦା ଜିଲ୍ଲାର ନାରାୟଣୀ ତାଲୁକାର ଥନୈଲ ଗାଁର ବାସିନ୍ଦା ପଙ୍କଜ ଓରଫ ରାହୁଲ ଯାଦବ ପ୍ରାୟ ୧୬ ବର୍ଷ ତଳେ ରାଗିକି ଘର ଛାଡ଼ି ଚାଲିଯାଇଥିଲେ । ସେ ଟ୍ରେନ୍‌ରେ ଅହମଦାବାଦ୍‌ର କାଲୁପୁର ରେଳ ଷ୍ଟେସନ୍‌ରେ ପହଞ୍ଚିଲେ । କିଛି ଦିନ ସେଠାରେ ଏଣେତେଣେ ବୁଲିଲେ । ରେଳବାଇ ପୁଲିସର ନଜର ତାଙ୍କ ଉପରେ ପଡ଼ିଲା । ତାଙ୍କର ମୂକ-ବ%ିର ସ୍ଥିତିକୁ ଦେଖି ପୁଲିସ ତାଙ୍କୁ ନବରଙ୍ଗପୁରା ଥାନା ନିକଟରେ ସ୍ଥିତ ମୂକ-ବ%ିର ସ୍କୁଲରେ ଭର୍ତ୍ତି କଲା ।

୭ ବର୍ଷ ହେଲା ପଙ୍କଜ ନବରଙ୍ଗପୁରା ଥାନାରେ ରହୁଥିଲେ । ତାଙ୍କର ଭୋଜନ, ପୋଷାକ ଓ ଅନ୍ୟ ଆବଶ୍ୟକ ଖର୍ଚ୍ଚ ଥାନା କର୍ମଚାରୀ ବହନ କରୁଥିଲେ । ପୁଲିସ ସମୟ ସମୟରେ ଏଭଳି ନିଖୋଜ ପିଲାଙ୍କୁ ସେମାନଙ୍କ ପରିବାର ସହ ମିଳନ ଅଭିଯାନ ମଧ୍ୟ ଚଳାଏ । ଇତିମଧ୍ୟରେ ନବରଙ୍ଗପୁରାର ମୁସ୍‌ଲିମ ସୋସାଇଟିରେ ସିକ୍ୟୁରିଟି ଗାର୍ଡ ରୂପେ କାର୍ଯ୍ୟରତ ପଙ୍କଜଙ୍କ ପିଲାଦିନ ସାଙ୍ଗ ନୀରଜ ଯାଦବଙ୍କ ନଜର ପଙ୍କଜଙ୍କ ଉପରେ ପଡ଼ିଲା । ସେ ପଙ୍କଜଙ୍କ ଡାହାଣ ହାତରେ ରାମ-ସୀତାଙ୍କ ଟାଟୁ ଦେଖି ଜାଣିଗଲେ ଯେ ସେ ହିଁ ତାଙ୍କ ପିଲାଦିନର ସାଙ୍ଗ ।

ନୀରଜ କହିଲେ, ସେ ଓ ପଙ୍କଜ ଗାଁର ଏକ ମେଳାରେ ଏହି ଟାଟୁ କରାଇଥିଲେ । ସେ ପୁଲିସକୁ ପଙ୍କଜଙ୍କ ସମ୍ପର୍କରେ ସମ୍ପୂର୍ଣ୍ଣ ବିବରଣୀ ଦେଲେ । ପୁଲିସ ଦ୍ୱନ୍ଦ୍ୱରେ ଥିଲେ ହେଁ ପଙ୍କଜଙ୍କ ପରିବାର ସହ ଯୋଗାଯୋଗ କଲେ । ଭିଡିଓ କଲ୍ ଜରିଆରେ ସବୁକିଛି ସ୍ପଷ୍ଟ ହେଲା । ପଙ୍କଜଙ୍କ ବଡ଼ ଭାଇ ନାଥୁ ଯାଦବ ନବରଙ୍ଗପୁରା ଥାନାରେ ପହଞ୍ଚିଲେ । ବଡ଼ ଭାଇଙ୍କ ସହ ପଙ୍କଜ ନିଜ ଘରକୁ ଫେରି ଯାଇଛନ୍ତି ।

Powered by Froala Editor

Tags tatoo

Related articles Odisha News Lens 4.1

  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧
    ଦେଶ-ଦେଶାନ୍ତର

    ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14719
    Jul 18, 2026
  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ
    ଦେଶ-ଦେଶାନ୍ତର

    ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ

    15523
    Jul 17, 2026
  •  ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ଉତକ୍ଷେପଣ

    15308
    Jul 18, 2026
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍
    ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14481
    Jul 18, 2026
  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13778
    Jul 17, 2026
  • ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ
    ଦେଶ-ଦେଶାନ୍ତର

    ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ

    13285
    Jul 18, 2026
  •  ଜାରି  ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ
    ଦେଶ-ଦେଶାନ୍ତର

    ଜାରି ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ

    15601
    Jul 17, 2026
  • ଭାରତର ପ୍ରଥମ ହାଇଡ୍ରୋଜେନ୍ ଚାଳିତ ଟ୍ରେନ ଶୁଭାରମ୍ଭ କଲେ ମୋଦୀ
    ଦେଶ-ଦେଶାନ୍ତର

    ଭାରତର ପ୍ରଥମ ହାଇଡ୍ରୋଜେନ୍ ଚାଳିତ ଟ୍ରେନ ଶୁଭାରମ୍ଭ କଲେ ମୋଦୀ

    13640
    Jul 18, 2026
  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ
    ଦେଶ-ଦେଶାନ୍ତର

    ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ

    15135
    Jul 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାରି ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ

    15601
    Jul 17, 2026
  • ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13778
    Jul 17, 2026
  • ଦେଶ-ଦେଶାନ୍ତର

    ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ

    15135
    Jul 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16983
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17591
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18048
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13691
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14327
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14666
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14963
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15700
    Jul 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15836
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13787
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14665
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15855
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14481
    Jul 18, 2026
  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ

    15601
    Jul 17, 2026
  • ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ

    13285
    Jul 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In