Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

ବାଣିଜ୍ୟ
Home ›› ବାଣିଜ୍ୟ ››ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

2025-09-19 15:26:05
14443
Share:
Facebook
Twitter
E-Mail
WhatsApp
Telegram
ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ଆଦିତ୍ୟ ଆଲୁମିନିୟମ ଏହାର ସିଏସ୍‌ଆର ପ୍ରୟାସ ‘ପ୍ରୋଜେକ୍ଟ ଆରୋଗ୍ୟ’ ଜରିଆରେ ଓଡ଼ିଶାର ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଲପଙ୍ଗାରେ ଗ୍ରାମୀଣ ସ୍ୱାସ୍ଥ୍ୟଯନôକୁ ସୁଦୃଢ କରୁଛି । ଏହି ପ୍ରକଳ୍ପ ଏହାର ଗୋଷ୍ଠୀ ଦାତବ୍ୟ ସ୍ୱାସ୍ଥ୍ୟକେନ୍ଦ୍ର ‘ଫାଷ୍ଟ ଏଡ୍‌ ସେଣ୍ଟର’, ରେଙ୍ଗାଳିରେ ‘ଭିଜନ ସେଣ୍ଟର’ ଏବଂ ଭ୍ରାମ୍ୟମାଣ ଚିକିତ୍ସା ୟୁନିଟ ‘ସ୍ୱାସ୍ଥ୍ୟ ବାହିନୀ’ ଜରିଆରେ ମାଗଣା ପରାମର୍ଶ, ଔଷଧ, ରୋଗ ନିପରୂଣକାରୀ ପରୀକ୍ଷା ଏବଂ ଜରୁରୀ ଯନô ଆଦି ପୂର୍ଣ୍ଣାଙ୍ଗ ସ୍ୱାସ୍ଥ୍ୟଯନô ସେବା ନିକଟବର୍ତ୍ତୀ ଜନସାଧାରଣଙ୍କୁ ଯୋଗାଇ ଦେଉଛି । 

ଏହି ପ୍ରୟାସ ସମ୍ପର୍କରେ ପ୍ରକାଶ କରି ହିଣ୍ଡାଲ୍‌କୋର ମାଇନିଂ ବିଜିନେସ୍‌ ହେଡ ଏବଂ ସମ୍ବଲପୁର କ୍ଲଷ୍ଟର ହେଡ ଶ୍ରୀ କୈଳାସ ପାଣ୍ଡେ କହିଥିଲେ, “ଆମର ବିଶ୍ୱାସ ଯେ ସ୍ୱାସ୍ଥ୍ୟଯନô ହେଉଛି ଏକ ମୋ÷ଳିକ ବିଷୟ । ସବୁଠାରୁ ଦୁର୍ଗମ ପରିବାରଗୁଡିକ ନିକଟରେ ସମୟୋଚିତ ଭାବରେ ଏବଂ ସୁଲଭ୍ୟ ସ୍ୱାସ୍ଥ୍ୟଯନô ଯେଭଳି ପହଞ୍ଚିବ ତାହା ସୁନିଶ୍ଚିତ କରିବାକୁ ପ୍ରୋଜେକ୍ଟ ଆରୋଗ୍ୟ ହେଉଛି ଆମର ପ୍ରତିବଦ୍ଧତା । ଆମେ ବ୍ୟବସାୟିକ କାର୍ଯ୍ୟ ପରିଚାଳନା କରୁଥିବା ଅଞ୍ଚଳର ଜନସମୁଦାୟଙ୍କ କଲ୍ୟାଣକୁ ସମର୍ଥନ କରିବା ନେଇ ଗର୍ବିତ ଅନୁଭବ କରୁଛୁ । 

