୨୩ରେ ବିଜେଡି ଘେରିବ ବିଧାନସଭା
ଭୁବନେଶ୍ଵର : ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି। ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହେବେ। ପଞ୍ଚାୟତି ବ୍ୟବସ୍ତାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରାଯାଉଥିବା ଅଭିଯୋଗ ହୋଇଛି। ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛି ବିଜେଡି।
Powered by Froala Editor