Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ...

  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ...

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ...

  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ...

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ...

ରାଜ୍ୟ
Home ›› ରାଜ୍ୟ ››ସି.ଇ.ଟି ମହାବିଦ୍ୟାଳୟକୁ ଓଡ଼ିଶା କ୍ୟାବିନେଟର ଏକକ ବିଶ୍ବବିଦ୍ୟାଳୟ ର ଐତିହାସିକ ନିଷ୍ପତ୍ତି , ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଯୁବ ବିଜେଡ଼ି ପକ୍ଷରୁ ଧନ୍ୟବାଦ

ସି.ଇ.ଟି ମହାବିଦ୍ୟାଳୟକୁ ଓଡ଼ିଶା କ୍ୟାବିନେଟର ଏକକ ବିଶ୍ବବିଦ୍ୟାଳୟ ର ଐତିହାସିକ ନିଷ୍ପତ୍ତି , ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଯୁବ ବିଜେଡ଼ି ପକ୍ଷରୁ ଧନ୍ୟବାଦ

2021-07-17 17:31:48
14640
Share:
Facebook
Twitter
E-Mail
WhatsApp
Telegram
ସି.ଇ.ଟି  ମହାବିଦ୍ୟାଳୟକୁ ଓଡ଼ିଶା କ୍ୟାବିନେଟର ଏକକ ବିଶ୍ବବିଦ୍ୟାଳୟ ର ଐତିହାସିକ ନିଷ୍ପତ୍ତି , ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଯୁବ ବିଜେଡ଼ି ପକ୍ଷରୁ ଧନ୍ୟବାଦ

