Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

Home ›› ››ମାତାପିତା ହେବେ କଟ୍ରିନା-ବିକି କୌଶଲ

ମାତାପିତା ହେବେ କଟ୍ରିନା-ବିକି କୌଶଲ

2025-09-15 19:53:09
16459
Share:
Facebook
Twitter
E-Mail
WhatsApp
Telegram
ମାତାପିତା ହେବେ କଟ୍ରିନା-ବିକି କୌଶଲ

ବଲିଉଡ୍ ଅଭିନେତ୍ରୀ କଟ୍ରିନା କୈଫ୍ ଏବଂ ଅଭିନେତା ବିକି କୌଶଲ ଦୁହେଁ ପ୍ରଥମ ସନ୍ତାନକୁ ସ୍ବାଗତ କରିବେ ବୋଲି ଚର୍ଚ୍ଚା ହେଉଛି। କଟ୍ରିନା ଏବେ ଗର୍ଭବତୀ ଅଛନ୍ତି ଏବଂ ବିବାହର ୪ବର୍ଷ ପରେ ତାଙ୍କର ପ୍ରଥମ ସନ୍ତାନକୁ ଜନ୍ମ ଦେବାକୁ ଯାଉଛନ୍ତି ବୋଲି କୁହାଯାଉଛି।

ଫିଲ୍ମ ମେରୀ କିସମତ୍ ପରେ କଟ୍ରିନା ବଲିଉଡରୁ ଏକଦମ୍ ଗାୟବ ହୋଇଯାଇଛନ୍ତି। ତାଙ୍କ ଗୃହସ୍ତୀ ଜୀବନ ବିତାଉଛନ୍ତି ସେ। କିଛି ଦିନ ପୂର୍ବରୁ ବିମାନ ବନ୍ଦରରେ ନଜର ଆସିଥିଲେ କଟ୍ରିନା। ସେହି ସମୟରେ ହିଁ କ୍ୟାଟ୍ ପ୍ରେଗ୍‌ନେଣ୍ଟ ଥିବା ଚର୍ଚ୍ଚା ହେଉଥିଲା। ଏକ ନ୍ୟୁଜ୍ ୱେବସାଇଟରେ ଏକ ଖବର ପ୍ରକାଶିତ ହୋଇଥିଲା। ଯେଉଁଥିରୁ ଜଣାପଡିଥିଲା ଯେ କଟ୍ରିନା କୈଫ ଏବଂ ଭିକି କୌଶଲ ଖୁବ୍ ଶୀଘ୍ର ସେମାନଙ୍କର ପ୍ରଥମ ସନ୍ତାନକୁ ସ୍ୱାଗତ କରିବାକୁ ପ୍ରସ୍ତୁତ।

ପୂର୍ବରୁ ଅନେକ ଥର ଏଭଳି ଚର୍ଚ୍ଚା ହୋଇଥିବା ବେଳେ ଅଭିନେତା ପ୍ରତିଥର ଚର୍ଚ୍ଚାକୁ ଅସ୍ବୀକାର କରି ଆସିଛନ୍ତି। ହେଲେ ଏଥର ସେ କୌଣସି ପ୍ରତିକ୍ରିୟା ଦେଇନଥିବାରୁ ହେଉଥିବା ଚର୍ଚ୍ଚା ସତ ବୋଲି ବିଶ୍ବାସ କରାଯାଉଛି। ପୂର୍ବରୁ କଟ୍ରିନାଙ୍କ ଅନେକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ସେ ଢ଼ିଲା ପୋଷାକ ପିନ୍ଧିଥିବା ଦେଖିବାକୁ ମିଳିଥିଲା।

ଉଲ୍ଲେଖଯୋଗ୍ୟ, କଟ୍ରିନା କୈଫ୍ ଏବଂ ବିକି କୌଶଲ ୨୦୨୧ ମସିହାରେ ରାଜସ୍ଥାନରେ ବିବାହ କରିଥିଲେ। କେବଳ ପରିବାର ଏବଂ ଘନିଷ୍ଠ ସମ୍ପର୍କୀୟମାନେ ସେମାନଙ୍କ ବିବାହରେ ଯୋଗ ଦେଇଥିଲେ। ଏହି ଦମ୍ପତି ଇନଷ୍ଟାଗ୍ରାମରେ ସେମାନଙ୍କର ବିବାହ ଫଟୋ ସେୟାର କରି ପ୍ରଶଂସକମାନଙ୍କୁ ବିବାହର ଖବର ଦେଇଥିଲେ।

Powered by Froala Editor

Tags katrina

Related articles Odisha News Lens 4.1

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14759
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15286
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13684
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    14890
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14270
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15364
    Mar 12, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14779
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    14025
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15638
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    14025
    Mar 12, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13684
    Mar 12, 2026
  • ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    14890
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13464
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14136
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15045
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14799
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15245
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15135
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14985
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15638
    Mar 12, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13684
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13464
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In