ଲପଙ୍ଗାରେ ରାଜ୍ୟ ରାଜପଥ-୧୦ ନିକଟରେ ଅବସ୍ଥିତ ଆଦିତ୍ୟ କମୁ୍ୟନିଟି ଡିସ୍‌ପେନସାରୀ ଦ୍ୱାରା ଚଳିତ ଆର୍ଥିକ ବର୍ଷରେ ୯୮୦ରୁ ଅଧିକ ଲୋକ ଉପକୃତ ହୋଇସାରିଛନ୍ତି ଏବଂ ନିକଟବର୍ତ୍ତୀ ବୋମାଲୋଇ ଓ ଘାଚିମୁରା ଆଦି ପଞ୍ଚାୟତର ୪୫-୫୦ଟି ଗ୍ରାମର ଜନସାଧାରଣ ପ୍ରତିଦିନ ଏଠାକୁ ଆସୁଛନ୍ତି । ଏହା ଶ୍ୱାସନଳୀ ସଂକ୍ରମଣ, ତରଳ ଝାଡା, ହାଇପର ଏସିଡିଟି ଏବଂ ଚର୍ମ ରୋଗ ଭଳି ସାଧାରଣ ରୋଗଗୁଡିକର ଚିକିତ୍ସା ଯୋଗାଇ ଦେଉଛି ଏବଂ ଏଠାରେ ଏମ୍‌ବିବିଏସ୍‌ ଡାକ୍ତର, ଜଣେ ଫାର୍ମାସିଷ୍ଟ ଏବଂ ସହାୟକ କର୍ମଚାରୀ ଉପସ୍ଥିତ ରହି ରୋଗୀଙ୍କର ସେବା କରୁଛନ୍ତି । 

ନିରନ୍ତର ପ୍ରୟାସ ଭାବରେ ଟ୍ରକ ଚାଳକ ଓ ହେଲ୍‌ପର ସମୁଦାୟଙ୍କ ନିମନ୍ତେ ପ୍ରତି ମାସରେ ଦୁଇଟି ସ୍ୱତନ୍ତ୍ର ଚକ୍ଷୁ ପରୀକ୍ଷା ଶିବିର ଆେୟୋଜନ କରାଯାଉଛି, ଯେଉଁଥିରେ ନିରାପଦ ଗାଡିଚାଳନାକୁ ପ୍ରଭାବିତ କରିବା ଆଶଙ୍କା ରହୁଥିବା ଦୃଷ୍ଟିଗତ ସମସ୍ୟାଗୁଡିକର ପ୍ରାଥମିକ ଅବସ୍ଥାରେ ଚିହ୍ନଟ କରିବା ଉପରେ ଗୁରୁତ୍ୱ ଦିଆଯାଉଛି । ଏହି ଶିବିରଗୁଡିକରେ ପୂର୍ଣ୍ଣାଙ୍ଗ ଚକ୍ଷୁ ପରୀକ୍ଷା, ପରାମର୍ଶ ଏବଂ ସମସ୍ୟା ସୁଧାରିବା ଅଥବା ଚିକିତ୍ସା ନିମନ୍ତେ ରୋଗୀଙ୍କୁ ଅନ୍ୟତ୍ର ପ୍ରେରଣ କରିବା ଭଳି ସେବା ଯୋଗାଇ ଦିଆଯାଉଛି ଏବଂ ଏହାଦ୍ୱାରା ଚକ୍ଷୁ ସ୍ୱାସ୍ଥ୍ୟରେ ଉନ୍ନତି ଅଣାଯିବା ସହିତ ପରିବର୍ଦ୍ଧିତ ସଡ଼କ ସୁରକ୍ଷା ପ୍ରତି ଅବଦାନ ରଖାଯାଉଛି । 

ରେଙ୍ଗାଳିରେ ଭିଜନ କେୟାର ସେଣ୍ଟର ୨୦୨୩ରେ ତ୍ରିଲୋଚନ ନେତ୍ରାଳୟ- ଭିଜନ ଇଣ୍ଡିଆ ଫାଉଣ୍ଡେସନ ସହଭାଗୀତାରେ ସ୍ଥାପନ କରାଯାଇଥିଲା, ଯେଉଁଠାରେ ଗତବର୍ଷ ୨୧୫୭ ଜଣ ରୋଗୀଙ୍କର ଚିକିତ୍ସା କରାଯାଇସାରିଛି ଏବଂ ଏହା ସ୍ଥାପନ ହେବା ଦିନଠାରୁ ୨୨୮୦ଟି ମୋତିଆ ବିନ୍ଦୁ ଅସ୍ତ୍ରୋପଚାର କରିସାରିଛି ।

