Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

  • ନିଜକୁ ଆକ୍ଟିଭ୍‌ନେସ୍‌ ରଖିବାର ଉପାୟ ...

  • ମାତାପିତା ହେବେ କଟ୍ରିନା-ବିକି କୌଶଲ

  • ବନତାରାକୁ କ୍ଲିନ୍ ଚିଟ୍

  • ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା ...

  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ...

  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ...

  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ...

  • ଆସାମରେ ୫.୮ ତୀବ୍ରତାର ଭୂମିକମ୍ପ

ରାଜ୍ୟ
Home ›› ରାଜ୍ୟ ››୧୨ ଜିଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

୧୨ ଜିଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

2025-09-16 05:26:45
14945
Share:
Facebook
Twitter
E-Mail
WhatsApp
Telegram
୧୨ ଜିଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆ ସରକାର ମାତ୍ର ୧୫ ମାସ ହେବ ଓଡ଼ିଶାର ଶାସନ ଦାୟିତ୍ବ ନେଇଛି। ଏହି ଅଳ୍ପ ସମୟ ମଧ୍ୟରେ ସରକାର ୨୬୦ଟି ଶିଳ୍ପ ପ୍ରକଳ୍ପ ମଞ୍ଜୁର କରିଛନ୍ତି। ଯାହାଦ୍ୱାରା ୫.୬ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆସିବା ସହିତ ୩.୬ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି। ଏହି ସମୟ ମଧ୍ୟରେ ୮୪ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହାଦ୍ୱାରା ଓଡ଼ିଶାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ହୋଇପାରିଛି। ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୃଷ୍ଟି କରାଯାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓୟୁଏଟିସ୍ଥିତ କନ୍‌ଭେନସନ ସେଣ୍ଟରଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲାରେ ସମୁଦାୟ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ଅବସରରେ ଉପରୋକ୍ତ ସୂଚନା ଦେଇଛନ୍ତି। ଏହି ୨୭ଟି ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବା ପାଇଁ ସମୁଦାୟ ୨୫ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି। ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବକଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ କହିଥିଲେ ଯେ, ଯେତେବେଳେ ଓଡ଼ିଶାକୁ କିଛି ନିବେଶ ଆସୁଛି, ସେତେବେଳେ ଓଡ଼ିଶା ପ୍ରତି ଶିଳ୍ପ ଜଗତର ଭରସା ବୃଦ୍ଧି ପାଉଛି। ଶିଳ୍ପ ସ୍ଥାପନ ପାଇଁ ଓଡ଼ିଶା ସରକାରଙ୍କ ନୀତି ଓ ନିଷ୍ଠା ପ୍ରତି ନିବେଶକଙ୍କ ଆସ୍ଥା ବୃଦ୍ଧି ପାଉଛି। ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍‌ଚରିଂ ହବ୍ (ବିନିର୍ମାଣ ପୁଞ୍ଜ) କରିବା ପାଇଁ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ (ଉଚ୍ଚ ମୂଲ୍ୟ ଉତ୍ପାଦ) ଉତ୍ପାଦନ ଦିଗରେ ନିବେଶକଙ୍କୁ ଆକୃଷ୍ଟ କରୁଛୁ। ମାନୁଫାକ୍‌ଚରିଂ ଭାଲ୍ୟୁ ଚେନ୍‌ (ବିନିର୍ମାଣ ମୂଲ୍ୟ ଶୃଙ୍ଖଳ)ରେ ଆହୁରି ଉପରକୁ ଉଠି ସାରା ବିଶ୍ବର ବଜାରରେ ପ୍ରତିଯୋଗିତା କରିପାରୁଥିବା ଭଳି ଉତ୍ପାଦ ନିର୍ମାଣ କରୁଛୁ। ଓଡ଼ିଶାରେ ଶିଳ୍ପ ସ୍ଥାପନ ପାଇଁ ଉପଯୁକ୍ତ ନୀତି ସହିତ ପ୍ରତ୍ୟେକ କ୍ଷେତ୍ରକୁ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ରଦାନ କରାଯାଉଛି। 

‘ଏକ୍ ପେଡ୍‌ ମା’ କି ନାମ୍’ ୨.୦ ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ ଉଦ୍ୟୋଗୀ ତଥା ଶିଳ୍ପାନୁଷ୍ଠାନ ନିଜ ନିଜ ଅଞ୍ଚଳରେ ଯେତେ ଅଧିକ ସମ୍ଭବ ଚାରାରୋପଣ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ ପାଳନ ହେବ। ଓଡ଼ିଶାବାସୀ ସେହି ଗୋଟିଏ ଦିନରେ ୭୫ ଲକ୍ଷ ଚାରା ଲଗାଇବା ପାଇଁ ନିଷ୍ପତ୍ତି କରିଛନ୍ତି। ଏହି ଅଭିଯାନରେ ଶିଳ୍ପସଂସ୍ଥାଗୁଡ଼ିକ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶିଳ୍ପପତିଙ୍କୁ ସମ୍ବର୍ଦ୍ଧିତ କରିବା ସହ ଗଞ୍ଜାମ, ଖୋର୍ଦ୍ଧା, ଝାରସୁଗୁଡ଼ା, କୋରାପୁଟ ଓ ଅନୁଗୋଳଠାରେ ଆଭାସି ମାଧ୍ୟମରେ ସେ ଅଞ୍ଚଳରେ କାର୍ଯ୍ୟକାରୀ ହେବାକୁ ଥିବା ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, କିପରି ଗ୍ରାଉଣ୍ଡ ଜିରୋ (କ୍ଷେତ୍ରସ୍ତରରୁ) ସଫଳତା ମିଳିବ, ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ସର୍ବଦା ରହିଆସିଛି। ରାଜ୍ୟ ସରକାର ଶିଳ୍ପକ୍ଷେତ୍ରରେ ଅଗ୍ରଗତି କରୁଛନ୍ତି। କାର୍ଯ୍ୟକ୍ରମରେ ଉନ୍ନୟନ ଆୟୁକ୍ତ ଅନୁ ଗର୍ଗ ଏବଂ ପ୍ରମୁଖ ଶିଳ୍ପପତିମାନେ ମଞ୍ଚାସୀନ ଥିଲେ। ଦକ୍ଷତା ବିକାଶ ବିଭାଗର ସଚିବ ଭୂପେନ୍ଦ୍ର ସିଂ ପୁନିଆ ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...
    ଦେଶ-ଦେଶାନ୍ତର

    ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ...

