Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ...

  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ...

  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ...

  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ...

  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ...

  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ...

  • ଇସ୍ରାଏଲ-ହମାସ ଯୁଦ୍ଧକୁ ପୂରିଲା ୨ବର୍ଷ

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ମାମଲା: ...

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ...

ରାଜ୍ୟ
Home ›› ରାଜ୍ୟ ››ହଜାରେ ବର୍ଷର ପରମ୍ପରା ଭଙ୍ଗ, ଶ୍ରୀମନ୍ଦିରରେ ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଭକ୍ତ

ହଜାରେ ବର୍ଷର ପରମ୍ପରା ଭଙ୍ଗ, ଶ୍ରୀମନ୍ଦିରରେ ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଭକ୍ତ

2025-09-30 07:26:02
14532
Share:
Facebook
Twitter
E-Mail
WhatsApp
Telegram
ହଜାରେ ବର୍ଷର ପରମ୍ପରା ଭଙ୍ଗ,  ଶ୍ରୀମନ୍ଦିରରେ ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଭକ୍ତ

ପୁରୀ: ଶ୍ରୀମନ୍ଦିରରେ ବାରମ୍ବାର ନୀତି ବିଭ୍ରାଟ ହେଉଥିବା ବେଳେ ହଜାରେ ବର୍ଷର ପରମ୍ପରା ଭଙ୍ଗ ହେଉଛି। ରବିବାର ରାତିରେ ମହାପ୍ରଭୁଙ୍କ ଚନ୍ଦନ ଲାଗି ପରେ ଭକ୍ତ ବାହାର କାଠ ଡେଇଁ ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଯାହାକୁ ନେଇ ଶ୍ରୀକ୍ଷତ୍ରରେ ଚର୍ଚ୍ଚା ଚାଲିଛି।

ସୂଚନାଯୋଗ୍ୟ, ଶ୍ରୀମନ୍ଦିରର ଜଣେ ବରିଷ୍ଠ ସେବାୟତ ୧୫ଜଣ ଭକ୍ତଙ୍କୁ ନେଇ ଶ୍ରୀମନ୍ଦିର ଭିତର କାଠ ନିକଟରେ ଦର୍ଶନ କରାଇଛନ୍ତି। ଦର୍ଶନ ବେଳେ ଗର୍ଭଗୃହରେ ଥିବା ସେବାୟତମାନେ ଏଭଳି ଦର୍ଶନକୁ ବାରଣ କରିଥିଲେ। ହେଲେ ନା ଭକ୍ତ ନା ସେବାୟତ କେହି ବାରଣକୁ ମାନି ନଥିଲେ। ଏଭଳି ନୀତିରେ ବ୍ୟାଘାତକୁ ନେଇ ଅନେକ ସେବାୟତ ଅସନ୍ତୋଷ ପ୍ରକାଶ କରିଛନ୍ତି। କୁହାଯାଉଛି ମହାପ୍ରଭୁଙ୍କ ପଲଙ୍କ ବିଜେ ନୀତିକୁ ଜାଣି ଶୁଣି ବିଳମ୍ବ କରାଯାଇଥିଲା। ଫଳରେ ପୁଷ୍ପାଳକ ସେବାୟତମାନେ ବିରକ୍ତ ହେବା ସହ ପଲଙ୍କ ବିଜେ ପୂର୍ବରୁ ଆଳତି କରି ଦେଇଥିଲେ।

ପ୍ରକାଶଥାଉକି, ୧୫ଜଣ ରାଜନୈତିକ ନେତାଙ୍କ ଦର୍ଶନ ପାଇଁ ଏଭଳି କରାଯାଇଥିଲା। ଚନ୍ଦନ ଲାଗି ପରେ କୌଣସି ଭକ୍ତ ଜୟ ବିଜୟ ଦ୍ୱାର ଦେଇ ଭିତର କାଠ ପର୍ଯ୍ୟନ୍ତ ଯିବା କଥା ନୁହେଁ । କିନ୍ତୁ ଆଳତି ବେଳେ ଏହି ଭକ୍ତମାନେ ଜଣେ ବରିଷ୍ଠ ସେବାୟତଙ୍କ ସହ ଭିତର କାଠ ନିକଟରେ ଦର୍ଶନ କରିଥିଲେ । ଯାହାକୁ ଗର୍ଭଗୃହରେ ଥିବା ସେବାୟତ ଘୋର ବିରୋଧ କରିଥିଲେ । ଏହା ପରେ ଶ୍ରୀମନ୍ଦିର ପୁଲିସ ସେମାନଙ୍କୁ ଫେରାଇ ଆଣିଥିବା କୁହାଯାଉଛି । ଅନ୍ୟ ପକ୍ଷରେ ଏଭଳି ନୀତି ବ୍ୟାଘାତ ଯୋଗୁ ହଜାରେ ବର୍ଷର ପରମ୍ପରା ଭଙ୍ଗ ହୋଇଛି । 

