Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୦୨୫-୨୬ ପାଇଁ ଘୋଷଣା ହେଲା ସଂସଦୀୟ ଷ୍ଟାଣ୍ଡିଂ କମିଟି

୨୦୨୫-୨୬ ପାଇଁ ଘୋଷଣା ହେଲା ସଂସଦୀୟ ଷ୍ଟାଣ୍ଡିଂ କମିଟି

2025-10-04 06:18:26
14787
Share:
Facebook
Twitter
E-Mail
WhatsApp
Telegram
୨୦୨୫-୨୬ ପାଇଁ ଘୋଷଣା ହେଲା ସଂସଦୀୟ ଷ୍ଟାଣ୍ଡିଂ କମିଟି

ନୂଆଦିଲ୍ଲୀ: ୨୦୨୫-୨୬ ବର୍ଷ ପାଇଁ ଘୋଷିତ ସଂସଦୀୟ ଷ୍ଟାଣ୍ଡିଂ କମିଟି ତାଲିକା ଅନୁଯାୟୀ କ୍ରମାଗତ ଭାବେ ଦ୍ୱିତୀୟ ଥର କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଅର୍ଥ ସଂସଦୀୟ ଷ୍ଟାଣ୍ଡିଂ କମିଟି ଏବଂ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲାକାଙ୍କୁ ଗ୍ରାମ ବିକାଶ ଓ ପଞ୍ଚାୟତରାଜ ସଂସଦୀୟ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଏଥିସହ ଇନସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ ସଂଶୋଧନ ବିଧେୟକ ୨୦୨୫ ପାଇଁ ଗଠିତ ସିଲେକ୍ଟ କମିଟିର ଅଧ୍ୟକ୍ଷ ଭାବେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନାମ ଘୋଷଣା ହୋଇଛି। ରେଳ ସଂସଦୀୟ ଷ୍ଟାଣ୍ଡିଂ କମିଟି ସଦସ୍ୟ ଭାବେ ନବରଙ୍ଗପୁର ସାଂସଦ ଇଂ ବଳଭଦ୍ର ମାଝୀ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଓ ରାଜ୍ୟସଭା ସାଂସଦ ଶୁଭାଷିଶ ଖୁଣ୍ଟିଆ ଅଛନ୍ତି। ସଞ୍ଚାର, ସୂଚନା ଓ ପ୍ରଯୁକ୍ତି ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ରାଜ୍ୟସଭା ସାଂସଦ ଡ. ସସ୍ମିତ ପାତ୍ର, ରାଜ୍ୟସଭା ସାଂସଦ ସୁଜିତ କୁମାର ଓ ଯାଜପୁର ସାଂସଦ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କ ନାମ ଘୋଷଣା ହୋଇଛି।

ସେହିପରି ବାଣିଜ୍ୟ କମିଟିରେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଓ ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ, ଶିଳ୍ପ କମିଟିରେ ଜଗତସିଂପୁର ସାଂସଦ ବିଭୁପ୍ରସାଦ ତରାଇ ଓ ରାଜ୍ୟସଭା ସାଂସଦ ସୁଲତା ଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ କମିଟିରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବୈଦେଶିକ ବ୍ୟାପାର କମିଟିରେ ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଶ୍ରମ ବୟନ ଓ ଦକ୍ଷତା ବିକାଶ କମିଟିରେ ଢ଼େଙ୍କାନାଳ ସାଂସଦ ରୁଦ୍ରନାରାୟଣ ପାଣି ଓ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଅଛନ୍ତି। ଗ୍ରାମ ବିକାଶ ଓ ପଞ୍ଚାୟତରାଜ ଷ୍ଟାଣ୍ଡିଂ କମିଟିରେ କୋରାପୁଟ ସାଂସଦ ସପ୍ତଗିରିଙ୍କ ସହ ମୟୁରଭଞ୍ଜ ସାଂସଦ ନବଚରଣ ମାଝୀଙ୍କୁ ସ୍ଥାନ ମିଳିଛି।

ଏଥିସହ ଶିକ୍ଷା, ମହିଳା, ଶିଶୁ, ଯୁବ ଓ କ୍ରୀଡ଼ା ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ପୁରୀ ସାଂସଦ ଡା ସମ୍ବିତ ପାତ୍ର, ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ କମିଟିରେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ପରିବହନ ପର୍ଯ୍ୟଟନ ଓ ସଂସ୍କୃତି କମିଟିରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, କୃଷି ପଶୁପାଳନ ଓ ଖାଦ୍ୟ ପ୍ରକ୍ରିୟାକରଣ କମିଟିରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ପ୍ରତିରକ୍ଷା କମିଟିରେ ରାଜ୍ୟସଭା ସାଂସଦ ମୁଜିବୁଲ୍ଲା ଖାନ, ଶକ୍ତି କମିଟିରେ ରାଜ୍ୟସଭା ସାଂସଦ ମମତା ମହନ୍ତ, ଉପଭୋକ୍ତା ବ୍ୟାପାର ଖାଦ୍ୟ ଓ ସାଧାରଣ ବଣ୍ଟନ କମିଟିରେ କଳାହାଣ୍ଡି ସାଂସଦ ମାଳବିକା ଦେବୀ, ଗୃହ ଓ ସହରାଞ୍ଚଳ ବ୍ୟାପାର କମିଟିରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ଜଳସମ୍ପଦ କମିଟିରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସାର ଓ ରସାୟନ କମିଟିରେ ପୁରୀ ସାଂସଦ ସମ୍ବିତ ପାତ୍ର, କୋଇଲା ଖଣି ଓ ଇସ୍ପାତ କମିଟିରେ କେନ୍ଦୁଝର ସାଂସଦ ଅନନ୍ତ ନାୟକଙ୍କ ନାମ ଘୋଷଣା ହୋଇଛି। ଚଳିତ ଥର ପୁରୀ ସାଂସଦ ଡା ସମ୍ବିତ ପାତ୍ର ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଦୁଇଟି କମିଟିରେ ସ୍ଥାନ ମିଳିଛି।

Powered by Froala Editor

Tags Standing committee

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13608
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15418
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14477
    Sep 09, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15590
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13302
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14627
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15563
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14145
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14654
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14145
    Sep 10, 2026
  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15563
    Sep 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13608
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17086
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17753
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18158
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15590
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14544
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13854
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14660
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14964
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13652
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14545
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15029
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14988
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13608
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15418
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15590
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In