ଏତଦ୍‌ବ୍ୟତୀତ, ସ୍ୱାସ୍ଥ୍ୟ ବାହିନୀ (ଭ୍ରାମ୍ୟମାଣ ଚିକିତ୍ସା ୟୁନିଟ) ଜରିଆରେ ଆମେ ଛଅଟି ଗ୍ରାମ ପଞ୍ଚାୟତରେ ଯୋଗ୍ୟତାସମ୍ପନ୍ନ ଚିକିତ୍ସାକାରୀ ଦଳ, ମୋ÷ଳିକ ରୋଗ ଚିହ୍ନଟକାରୀ ପରୀକ୍ଷା, ପ୍ରତିଷେଧମୂଳକ ଯନô ଏବଂ ପରିସ୍ଥିତି ଜଟିଳ ହେବାରୁ ରୋକିବା ନିମନ୍ତେ ପ୍ରାଥମିକ ଅବସ୍ଥାରୁ ଚିକିତ୍ସାଗତ ପଦକ୍ଷେପ ଆଦି ଜରିଆରେ ଦୁର୍ଗମ ଗ୍ରାମଗୁଡିକରେ ଲୋକଙ୍କ ଦ୍ୱାରଦେଶରେ ପହଞ୍ଚିବା ସମେତ ମାଗଣା ପ୍ରାଥମିକ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛୁ, ବୋଲି ଶ୍ରୀ ପାଣ୍ଡେ କହିଥିଲେ । 

ଏହି ପ୍ରୟାସକୁ ସମ୍ବଲପୁର ସିଡିଏମ୍‌ଓ ବିପୁଳ ପ୍ରଶଂସା କରିଛନ୍ତି ଏବଂ ସେ କହିଛନ୍ତି ଯେ, “ଏହା ଏକ କମ୍‌ ଖର୍ଚ୍ଚ ବିଶିଷ୍ଟ ଏବଂ ଜନସାଧାରଣଙ୍କ ଦ୍ୱାରଦେଶରେ ପାରଦର୍ଶୀ ସ୍ୱାସ୍ଥ୍ୟଯନô ମଡେଲ ହୋଇଛି ।”

ଏହାକୁ ନେଇ ସ୍ଥାନୀୟ ଜନସାଧାରଣ ବିପୁଳ ସକାରାତ୍ମକ ମତ ପ୍ରକାଶ କରିଛନ୍ତି । ଜଣେ ୬୮ ବର୍ଷ ବୟସ୍କା ହିତାଧିକାରୀ ରୁକ୍ମିଣୀ ଦେବୀ କହିଥିଲେ, “ପୂର୍ବରୁ ସହାୟତା ପାଇଁ ମୋତେ ଦିନ ଦିନ ଅପେକ୍ଷା କରିବାକୁ ପଡୁଥିଲା । ଏବେ ମୋ ଘର ପାଖରେ ମାଗଣାରେ ମୁଁ ଚିକିତ୍ସା ଏବଂ ଔଷଧ ପାଇପାରୁଛି ।”

ପ୍ରୋଜେକ୍ଟ ଆୟୁଷ ଅଧୀନରେ ଆରୋଗ୍ୟ ଲାଭ କରିଥିବା ପ୍ରତ୍ୟେକ ରୋଗୀ ଏବଂ ଜୀବନରେ ଉନ୍ନତି ଆସିଥିବା ପ୍ରତ୍ୟେକ ବ୍ୟକ୍ତି, ଯନô ଓ ସହାନୁଭୂତିଶୀଳତାର ସହିତ ବାସ୍ତବ ପ୍ରଗତି ଆରମ୍ଭ ହୋଇଥାଏ ବୋଲି ଆଦିତ୍ୟ ଆଲୁମିନିୟମ ରଖିଥିବା ବିଶ୍ୱାସର ଜଣେ ଜଣେ ନିଦର୍ଶନ ଅଟନ୍ତି ।


