Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପେଟରୁ ୨୯ ଚାମଚ ବାହାରିଲା ଚାମଚ ଓ ଟୁଥ୍‌ବ୍ରଶ

ପେଟରୁ ୨୯ ଚାମଚ ବାହାରିଲା ଚାମଚ ଓ ଟୁଥ୍‌ବ୍ରଶ

2025-09-25 20:10:34
16100
Share:
Facebook
Twitter
E-Mail
WhatsApp
Telegram
ପେଟରୁ ୨୯ ଚାମଚ ବାହାରିଲା ଚାମଚ ଓ ଟୁଥ୍‌ବ୍ରଶ

ଉତ୍ତର ପ୍ରଦେଶର ହାପୁର ଜିଲାରେ ଏକ ଅସ୍ତ୍ରୋପଚାର ସମୟରେ ଜଣେ ରୋଗୀଙ୍କ ପେଟରୁ ୨୯ ଚାମଚ ବାହାର କରାଯାଇଥିଲା। କେବଳ ଏତିକି ନୁହେଁ, ୧୯ ଟି ଟୁଥବ୍ରସ ଏବଂ ଦୁଇଟି କଲମ ମଧ୍ୟ ମିଳିଛି। ଜଣେ ଯୁବକ ପେଟରେ ପ୍ରବଳ ଯନ୍ତ୍ରଣା ହେଉଥିବା କହିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କାରଣ ଜାଣିବା ପାଇଁ ତାଙ୍କର ପରୀକ୍ଷା କରିବା ପରେ ଡାକ୍ତରମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଗୋଟିଏ କି ଦୁଇଟି ନୁହେଁ, ତାଙ୍କ ପେଟରୁ ୨୯ଟି ଷ୍ଟିଲ୍ ଚାମଚ ଏବଂ ୧୯ଟି ଟୁଥବ୍ରସ୍ ବାହାର କରାଯାଇଥିଲା।

କୁହାଯାଉଛି ଯେ ୪୦ ବର୍ଷୀୟ ସଚିନ ବୁଲନ୍ଦସହରର ବାସିନ୍ଦା ଏବଂ ଜଣେ ନିଶାଦ୍ରବ୍ୟ ସେବନ କରୁଥିବା ବ୍ୟକ୍ତି। ଧୀରେ ଧୀରେ ସଚିନଙ୍କ ପେଟରେ ପ୍ରବଳ ଯନ୍ତ୍ରଣା ହେବା ଆରମ୍ଭ ହେଲା ଏବଂ ତାଙ୍କ ଅବସ୍ଥା ଖରାପ ହୋଇଯାଇଥିଲା। ଯନ୍ତ୍ରଣା ଅସହ୍ୟ ହେବା ପରେ ସେ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। କାରଣ ଜାଣିବାକୁ ଡାକ୍ତର ପରୀକ୍ଷା କରିବା ପରେ ତାଙ୍କ ପେଟରେ ବହୁ ପରିମାଣର ଧାତୁ ଭଳି ସାମଗ୍ରୀ ଥିବା ଦେଖିଥିଲେ, ଯାହା ସେମାନଙ୍କୁ ଚକିତ କରିଦେଇଥିଲା। ପରୀକ୍ଷା ପରେ, ତୁରନ୍ତ ଅସ୍ତ୍ରୋପଚାର କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଡାକ୍ତରଙ୍କ ଏକ ଦଳ ସଫଳ ଅସ୍ତ୍ରୋପଚାର କରି ସଚିନଙ୍କ ପେଟରୁ ୨୯ଟି ଷ୍ଟିଲ୍ ଚାମଚ ଏବଂ ୧୯ଟି ଟୁଥବ୍ରସ୍ ବାହାର କରିଥିଲେ।


Powered by Froala Editor

Tags spoon

Related articles Odisha News Lens 4.1

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14786
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15691
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14915
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15555
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14276
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13723
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14606
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13433
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13612
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13612
    Sep 11, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15555
    Sep 10, 2026
  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13433
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13612
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15720
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14560
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13871
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14675
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13769
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14650
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14606
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14915
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13433
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In