Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା ...

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା ...

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ...

  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ...

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ...

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

ରାଜ୍ୟ
Home ›› ରାଜ୍ୟ ››ସୁଭଦ୍ରାର ୩ୟ କିସ୍ତିରୁ ବାଦ ପଡିଛନ୍ତି ୩ଲକ୍ଷ ୯୯ହଜାର ୩୫୨ଜଣ ହିତାଧିକାରୀ

ସୁଭଦ୍ରାର ୩ୟ କିସ୍ତିରୁ ବାଦ ପଡିଛନ୍ତି ୩ଲକ୍ଷ ୯୯ହଜାର ୩୫୨ଜଣ ହିତାଧିକାରୀ

2025-09-20 09:21:36
15501
Share:
Facebook
Twitter
E-Mail
WhatsApp
Telegram
ସୁଭଦ୍ରାର ୩ୟ କିସ୍ତିରୁ ବାଦ ପଡିଛନ୍ତି ୩ଲକ୍ଷ ୯୯ହଜାର ୩୫୨ଜଣ ହିତାଧିକାରୀ

 ଭୁବନେଶ୍ବର: ସୁଭଦ୍ରାର ୩ୟ କିସ୍ତିରୁ ବାଦ ପଡିଛନ୍ତି ୩ଲକ୍ଷ ୯୯ହଜାର ୩୫୨ଜଣ ହିତାଧିକାରୀ । ଏନେଇ ଆଜି ବିଧାନସଭାରେ ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ୨ୟ କିସ୍ତିରୁ ୧ଲକ୍ଷ ୮୩ହଜାର ୭୮୫ଜଣ ବାଦ ପଡିଥିବା ବେଳେ ସୁଭଦ୍ରାର ପ୍ରଥମ କିସ୍ତିରେ ୧କୋଟି ୮୦ହଜାର ୯୨ଜଣ ପାଇଛନ୍ତି । ୨ୟ କିସ୍ତିରେ ୧କୋଟି ୯୬ହଜାର ୩୦୭ ଜଣ ପାଇଛନ୍ତି । ୩ୟ କିସ୍ତି ପାଇଛନ୍ତି ୯୬ଲକ୍ଷ ୯୬ହଜାର ୯୫୫ଜଣ । ମୋଟ୍‍ ୧କୋଟି ୯ଲକ୍ଷ ୮୭ହଜାର ୮୯୪ଜଣ ଆବେଦନ କରିଥିଲେ ।

ସେପଟେ ଭୁବନେଶ୍ୱରରେ ନିର୍ମାଣ ହେବ ସୁଭଦ୍ରା ଶକ୍ତି ବଜାର । ଆଗାମି ଦିନରେ ପ୍ରତ୍ୟେକ ଜିଲାରେ ସୁଭଦ୍ରା ଶକ୍ତି ବଜାର ଖୋଲିବ । ଏନେଇ ବିଧାନସଭାରେ ଆଜି ଲିଖିତ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

Powered by Froala Editor

Tags Suvadra yojana

Related articles Odisha News Lens 4.1

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13545
    Sep 23, 2026
  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ
    ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14646
    Sep 23, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15461
    Sep 23, 2026
  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ

    14948
    Sep 23, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15628
    Sep 22, 2026
  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ

    14698
    Sep 23, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14524
    Sep 23, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15304
    Sep 23, 2026
  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...

    14049
    Sep 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ: ସୁପ୍ରିମକୋର୍ଟ

    14049
    Sep 23, 2026
  • ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15628
    Sep 22, 2026
  • ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13545
    Sep 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17120
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17808
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17781
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18190
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15304
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15089
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14492
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14739
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16370
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14418
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15614
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15376
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14667
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ: ସୁପ୍ରିମକୋର୍ଟ

    14049
    Sep 23, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15628
    Sep 22, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15304
    Sep 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In