Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

Home ›› ››ପୁରୀରେ ଘର ଉପରେ ନଜର ରଖିବ ଡ୍ରୋନ

ପୁରୀରେ ଘର ଉପରେ ନଜର ରଖିବ ଡ୍ରୋନ

2021-07-18 05:45:01
14384
Share:
Facebook
Twitter
E-Mail
WhatsApp
Telegram
ପୁରୀରେ ଘର ଉପରେ ନଜର ରଖିବ ଡ୍ରୋନ

ଭୁବନେଶ୍ୱର : ରଥଯାତ୍ରା ଭଳି ବାହୁଡ଼ା ଯାତ୍ରାରେ ବି ଜିଲ୍ଲା ପ୍ରଶାସନ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫୁ୍ୟ ଲଗାଇଛି । ବଡ଼ଦାଣ୍ଡ ହୋଟେଲ, ଲଜ, ଧର୍ମଶାଳା ଆଦିକୁ ୪ ଦିନ ପାଇଁ ବନ୍ଦ ଘୋଷଣା କରିଛି । ସବୁର ବୁକିଂ ବାତିଲ୍ କରାଯାଇଛି । ରଥଯାତ୍ରାର ବିଶୃଙ୍ଖଳା ଯେଭଳି ପୁନରାବୃତ୍ତି ନ ଘଟେ ସେଥିପାଇଁ ବଡ଼ଦାଣ୍ଡ ଉପରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି । ବଡ଼ଦାଣ୍ଡ ସଂଲଗ୍ନ ଘରଗୁଡ଼ିକରେ ରହୁଥିବା ପରିବାର ସଦସ୍ୟଙ୍କ ତାଲିକା ପ୍ରସ୍ତୁତି ଆରମ୍ଭ ହୋଇଛି । ଘରୁ ବାହାରି ରଥଯାତ୍ରା ଦର୍ଶନରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି । ଘର ଉପରେ ନଜର ରଖିବା ପାଇଁ ପୁଲିସ ସହ ଡ୍ରୋନ୍ ଉଡ଼ାଇବାକୁ ନିଷ୍ପତ୍ତି ହୋଇଛି ।

ବାହୁଡ଼ାଯାତ୍ରାରେ କେବଳ ଜରୁରୀକାଳୀନ ସେବାକୁ ବାଦଦେଲେ ବଡ଼ଦାଣ୍ଡରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ହୋଟେଲ, ଲଜ ମାଲିକ ଆଦିଙ୍କୁ ସ୍ଥାନୀୟ ଥାନାକୁ ଏ ସମ୍ପର୍କରେ ଅଣ୍ଡରଟେକିଂ ଲେଖି ଦେବାକୁ କୁହାଯାଇଛି । ପୁରୀ ପୌରସଂସ୍ଥା ବଡ଼ଦାଣ୍ଡ ସଂଲଗ୍ନ ଘରେ ରହୁଥିବା ପରିବାର ସଦସ୍ୟଙ୍କ ତାଲିକା ପ୍ରସ୍ତୁତି ଆରମ୍ଭ ହୋଇଛି । କର୍ଫୁ୍ୟ ସମୟରେ ଯଦି ସଦସ୍ୟ ସଂଖ୍ୟା ବାଦ କେହି ଘରେ ରହିଥିବାର ପ୍ରମାଣ ମିଳେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ । ସମସ୍ତଙ୍କ ବିରୋଧରେ ମାମଲା ରୁଜୁ ହେବ ବୋଲି ଜିଲ୍ଲା ପ୍ରଶାସନ ଚେତାବନୀ ଦେଇଛି । ଔଷଧ ଦୋକାନ ସହ ଅନ୍ୟାନ୍ୟ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ବି ଜୁଲାଇ ୧୯ ତାରିଖ ରାତି ୮ଟାରୁ ଜୁଲାଇ ୨୧ ତାରିଖ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଦେ୍ର୍ଧଶ ଦିଆଯାଇଛି । ରଥଯାତ୍ରା ଭଳି ବାହୁଡ଼ାଯାତ୍ରାରେ ବି କର୍ଫୁ୍ୟର ୪୮ ଘଣ୍ଟା ଜିଲ୍ଲାର ୮ ପ୍ରମୁଖ ପ୍ରବେଶ ପଥରେ ନାକାବନ୍ଦୀ କରାଯିବ । ବାହାର ଜିଲ୍ଲା ଲୋକଙ୍କ ପ୍ରବେଶ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ଏହାବାଦ ପୁରୀର ତିନି ପ୍ରମୁଖ ପ୍ରବେଶ ପଥ ବାଟଗାଁ ଛକ, ମଙ୍ଗଳାଘାଟ ଛକ ଓ ଗ୍ରିଡ ଷ୍ଟେସନ ଛକକୁ ବି ସିଲ କରାଯିବ । ଜିଲ୍ଲା ଭିତର ଲୋକେ ବି ପୁରୀ ସହର ଭିତରକୁ ପ୍ରବେଶ କରିପାରିବେନି ।

Powered by Froala Editor

Tags Drone

Related articles Odisha News Lens 4.1

  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13273
    Mar 06, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14707
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15031
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14549
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14472
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15398
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15051
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15725
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13818
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13273
    Mar 06, 2026
  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14707
    Mar 06, 2026
  • ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    13940
    Mar 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14549
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15019
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14228
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15054
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14676
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14491
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15398
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15051
    Mar 05, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13273
    Mar 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In