ଘରେ ଓଲଟା ଚପଲ ରଖିଲେ କଣ ହୁଏ ଜାଣନ୍ତୁ...
ଘରେ ଓଲଟା ଚପଲ ଦେଖିଲେ ଆମକୁ ଅନେକ ପାଟି କରିଥାନ୍ତି। ଏପରିକି ଓଲଟା ଚପଲକୁ ସିଧା କରିଦେବାକୁ କହିଥାନ୍ତି। ତେବେ କ’ଣ ଆପଣ ଜାଣନ୍ତି ଏହା ପଛରେ ଥିବା କାରଣ କ’ଣ। କୁହାଯାଏ ଘରେ ଓଲଟା ଚପଲ ଥିଲେ ଝଗଡ଼ା ହୋଇପାରେ। ଏପରିକି ମା’ ଲକ୍ଷ୍ମୀ କ୍ରୋଧିତ ହୋଇଯାନ୍ତି।
-ମାନ୍ୟତା ଅନୁଯାୟୀ ଘରେ ଓଲଟା ଚପଲ ଥିଲେ ଝଗଡ଼ା ହୋଇଥାଏ। ଏପରି କଲେ ଘରେ ନକରାତ୍ମକ ବାତାବରଣ ସୃଷ୍ଟି ହୋଇଥାଏ।
-କୁହାଯାଏ ଘରେ ଓଲଟା ଚପଲ ଥିଲେ ଚିନ୍ତାର ବାତାବରଣ ରହିଥାଏ। ଏହାଦ୍ୱାରା ଶନିଙ୍କ ପ୍ରକୋପ ପଡ଼ିଥାଏ।
-ସୁଖଶାନ୍ତିରେ ବହୁତ ବାଧା ସୃଷ୍ଟି ହୋଇଥାଏ।
Powered by Froala Editor