ବଳକା ଚାଉଳକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ
ଭୁବନେଶ୍ୱର: ବିଧାନସଭାରେ ବଳକା ଚାଉଳକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି । ଖରିଫ ପୂର୍ବରୁ ବଳକା ଚାଉଳକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ । ବିରୋଧୀ ସଦସ୍ୟ ପ୍ରତାପ ଦେବଙ୍କ ପ୍ରଶ୍ନରେ ଉତ୍ତର ରଖିଥିଲେ ଖାଉଟି ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟରେ ୧୩ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ଅଛି । ଚାଉଳ ନେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି । ଯଦି କେନ୍ଦ୍ର ସରକାର ନଉଠାନ୍ତି ତେବେ ନିଲାମ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି ।
Powered by Froala Editor