ଏହି ଜିଲ୍ଲାକୁ ୪ଦିନ ପ୍ରବଳ ବର୍ଷା
ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିଷ୍କ୍ରିୟ ରହିଥିବା ହେତୁ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
Powered by Froala Editor