Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ ବାଲିଯାତ୍ରା ପ୍ଲଟ୍‍ ଆବଣ୍ଟନ ପ୍ରକ୍ରିୟା ଆରମ୍ଭ, ୯ ପର୍ଯ୍ୟନ୍ତ ଅନଲାଇନ ଓ ଅଫ୍‍ଲାଇନ ମାଧ୍ୟମରେ ହୋଇପାରିବ ଆବେଦନ

ଆଜିଠୁ ବାଲିଯାତ୍ରା ପ୍ଲଟ୍‍ ଆବଣ୍ଟନ ପ୍ରକ୍ରିୟା ଆରମ୍ଭ, ୯ ପର୍ଯ୍ୟନ୍ତ ଅନଲାଇନ ଓ ଅଫ୍‍ଲାଇନ ମାଧ୍ୟମରେ ହୋଇପାରିବ ଆବେଦନ

2025-09-26 06:01:24
13359
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ବାଲିଯାତ୍ରା ପ୍ଲଟ୍‍ ଆବଣ୍ଟନ ପ୍ରକ୍ରିୟା ଆରମ୍ଭ, ୯ ପର୍ଯ୍ୟନ୍ତ ଅନଲାଇନ ଓ ଅଫ୍‍ଲାଇନ ମାଧ୍ୟମରେ ହୋଇପାରିବ ଆବେଦନ

କଟକ: ବାଲିଯାତ୍ରା ଆୟୋଜନ ନେଇ ବାଦବିବାଦ ମଧ୍ୟରେ ଜିଲା ପ୍ରଶାସନ ପକ୍ଷରୁ ପ୍ଲଟ୍‍ ଆବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। କେବଳ ତଳପଡ଼ିଆର ୬୦ ଏକର ଜମିରେ ୧୬୭୦ ପ୍ଲଟ୍‍କୁ ନିଲାମ ମାଧ୍ୟମରେ ଆବଣ୍ଟନ କରାଯିବ। ଏଥିପାଇଁ ଶୁକ୍ରବାର ଠାରୁ ପ୍ଲଟ୍‌ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଉଭୟ ଅନଲାଇନ ଓ ଅଫ୍‍ଲାଇନ ମାଧ୍ୟମରେ ପ୍ଲଟ୍‍ ପାଇଁ ଆବେଦନ ହୋଇପାରିବ। ବାଲିଯାତ୍ରା ୱେବସାଇଟ୍‌ରେ ଅନଲାଇନ ଆବେଦନ ସୁବିଧା ରହିଥିବାବେଳେ ଅଫ୍‍ଲାଇନ ପାଇଁ ବାରବାଟୀ ପ୍ୟାଲେସ୍‌ଠାରେ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନ ୧୧ରୁ ଅପରାହ୍ଣ ୫ଟା ମଧ୍ୟରେ ଆବେଦନ ପତ୍ର ଦାଖଲ କରିପାରିବେ ଓ ପଞ୍ଜୀକରଣ ପତ୍ର ଗ୍ରହଣ କରିପାରିବେ। ଜଣେ ବ୍ୟକ୍ତି ସର୍ବାଧିକ ୩ଟି ପ୍ଲଟ୍‍ ନେଇପାରିବେ ବୋଲି ପ୍ରଶାସନ ପକ୍ଷରୁ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ତଥା ବାଲିଯାତ୍ରା ପ୍ଲଟ ଆବଣ୍ଟନ କମିଟି ଅଧ୍ୟକ୍ଷ ଡ. ଦିବ୍ୟଲୋଚନ ମହାନ୍ତ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ବିନା କୌଣସି ଆଲୋଚନାରେ ଉପର ପଡ଼ିଆରେ ବାଲିଯାତ୍ରା ନ କରିବାକୁ ପ୍ରଶାସନର ନିଷ୍ପତ୍ତିକୁ ବିରୋଧ କରାଯାଉଛି। କୌଣସି ରାଜନୈତିକ ବ୍ୟକ୍ତିବିଶେଷ, ବିଧାୟକ, ସାଂସଦ, ବିଭିନ୍ନ ଅନୁଷ୍ଠାନ କିମ୍ବା କୌଣସି ମୁରବିଙ୍କ ସହ ଏ ବିଷୟରେ ଆଲୋଚନା ହୋଇନାହିଁ। ଏ ବାବଦରେ ପ୍ରଶ୍ନ ପଚରା ଯାଇଥିଲେ ମଧ୍ୟ ଅତିରିକ୍ତ ଜିଲାପାଳ ଶ୍ରୀ ମହାନ୍ତ କୌଣସି ସ୍ପଷ୍ଟ ଉତ୍ତର ଦେଇନଥିଲେ। ସେ ବାବଦରେ କୌଣସି ନିଷ୍ପତ୍ତି ହୋଇନଥିବା କହି କଥାକୁ ଏଡ଼ାଇ ଦେଇଥିଲେ।

ଚଳିତ ବର୍ଷ ନଭେମ୍ବର ୫ରୁ ୧୨ ଯାଏ ବାଲିଯାତ୍ରା ଅନୁଷ୍ଠିତ ହେବ। ନିଲାମ ପ୍ରକ୍ରିୟା ତିନିଟି ବର୍ଗରେ ପ୍ଲଟ୍‌ ସର୍ବନିମ୍ନ ୪୦ ଟଙ୍କା, ୫୦ ଟଙ୍କା ଓ ୬୦ ଟଙ୍କା ରଖାଯାଇଛି। ପଞ୍ଜୀକରଣ ଶେଷ ହେବା ପରେ ଆସନ୍ତା ଅକ୍ଟୋବର ୧୩ ତାରିଖ ଠାରୁ ନିଲାମ ଦ୍ବାରା ଆବଣ୍ଟନ ଆରମ୍ଭ ହେବ। ନିଲାମରେ ପ୍ରତି ଡାକରେ ବର୍ଗଫୁଟ ପିଛା ୫ ଟଙ୍କା କିମ୍ବା ୫ ଟଙ୍କାର ଗୁଣିତକ ଲେଖାଏଁ ବୃଦ୍ଧି ପାଇବ। 

Powered by Froala Editor

Tags Balijatra plot

Related articles Odisha News Lens 4.1

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13757
    May 24, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14297
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14766
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13895
    May 23, 2026
  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15332
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15424
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14087
    May 23, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14886
    May 24, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14811
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14886
    May 24, 2026
  • ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14087
    May 23, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14811
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17495
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15332
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14961
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14373
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14499
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15559
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15418
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15160
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13982
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14297
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14886
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15424
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In