କଫ ସିରପ୍ ନେଲା ୧୧ ଶିଶୁଙ୍କ ଜୀବନ
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଛିନ୍ଦୱାଡା ଜିଲାରେ କଫ ସିରପ୍ ଖାଇବା ପରେ ତିନି ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି । ଗତ ୨୦ଦିନରେ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚିଲାଣି । ଯାହାକି ଏକ ଚିନ୍ତାର ବିଷୟ ହୋଇଛି । ଉଲ୍ଲେଖନୀୟ ଯେ କାଶ ଔଷଧ ଖାଇବା ପରେ କିଡନୀ ଫେଲ ହେବା ସହିତ ମୃତ୍ୟୁର କାରଣ ହୋଇଛି । ରାଜସ୍ଥାନରେ ମଧ୍ୟ କାଶ ପାଇଁ ସିରପ୍ ଖାଇବା ପରେ ପିଲାମାନେ ମୃତ୍ୟୁବରଣ କରୁଛନ୍ତି ।
Powered by Froala Editor