ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପିନ୍ଧିଲେ ସମ୍ବଲପୁରୀ ବସ୍ତ୍ର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପିନ୍ଧିଲେ ସମ୍ବଲପୁରୀ ବସ୍ତ୍ର । ଆଉ ଓଡ଼ିଶାର ଲୋକମାନଙ୍କୁ ଭୋକାଲ୍ ଫର୍ ଲୋକାଲ୍ ହୁଅନ୍ତୁ, ସ୍ୱଦେଶୀ ଜିନିଷ ବ୍ୟବହାର କରିବାକୁ କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଭୋକାଲ୍ ଫର୍ ଲୋକାଲ୍ ଆହ୍ୱାନ ଗ୍ରହଣ ପାଇଁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି ଅପିଲ୍ କରିଛନ୍ତି ।
Powered by Froala Editor