Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା ...

  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ...

Home ›› ››ପୁଲିସ୍‌ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ଖୋଳତାଡ କରିବ କ୍ରାଇମବ୍ରାଞ୍ଚ

ପୁଲିସ୍‌ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ଖୋଳତାଡ କରିବ କ୍ରାଇମବ୍ରାଞ୍ଚ

2025-10-01 11:01:09
13450
Share:
Facebook
Twitter
E-Mail
WhatsApp
Telegram
ପୁଲିସ୍‌ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ଖୋଳତାଡ କରିବ କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର :ପୁଲିସ୍‌ ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏ ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଏହି ମାମଲାରେ ଆହୁରି ଅନେକ ଦଲାଲଙ୍କ ସମ୍ପୃକ୍ତି ଥିବା ସୂଚନା ମିଳିଛି। ପ୍ରତି ଆଶାୟୀଙ୍କ ସହ ୨୦ରୁ ୨୫ ଲକ୍ଷ ଟଙ୍କାର ଡିଲ୍ ହୋଇଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି। ତେଣୁ କ୍ରାଇମବ୍ରାଞ୍ଚ ପୁଲିସ୍‌ ଘଟଣାର ଅଧିକ ଖୋଳତାଡ କରିବ। ତେବେ ଏହି ଜାଲିଆତି ମାମଲାରେ ବ୍ରହ୍ମପୁର ପୁଲିସ୍‌ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆବେଦନକାରୀ ଏବଂ ଦଲାଲଙ୍କୁ ମିଶାଇ ୧୧୭ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରୁ ୮ ଜଣ ମହିଳା ରହିଥିବା ସୂଚନା ମିଳିଛି। 

Powered by Froala Editor

Tags SI

Related articles Odisha News Lens 4.1

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍
    ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14977
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15206
    May 06, 2026
  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ
    ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14059
    May 05, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14148
    May 05, 2026
  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ
    ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    14184
    May 05, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14886
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15140
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13592
    May 06, 2026
  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15561
    May 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15206
    May 06, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    14184
    May 05, 2026
  • ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15140
    May 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17458
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17508
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17865
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16338
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14886
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15087
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13878
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14100
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14290
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15378
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15113
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15610
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13928
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15561
    May 05, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14977
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13765
    May 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In