Powered by Froala Editor

Tags Puri temple

Related articles Odisha News Lens 4.1

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ମାମଲା: ହରିୟାଣା ପୁଲିସ ବ୍ୟବସ୍ଥା ଉପରେ ଉଠିଲା ...
    ଦେଶ-ଦେଶାନ୍ତର

    ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ମାମଲା: ହରିୟାଣା ପୁଲିସ ବ୍ୟବସ୍ଥା ଉପରେ ଉଠିଲା ...

    14063
    Oct 08, 2025
  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ
    ଦେଶ-ଦେଶାନ୍ତର

    ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

    14881
    Oct 08, 2025
  • କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା  ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’
    ଦେଶ-ଦେଶାନ୍ତର

    କୋଲ୍‌ଡରିଫ୍‌ ପରେ ନିଷିଦ୍ଧ ହେଲା ‘ରିଲିଫ୍‌’ ଓ ‘ରେସ୍‌ପିଫ୍ରେସ ଟିଆର’

    14154
    Oct 08, 2025
  • ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍
    ଦେଶ-ଦେଶାନ୍ତର

    ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14300
    Oct 08, 2025
  • ଇସ୍ରାଏଲ-ହମାସ ଯୁଦ୍ଧକୁ ପୂରିଲା ୨ବର୍ଷ
    ଦେଶ-ଦେଶାନ୍ତର

    ଇସ୍ରାଏଲ-ହମାସ ଯୁଦ୍ଧକୁ ପୂରିଲା ୨ବର୍ଷ

    15014
    Oct 08, 2025
  •  ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....
    ବିଶେଷ

    ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13304
    Oct 09, 2025
  • Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ  ପ୍ରତିଷ୍ଠାତାଙ୍କ ବିଷୟରେ...
    ଦେଶ-ଦେଶାନ୍ତର

    Zoho Mail ବ୍ୟବହାର କରୁଛନ୍ତି ଗୃହମନ୍ତ୍ରୀ, ଜାଣନ୍ତୁ ପ୍ରତିଷ୍ଠାତାଙ୍କ ବିଷୟରେ...

    14863
    Oct 08, 2025
  • ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌
    ଦେଶ-ଦେଶାନ୍ତର

    ଫାଟିଲା ୨୦୦ ସିଲିଣ୍ଡର, ତରଳିଗଲା ଟ୍ରକ୍‌

    13796
    Oct 08, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ
    ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15313
    Oct 09, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13938
    Oct 08, 2025
  • ଦେଶ-ଦେଶାନ୍ତର

    ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ଭବ୍ୟ ଝଲକ୍

    14300
    Oct 08, 2025
  • ବିଶେଷ

    ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15313
    Oct 09, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16769
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16867
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17228
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15682
    Apr 03, 2021

ବିଶେଷ

  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15313
    Oct 09, 2025
  • ସବୁବେଳେ ମୁଣ୍ଡବିନ୍ଧା ହେଉଥିଲେ କରନ୍ତୁ ଏହା....

    13304
    Oct 09, 2025
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13938
    Oct 08, 2025
  • ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ

    14216
    Oct 06, 2025
  • ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ହୋଇଥାଏ ଶୁଭ

    15253
    Oct 06, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14259
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14057
    Sep 16, 2025
  • ଶସ୍ତା ହେଲା ସୁନା

    14387
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14956
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇପିଏସ ଅଧିକାରୀଙ୍କ ଆତ୍ମହତ୍ୟା ମାମଲା: ହରିୟାଣା ପୁଲିସ ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ

    14063
    Oct 08, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    15313
    Oct 09, 2025
  • ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

    14881
    Oct 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In