ଭୁବନେଶ୍ୱର : ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡ଼ିଶା କ୍ୟାବିନେଟରେ ସି.ଇ.ଟି ମହାବିଦ୍ୟାଳୟ କୁ ଏକକ ବିଶ୍ବବିଦ୍ୟାଳୟ ର ସ୍ବତନ୍ତ୍ର ମାନ୍ୟତା ପ୍ରଦାନ ଓଡ଼ିଶା ସରକାରଙ୍କ ଏକ ଐତିହାସିକ ନିଷ୍ପତ୍ତି। ରାଜ୍ୟ ସରକାର ସି.ଇ.ଟି କୁ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ ନାମରେ ଏକ ସ୍ବତନ୍ତ୍ର ବିଶ୍ବବିଦ୍ୟାଳୟ ରୂପେ  ପ୍ରତିଷ୍ଠା କରିବେ।୧୯୮୧ ମସିହାରେ ପ୍ରତିଷ୍ଠା ଲାଭ କରିଥିବା ଏହି ଅଗ୍ରଣୀ ବୈଷୟିକ ଅନୁଷ୍ଠାନ ସହ ରାଜ୍ୟ ରେ ସମସ୍ତ ତିନୋଟି ବୈଷୟିକ ବିଶ୍ଵବିଦ୍ୟାଳୟ ମାନ୍ୟବର ମୂଖ୍ୟମନ୍ତ୍ରୀ ଙ୍କ ନେତୃତ୍ବ ରେ ପ୍ରତିଷ୍ଠା ହୋଇ ଆଜି ସମଗ୍ର ଦେଶରେ ଓଡିଶା  ବୈଷୟିକ ଶିକ୍ଷା ର ମାନଚିତ୍ର ରେ ଏକ ଅନନ୍ୟ ସ୍ଥାନ ଗ୍ରହଣ କରିପାରିଛି। ଏହି ପରିପ୍ରେକ୍ଷୀରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ଼ଃ ବ୍ୟୋମକେଶ ରାୟ ଙ୍କ ନେତୃତ୍ବ ଓଡ଼ିଶାର ଯୁବଛାତ୍ର ସ୍ବତଃ ପ୍ରବୃତ୍ତ ଭାବେ ମାଷ୍ଟର କ୍ୟାଣ୍ଟିନ ଛକ ରେ ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ୍ ପ୍ରଦାନ କରିଛନ୍ତି। ଏହି ଅବସରରେ ବିଜୁ ଯୁବ ଜନତା ଦଳ ରାଜ୍ୟ ସଭାପତି ଡ଼ଃ ବ୍ୟୋମକେଶ ରାୟ କହିଥିଲେ କି "ପୂର୍ବରୁ ବୈଷୟିକ ଶିକ୍ଷା ଆହରଣ ପାଇଁ ଓଡ଼ିଶା ର ଯୁବ ଛାତ୍ର ବାହାର ରାଜ୍ୟ ଉପରେ ନିର୍ଭର କରୁଥିଲେ   କିନ୍ତୁ ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପଣ୍ଣ ନିଷ୍ପତ୍ତି ଦ୍ଵାରା ଓଡ଼ିଶା ଆଜି ସମଗ୍ର ଦେଶରେ ବୈଷୟିକ ଶିକ୍ଷା କ୍ଷେତ୍ରର ହବ୍ ପାଲଟିଯାଇଛି। ଏହି ନୂତନ ଏକକ ବିଶ୍ବବିଦ୍ୟାଳୟ ବୈଷୟିକ ଶିକ୍ଷା ର ଗୁଣାତ୍ମକ ମାନ ବୃଦ୍ଧି କରିବା ସହ ବୈଷୟିକ ଜ୍ଞାନକୋୖଶଳ ଏବଂ ଗବେଷଣା କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ପ୍ରତିଷ୍ଠା କରିବ। ରାଜ୍ୟ ସରକାର ଙ୍କ ଏହି ଯୁଗାନ୍ତକାରୀ ନିଷ୍ପତ୍ତି ପାଇଁ ମୁଁ ଓଡ଼ିଶା ର ଅଗଣିତ ଯୁବଛାତ୍ରଙ୍କ ତରଫରୁ ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରୁଛି।କୋଭିଡ୍ ୧୯ ର ସମସ୍ତ ନିୟମ କୁ ପାଳନ କରି ଅନୁଷ୍ଠିତ ଏହି ଧନ୍ୟବାଦ୍ ପର୍ବ ରେ ବିଜୁ ଯୁବ ଜନତା ଦଳ ର ରାଜ୍ୟ ମହାସଚିବ ଏଲିନା ଦାସ, ଭୁବନେଶ୍ୱର ଜିଲ୍ଲାସଭାପତି ସମରେଶ ବେଉରା,ବରିଷ୍ଠ ଉପସଭାପତି ଧୃତି ରଞ୍ଜନ ମାର୍ଥା, ଜ୍ୟୋସ୍ନା ମୟୀ ପରିଡ଼ା, ଭୁବନେଶ୍ୱର ଜୋନ୍ ସଭାପତି ବିଜୟ କେତନ ସାହୁ,କଟକ ଜୋନ୍ ସଭାପତି, ଶୁଭ୍ରାଂଶୁ ମିଶ୍ର, ଉପସଭାପତି ସୁନିଲ୍ ପଣ୍ଡା, ସାଧାରଣ ସମ୍ପାଦକ ମଳୟ ରଂଜନ ପତି,ଆଶିଷ ରଂଜନ ମିଶ୍ର,ଶୁଭ୍ରଜିତ ପାଢ଼ୀ, ତାରିଣୀ ପ୍ରସାଦ ନାୟକ, ପାର୍ଥସାରଥୀ ମୂଦୁଲି,ବାଣୀ କଲ୍ୟାଣ ମହାନ୍ତି, ଅବତାରରେ ଆଲାମ, ବାସୁଦେବ ସାହା,ଲଗ୍ନଦୀପା ମିଶ୍ର,ଅପଣ୍ଣା ଦାସ,ଶିବାନୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

Powered by Froala Editor

Tags Bjd, Biju yuva janata Dal, Chief Minister, Naveen Patnaik

Related articles Odisha News Lens 4.1

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ
    ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14552
    Nov 14, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍
    ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14217
    Nov 14, 2026
  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା
    ଦେଶ-ଦେଶାନ୍ତର

    ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

    14562
    Nov 13, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14359
    Nov 14, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ

    13989
    Nov 13, 2026
  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ

    13267
    Nov 14, 2026
  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ
    ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14739
    Nov 12, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି
    ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15167
    Nov 14, 2026
  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା
    ମନୋରଞ୍ଜନ

    ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

    13315
    Nov 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14739
    Nov 12, 2026
  • ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15167
    Nov 14, 2026
  • ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14217
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17276
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17978
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17935
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18348
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14217
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14247
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15599
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14386
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14454
    Nov 05, 2026

ବାଣିଜ୍ୟ

ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

ଏହି ପଦକ୍ଷେପ ଶିକ୍ଷାଦାନକୁ ସୁଦୃଢ଼ କରିବା ଏବଂ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ସହାୟତା ମାଧ୍ୟମରେ ୧୧୮୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି

ଭୁବନେଶ୍ୱର, ୧୨/୧୧/୨୦୨୬: ଭାରତର ସର୍ବବୃହତ ଆଲୁମି ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14362
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15582
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14161
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14175
    Nov 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14739
    Nov 12, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14359
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15042
    Nov 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In