    14486
    Sep 15, 2025
  • ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ...
    ଦେଶ-ଦେଶାନ୍ତର

    ନେପାଳ ଜେନ୍‌ ଜେଡ ବିକ୍ଷୋଭରେ ପ୍ରାଣ ହରାଇଥିବା ବିକ୍ଷୋଭକାରୀଙ୍କୁ ସହିଦ ମାନ୍ୟତା ...

    13779
    Sep 15, 2025
  • ବନତାରାକୁ କ୍ଲିନ୍ ଚିଟ୍
    ଦେଶ-ଦେଶାନ୍ତର

    ବନତାରାକୁ କ୍ଲିନ୍ ଚିଟ୍

    14216
    Sep 15, 2025
  • ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଓ୍ବାକଫ୍ ସଂଶୋଧନ ଆଇନକୁ ନେଇ ଏହା କହିଲେ ସୁପ୍ରିମକୋର୍ଟ

    15702
    Sep 15, 2025
  • ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା କଅଁଳ ଜୀବନ
    ଦେଶ-ଦେଶାନ୍ତର

    ପୋତିଦେଇଥିଲେ, ମାଟି ତଳୁ ଉଦ୍ଧାର ହେଲା କଅଁଳ ଜୀବନ

    15412
    Sep 15, 2025
  • ନିଜକୁ ଆକ୍ଟିଭ୍‌ନେସ୍‌ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    ନିଜକୁ ଆକ୍ଟିଭ୍‌ନେସ୍‌ ରଖିବାର ଉପାୟ ଜାଣନ୍ତୁ....

    13555
    Sep 16, 2025
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ
    ବିଶେଷ

    ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14571
    Sep 15, 2025
  • ମାତାପିତା ହେବେ କଟ୍ରିନା-ବିକି କୌଶଲ
    ମନୋରଞ୍ଜନ

    ମାତାପିତା ହେବେ କଟ୍ରିନା-ବିକି କୌଶଲ

    14914
    Sep 15, 2025
  • ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ
    ବିଶେଷ

    ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

    13460
    Sep 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ମାତାପିତା ହେବେ କଟ୍ରିନା-ବିକି କୌଶଲ

    14914
    Sep 15, 2025
  • ଦେଶ-ଦେଶାନ୍ତର

    ଯୁପିଆଇ ମାଧ୍ୟମରେ ଏବେ ଦିନକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ ଗ୍ରାହକ

    14486
    Sep 15, 2025
  • ବିଶେଷ

    ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

    13460
    Sep 16, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16730
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16830
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17189
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15646
    Apr 03, 2021

ବିଶେଷ

  • ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

    13460
    Sep 16, 2025
  • ନିଜକୁ ଆକ୍ଟିଭ୍‌ନେସ୍‌ ରଖିବାର ଉପାୟ ଜାଣନ୍ତୁ....

    13555
    Sep 16, 2025
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14571
    Sep 15, 2025
  • କେଉଁଠି ଖର୍ଚ୍ଚ କରିବେ, ନ କରିବେ ଜାଣନ୍ତୁ .....

    13778
    Sep 13, 2025
  • ଅଧାଗ୍ଲାସ ଲେମ୍ବୁ ପାଣିର ଅନେକ ଫାଇଦା

    14527
    Sep 11, 2025

ବାଣିଜ୍ୟ

ଶସ୍ତା ହେଲା ସୁନା

GST ପରିଷଦର 56ତମ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି, ଯାହାର ପ୍ରଭାବ ସିଧାସଳଖ ବଜାର ଉପରେ ଦେଖାଯାଉଛି। ଏହି ବୈଠକ ପରେ ସାରା ଦେଶରେ ସୁନା ଦର ମଧ୍ୟ ହ୍ରାସ ପାଇଛି। MCX ଉପରେ ରୂପାର ମୂଲ୍ୟ ମଧ୍ୟ ହ୍ରାସ ପାଇଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୭, ୯୫୦ ଟଙ୍କା ହୋଇଥିବା ବେଳେ ...

  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14917
    Sep 03, 2025
  • ଆମୱେର ନୁ୍ୟଟ୍ରିଲାଇଟ ଏନ୍‌ଏଫଏସୟୁ ଦ୍ୱାରା ବିଶ୍ୱାସଭାଜନ: ନିରାପଦ ପୋଷଣ କ୍ଷେତ୍ରରେ ଏକ ମାଇଲଖୁଣ୍ଟ

    14336
    Sep 02, 2025
  • ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

    15572
    Aug 28, 2025
  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15234
    Aug 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଖରୋଟ୍‌ ଖାଇଲେ ଶରୀରକୁ ମିଳିଥାଏ ଏହି ଲାଭ

    13460
    Sep 16, 2025
  • ମାତାପିତା ହେବେ କଟ୍ରିନା-ବିକି କୌଶଲ

    14914
    Sep 15, 2025
  • ବେଡ୍‌ରୁମ୍‌ରେ ଏହା ରଖିଲେ ହୋଇଥାଏ ଶୁଭ

    14571
    Sep 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In