Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

Home ›› ››ଓଟିିଇଟି: ୭୫ ହଜାର ୪୦୩ ଜଣ ଶିକ୍ଷକ ଦେବେ ପରୀକ୍ଷା

ଓଟିିଇଟି: ୭୫ ହଜାର ୪୦୩ ଜଣ ଶିକ୍ଷକ ଦେବେ ପରୀକ୍ଷା

2025-09-27 06:05:22
14029
Share:
Facebook
Twitter
E-Mail
WhatsApp
Telegram
ଓଟିିଇଟି: ୭୫ ହଜାର ୪୦୩ ଜଣ ଶିକ୍ଷକ ଦେବେ ପରୀକ୍ଷା

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିିଇଟି) ଶନିବାର ଅନୁଷ୍ଠିତ ହେବ। ରାଜ୍ୟର ୧୯୩ ପରୀକ୍ଷା କେନ୍ଦ୍ରରେ ମୋଟ ୭୫ ହଜାର ୪୦୩ ଜଣ ଶିକ୍ଷକ ଏହି ସ୍ବତନ୍ତ୍ର ଓଟିଇଟି ଦେବେ। ସେମାନଙ୍କ ମଧ୍ୟରୁ ପେପର-୧ରେ ୨୯ ହଜାର ୪ ଜଣ ଓ ପେପର-୨ରେ ୪୬ ହଜାର ୩୯୯ ଆଶାୟୀ ରହିଛନ୍ତି। ପୂର୍ବାହ୍ଣ ୯ ଟା ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ପ୍ରଥମ ପତ୍ର ଏବଂ ଅପରାହ୍ଣ ୨ଟାରୁ ୪ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଦ୍ବିତୀୟ ପତ୍ରରେ ପରୀକ୍ଷା କରାଯିବ। ରାଜ୍ୟର ୧୯୩ଟି ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ କଡ଼ା ସୁରକ୍ଷା ମଧ୍ୟରେ ସବୁ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚି ଥିବା ବୋର୍ଡ ପକ୍ଷରୁ ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ, ଓଟିଇଟି ଶିକ୍ଷାଗତ ‌ଯୋଗ୍ୟତାକୁ ବାଧ୍ୟତାମୂଳକ କରାଯାଇଛି। ନିଯୁକ୍ତି ପାଇଥିଲେ ମଧ୍ୟ ବହୁ ଶିକ୍ଷକଙ୍କ ନିକଟରେ ଓଟିଇଟି ଯୋଗ୍ୟତା ନାହିଁ। ତେଣୁ ସେହିମାନେ ଏହି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଦେବେ। ଏଥିରେ କୃତକାର୍ଯ୍ୟ ହେଲେ, ସେମାନେ ପଦୋନ୍ନତି ପାଇବେ। 

Powered by Froala Editor

Tags Otet

Related articles Odisha News Lens 4.1

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14315
    May 24, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14828
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14783
    May 24, 2026
  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15349
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14904
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14104
    May 23, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15441
    May 24, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15346
    May 23, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13775
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13912
    May 23, 2026
  • ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15349
    May 24, 2026
  • ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15346
    May 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17495
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15349
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14963
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14375
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14501
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15561
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15418
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15160
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13983
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14783
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15441
    May 24, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14315
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In