ଏକ ଦାୟିତ୍ୱସମ୍ପନ୍ନ କର୍ପୋରେଟ ସଂସ୍ଥା ଭାବରେ ଏବଂ ସମାଜ ପ୍ରତି ପ୍ରତିଦାନ ରଖିବାକୁ ନିରନ୍ତର ପ୍ରେରଣାରେ ପରିଚାଳିତ ହୋଇ ଆଦିତ୍ୟ ବିର୍ଲା ଗ୍ରୁପ୍‌ ଓଡ଼ିଶାରେ ୫ ଲକ୍ଷରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚୁଛି ଏବଂ ୧୨୮ଟି ଗ୍ରାମରେ ୨ ଲକ୍ଷରୁ ଅଧିକ ଜୀବନକୁ ସ୍ପର୍ଶ କରୁଛି । ଗ୍ରୁପ୍‌ର ସିଏସଆର୍‌ କାର୍ଯ୍ୟକ୍ରମ ଶ୍ରୀମତୀ ରାଜଶ୍ରୀ ବିର୍ଲାଙ୍କ ଅଧ୍ୟକ୍ଷତାରେ ଆଦିତ୍ୟ ବିର୍ଲା ସେଣ୍ଟର ଫର୍‌ କମୁ୍ୟନିଟି ଇନିସିଏଟିଭ୍‌ସ୍‌ ଆଣ୍ଡ ରୁରାଲ ଡେଭେଲପମେଣ୍ଟ ଅଧୀନରେ କାର୍ଯ୍ୟକାରୀ କରାଯାଉଛି । ଗ୍ରୁପ୍‌ର ଲକ୍ଷ୍ୟ ହେଉଛି ଏହା ନିଜର ବ୍ୟବସାୟିକ କାର୍ଯ୍ୟ ପରିଚାଳନା କରୁଥିବା ଅଞ୍ଚଳର ଜନସାଧାରଣଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ପ୍ରତି ସକ୍ରିୟ ଅବଦାନ ରଖିବା । ଏଭଳି କରିବା ଦ୍ୱାରା ସମାଜର ଦୁର୍ବଳ ବର୍ଗଙ୍କ ପାଇଁ ଏକ ଉତ୍ତମ, ଦୀର୍ଘସ୍ଥାୟୀ ଜୀବନ ଧାରଣ ପନ୍ଥା ନିର୍ମାଣ କରିବା ଏବଂ ରାଷ୍ଟ୍ରର ମାନବ ସମ୍ବଳ ସୂଚୀରେ ବୃଦ୍ଧି ଘଟାଇବା । ଗ୍ରୁପ୍‌ର ସିଏସଆର୍‌ ଦୂରଦୃଷ୍ଟି ଦାରିଦ୍ର୍ୟ ଦୂରୀକରଣ ଏବଂ କ୍ଷୁଧାରୁ ମୁକ୍ତି ନିମନ୍ତେ ୟୁଏନ୍‌ଏସ୍‌ଡିଜି ଲକ୍ଷ୍ୟସମୂହ ମୁତାବକ ହୋଇଛି ।

Powered by Froala Editor

Tags Aditya Aluminium

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13904
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15258
    Aug 01, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15842
    Jul 31, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14557
    Aug 01, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14881
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14173
    Jul 31, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13407
    Aug 02, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15500
    Aug 02, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14451
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14881
    Aug 01, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15842
    Jul 31, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14451
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17011
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17616
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18070
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15500
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14447
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14369
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15991
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15877
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14173
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14245
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15031
    Jul 28, 2026
  • ଫିକା ପଡିବ ସୁନାର ଚମକ

    14132
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14173
    Jul 31, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14881
    Aug 01, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15500
    Aug 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In