Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

Home ›› ››ଶୁଭମିତ୍ରା ହତ୍ୟାକାଣ୍ଡ : ବୀମା ଟଙ୍କାକୁ ନେଇ ତଦନ୍ତ ଜୋରଦାର

ଶୁଭମିତ୍ରା ହତ୍ୟାକାଣ୍ଡ : ବୀମା ଟଙ୍କାକୁ ନେଇ ତଦନ୍ତ ଜୋରଦାର

2025-09-24 07:39:56
13505
Share:
Facebook
Twitter
E-Mail
WhatsApp
Telegram
ଶୁଭମିତ୍ରା ହତ୍ୟାକାଣ୍ଡ : ବୀମା ଟଙ୍କାକୁ ନେଇ ତଦନ୍ତ ଜୋରଦାର

ଭୁବନେଶ୍ବର: ଟ୍ରାଫିକ୍‌ କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟାକାଣ୍ଡ ମାମଲାର ସପ୍ତା‌େ‌ହ ପରେ ବି ତଦନ୍ତ ସରୁନି। ବୀମା ରାଶିକୁ ନେଇ ଦୀପକ ଦୁଇ ପତ୍ନୀ ଶୁଭମିତ୍ରା ଓ ଅପର୍ଣ୍ଣା ପ୍ରିୟଦର୍ଶିନୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଦୁଇଟି ବୀମାରେ ଦୀପକ ନୋମିନି ଥିଲା। ତେଣୁ ବୀମା ଟଙ୍କାକୁ ନେଇ ହତ୍ୟା ଦିଗକୁ ତଦନ୍ତ ଜୋରଦାର କରିବା ସହ ପ୍ରମାଣ ଯୋଗାଡ଼ ପ୍ରକ୍ରିୟାକୁ ଗୁରୁତ୍ବ ଦିଆଯାଇଛି। ମୃତ୍ୟୁ ପୂର୍ବରୁ ୪୫ ମିନିଟ୍‌ ଧରି କାର୍‌ ଭିତରେ ଦୀପକ ଓ ଶୁଭମିତ୍ରାଙ୍କ ମଧ୍ୟରେ ଝଗଡ଼ା ଓ ହାତାହାତି ହୋଇଥିଲା। ତାଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ସିଟ୍‌ବେଲ୍ଟରେ ବେକକୁ ମଧ୍ୟ ବାନ୍ଧିଥିଲା। ହତ୍ୟା ପରେ ପ୍ରଥମେ ଦୀପକ ତାଙ୍କ ମାଉସୀ ପୁଅ ବିନୋଦ ବିହାରୀ ଭୂୟାଁଙ୍କୁ ଫୋନ୍‌ କରିଥିଲା। ହତ୍ୟାକାଣ୍ଡର ପୂରା କାହାଣୀ ସାମ୍‌ନାକୁ ଆଣିବାକୁ ତଦନ୍ତ ଜାରି ରହିଛି। ଦୁଇଟି ଘଟଣାରେ ବୀମାକୁ ନେଇ ହତ୍ୟାକାଣ୍ଡ ସନ୍ଦେହ କରି ତଦନ୍ତ ଚାଲୁଛି। ପ୍ରଥମ ପତ୍ନୀ ଅପର୍ଣ୍ଣା ପ୍ରିୟଦର୍ଶିନୀଙ୍କ ମୃତ୍ୟୁ ପରେ ବୀମା ଟଙ୍କା ପାଇଥିଲା ଓ ଶୁଭମିତ୍ରାଙ୍କ ନାମରେ ୧.୩୫ କୋଟି ବୀମା କରିଥିଲା ଦୀପକ। 

ଅପର୍ଣ୍ଣାଙ୍କ ସନ୍ଦେହଜନକ ମୃତ୍ୟୁ ନେଇ ଖୁଣ୍ଟୁଣୀ ଥାନାରେ ପୁନଃ ତଦନ୍ତ ହେବା ସହ ହତ୍ୟା ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କ ମାନସିକତା ଜାଣିବା ଲାଗି ପୁରୁଣା ମାମଲାରେ କିଛି ଦିଗକୁ ଖୋଳତାଡ଼ କରାଯାଇଛି। ପ୍ରଥମ ପତ୍ନୀଙ୍କୁ ଦୀପକ ହତ୍ୟା କରିଥିଲା ନା ଦୁର୍ଘଟଣା ଥିଲା, କଟକ ଗ୍ରାମାଞ୍ଚଳ ପୁଲିସ ତଦନ୍ତ କରୁଥିବା ପୁଲିସ ଆୟୁକ୍ତ ସୁରେଶ ଦେବଦତ୍ତ ସିଂ କହିଛନ୍ତି। ଅନୁରୂପ ଭାବେ ଦୀପକର ପଲିଗ୍ରାଫ୍‌ ବା ମିଛଧରା ପରୀକ୍ଷା କରାଯାଇଛି। ରିପୋର୍ଟକୁ ବିଶେଷଜ୍ଞ ତର୍ଜମା କରୁଛନ୍ତି। ୨୦ ଲକ୍ଷ ଟଙ୍କା ପାଇଁ ହତ୍ୟା ହୋଇଥିବା ପ୍ରମାଣ ମିଳିଛି। ଶୁଭମିତ୍ରାଙ୍କଠାରୁ ଦୀପକ ନେଇଥିବା ୧୩ ଲକ୍ଷ ଟଙ୍କାରେ ଜଟଣୀ ଜମି କିଣିଛି। ଉଭୟଙ୍କ ନଁାରେ ଜମି କିଣିବା ବଦଳରେ ଦୀପକ ନିଜ ନାମରେ ଜମି କିଣିବାରୁ ବିରୋଧ କରିଥିଲେ ଶୁଭମିତ୍ରା। ସେ ଦେଇଥିବା ୧୩ ଲକ୍ଷ ସହ ଅଧିକ ୭ ଲକ୍ଷ ମିଶାଇ ୨୦ଲକ୍ଷ ମାଗୁଥିଲେ। ଦୀପକ ଆକାଉଣ୍ଟରେ ଟଙ୍କା ଥିବାବେଳେ ଶୁଭମିତ୍ରାଙ୍କୁ ଦେଉ ନ ଥିବାରୁ ପାଟିତୁଣ୍ଡ ହେଉଥିଲା। ସେହିପରି ଉଭୟ ଶୁଭମିତ୍ରା ଓ ଦୀପକର ହ୍ବାଟ୍ସଆପ୍‌ ଚାଟିଂରୁ ଅନେକ ତଥ୍ୟ ମିଳିଛି। ଉଭୟଙ୍କ ବୈବାହିକ ସମ୍ପର୍କ ଭଲ ନଥିବା ଜଣାପଡ଼ିଛି।

Powered by Froala Editor

Tags Subhamitra murder case

Related articles Odisha News Lens 4.1

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15344
    May 23, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14826
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13910
    May 23, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14313
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14781
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15439
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14901
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14101
    May 23, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13773
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14781
    May 24, 2026
  • ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14101
    May 23, 2026
  • ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15347
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17495
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15347
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14963
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14375
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14501
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15561
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15418
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15160
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13983
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15439
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13910
    May 23, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15347
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In