Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

2025-09-16 13:59:26
14187
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

ଭୁବନେଶ୍ୱର: ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ ଦିଗରେ ପ୍ରମୁଖ ଭୂମିକା ନିର୍ବାହ କରିଛି ଆଦିତ୍ୟ ବିର୍ଲା ଗ୍ରୁପ। କମ୍ପାନୀ କର୍ତ୍ତୃପକ୍ଷଙ୍କ ଦ୍ଵାରା ଏଭଳି ପଦକ୍ଷେପ ଗ୍ରହଣ କରିଥିବାରୁ ରାଜ୍ୟ ସରକାରଙ୍କ ଦ୍ଵାରା ସମ୍ମାନିତ ହୋଇଛି ଆଦିତ୍ୟ ବିର୍ଲା ଗ୍ରୁପ। ଓଡ଼ିଶାରେ ସର୍ବୋତ୍କୃଷ୍ଟ ନିଯୁକ୍ତି ପ୍ରଦାନ ପାଇଁ ଆଦିତ୍ୟ ବିର୍ଲା ଗ୍ରୁପକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଭୁବନେଶ୍ୱର ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଓଡ଼ିଶା ସରକାରଙ୍କ ତରଫରୁ ସର୍ବୋତ୍କୃଷ୍ଟ ନିଯୁକ୍ତିଦାତା ତଥା ତାରକା ନିଯୁକ୍ତିଦାତା ଭାବେ ଆଦିତ୍ୟ ବିର୍ଲା ଗୃପକୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ରାଜ୍ୟ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିସନର ଶ୍ରୀ ଅନୁ ଗର୍ଗ, ଅତିରିକ୍ତ ଶିଳ୍ପ ମୁଖ୍ୟ ସଚିବ ଶ୍ରୀ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପକ୍ଷେ ଆଦିତ୍ୟ ବିର୍ଲା ଗ୍ରୁପର କର୍ପୋରେଟ ଅଫେୟାର୍ ମୁଖ୍ୟ ଶ୍ରୀ ଅର୍ଧେନ୍ଦୁ ମହାପାତ୍ର ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ  । ଆଦିତ୍ୟ ବିର୍ଲା ଗ୍ରୁପ ପକ୍ଷରୁ ଓଡ଼ିଶା ଯୁବାବର୍ଗଙ୍କୁ ଚାକିରୀ ପ୍ରଦାନ ଦିଗରେ ପ୍ରାଥମିକତା ଦିଆାଇଥିବାବେଳେ ଗତବର୍ଷ ୨୦୨୪, ଜୁନ୍ ମାସରୁ ଏଯାଏଁ ଅର୍ଥାତ୍ ଚଳିତବର୍ଷ ୨୦୨୫ ସେପ୍ଟେମ୍ବର ମାସ ସୁଦ୍ଧା ୧୨,୪୧୫ ଜଣ ପ୍ରାର୍ଥୀଙ୍କୁ ଆଦିତ୍ୟ ବିର୍ଲା ଗ୍ରୁପ ପକ୍ଷରୁ ଚାକିରୀ ପ୍ରଦାନ କରାଯାଇଛି । ତେବେ ଏଥିମଧ୍ୟରୁ ମୋଟ୍ ୭୬ ପ୍ରତିଶତରୁ ଉର୍ଦ୍ଧ୍ବ ଅର୍ଥାତ୍ ୯,୪୮୦ ଜଣ ପ୍ରାର୍ଥୀ କେବଳ ଓଡ଼ିଶାର ଅଛନ୍ତି । ସମ୍ପ୍ରତି ଓଡ଼ିଶା ସରକାର ଆଦିତ୍ୟ ବିର୍ଲା ଗ୍ରୁପ ଏଭଳି ପଦକ୍ଷେପକୁ ଭୂୟୁସି ପ୍ରଶଂସା କରିବା ସହ ରାଜ୍ୟ ସରକାର କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି  । ଉକ୍ତ କାର୍ଯ୍ୟକ୍ରମରେ ନୂତନ ଭାବେ ଆଦିତ୍ୟ ବିର୍ଲା ଗ୍ରୁପ ଅନ୍ତର୍ଗତ ବିଭିନ୍ନ ଶିଳ୍ପରେ ନିଯୁକ୍ତି ପାଇଥିବା ୩୫ଜଣ ପ୍ରାର୍ଥୀ ଉପସ୍ଥିତ ଥିଲେ ।

Powered by Froala Editor

Tags Aditya Birla

Related articles Odisha News Lens 4.1

  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14948
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14746
    May 26, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13495
    May 26, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13627
    May 26, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15190
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15099
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13480
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14648
    May 27, 2026
  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13638
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15099
    May 27, 2026
  • ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13480
    May 27, 2026
  • ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14746
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16883
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17505
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17552
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17933
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14706
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14639
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15744
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15035
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14446
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15425
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15167
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15657
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13994
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15190
    May 27, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14706
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14746
    May 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In