Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ...

  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ...

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

ରାଜ୍ୟ
Home ›› ରାଜ୍ୟ ››ଗୁଳି ବିନିମୟ: ୩ ଦୁର୍ଦ୍ଦାନ୍ତ ଉଗ୍ରବାଦୀ ମୃତ

ଗୁଳି ବିନିମୟ: ୩ ଦୁର୍ଦ୍ଦାନ୍ତ ଉଗ୍ରବାଦୀ ମୃତ

2025-09-25 04:30:45
13771
Share:
Facebook
Twitter
E-Mail
WhatsApp
Telegram
ଗୁଳି ବିନିମୟ: ୩ ଦୁର୍ଦ୍ଦାନ୍ତ ଉଗ୍ରବାଦୀ ମୃତ

ରାଉରକେଲା: ଝାଡ଼ଖଣ୍ଡ ରାଜ୍ୟରେ ପୁଲିସ ସହ ଗୁଳି ବିନିମୟରେ ୩ ଉଗ୍ରବାଦୀଙ୍କ ମୃତ୍ୟୁ ଘଟିଛି। ଝାଡ଼ଖଣ୍ଡ ରାଜ୍ୟର ନିଷିଦ୍ଧ ଉଗ୍ରବାଦୀ ସଙ୍ଗଠନ ଝାଡ଼ଖଣ୍ଡ ଜନମୁକ୍ତି ପରିଷଦ (ଜେଜେଏମପି)ର ଦୁଇ ସବ୍‌ଜୋନାଲ କମାଣ୍ଡର ସମେତ ତିନି ଦୁର୍ଦ୍ଦାନ୍ତ ଉଗ୍ରବାଦୀ ଲାଲୁ ଲୋହାରା, ଛୋଟୁ ଓରାଓଁ ଓ ସୁଜିତ ଓରାଓଁଙ୍କ ଜିଲା ପୁଲିସ ଗୁଳିରେ ମୃତ୍ୟୁ ଘଟିଥିବା ବେଳେ ଗୋଟିଏ ଏକେ-୪୭ ଓ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛିା

ସୂଚନା ଅନୁଯାୟୀ ବିଶୁନପୁର ଥାନା ଅଞ୍ଚଳର ଜାଲିମ ଗାଁ ଜଙ୍ଗଲରେ ନିଷିଦ୍ଧ ଉଗ୍ରବାଦୀ ସଙ୍ଗଠନ ଝାଡ଼ଖଣ୍ଡ ଜନମୁକ୍ତି ପରିଷଦ (ଜେଜେଏମପି) ଏବଂ ଜିଲ‌ା ପୁଲିସ ବାହିନୀ ମଧ୍ୟରେ ବୁଧବାର ସକାଳେ ଗୁଳି ବିନିମୟ ହୋଇଥିଲା। ଗୁଳି ବିନିମୟରେ ନିହତ ଲୋହାରଦଗାର ବାସିନ୍ଦା ଲାଲୁ ଲୋହାରା ଜେଜେଏମପିର ସବ-ଜୋନାଲ କମାଣ୍ଡର ଥିଲେ। ପୁଲିସ ତାଙ୍କ ନିକଟରୁ ଏକ ଏକେ-୪୭ ଉଦ୍ଧାର କରିଛି। ତାଙ୍କ ମୁଣ୍ଡ ଉପରେ ପାଞ୍ଚ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ ସରକାର।

ସେହିପରି ଲାତେହାରର ବାସିନ୍ଦା ଏବଂ ସବ-ଜୋନାଲ କମାଣ୍ଡର ଛୋଟୁ ଓରାଓଁ ମୁଣ୍ଡ ଉପରେ ମଧ୍ୟ ପାଞ୍ଚ ଲକ୍ଷ ଟଙ୍କା ପୁରସ୍କାର ଥିଲା। ତୃତୀୟ ଆତଙ୍କବାଦୀ ସୁଜିତ ଓରାଓଁ ଲୋହାରଦଗାର ବାସିନ୍ଦା ଏବଂ ସଙ୍ଗଠନର ଜଣେ କ୍ୟାଡର ନେତା ଥିଲେ।  ଉଗ୍ରବାଦୀମାନେ ସଂଘବଦ୍ଧ ହୋଇଥିବା ସୂଚନା ପାଇବା ପରେ, ଗୁମଲା ଏସପି ହରିଶ ବିନ୍ ଜମାନଙ୍କ ନେତୃତ୍ୱରେ ଜିଲା ପୁଲିସ ବାହିନୀ ଏବଂ ଝାଡ଼ଖଣ୍ଡ ଜାଗୁଆରର ଏକ ମିଳିତ ଦଳ ସମ୍ପୂର୍ଣ୍ଣ ଜଙ୍ଗଲ ଅଞ୍ଚଳକୁ ଘେରିଯାଇଥିଲା। ଏସ୍‌ପି ନିଜେ ସମଗ୍ର ଅପରେସନର କମାଣ୍ଡ ଗ୍ରହଣ କରିଥିଲେ।

Powered by Froala Editor

Tags Terrorist

Related articles Odisha News Lens 4.1

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15294
    Dec 26, 2025
  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14514
    Dec 26, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13855
    Dec 26, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌
    ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14038
    Dec 27, 2025
  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ
    ଦେଶ-ଦେଶାନ୍ତର

    ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

    15079
    Dec 27, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ
    ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13555
    Dec 26, 2025
  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ
    ଦେଶ-ଦେଶାନ୍ତର

    ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

    14147
    Dec 27, 2025
  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ଛାତ୍ରଛାତ୍ରୀ
    ଦେଶ-ଦେଶାନ୍ତର

    ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ଛାତ୍ରଛାତ୍ରୀ

    15504
    Dec 27, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    15065
    Dec 25, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14514
    Dec 26, 2025
  • ଦେଶ-ଦେଶାନ୍ତର

    ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

    15079
    Dec 27, 2025
  • ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    15065
    Dec 25, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17271
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17352
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17699
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16169
    Apr 03, 2021

ବିଶେଷ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14038
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14544
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14966
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14468
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14804
    Dec 22, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14198
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15232
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16006
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15171
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ଛାତ୍ରଛାତ୍ରୀ

    15504
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14544
    Dec 26, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14038
    Dec 27, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In