Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ହଲରୁ ହଟିଲା ଚାରିଧାମ, ମୁଖ୍ୟମନ୍ତ୍ରୀଙ୍କୁ ଅପିଲ କଲେ ଅନୁଭବ

ହଲରୁ ହଟିଲା ଚାରିଧାମ, ମୁଖ୍ୟମନ୍ତ୍ରୀଙ୍କୁ ଅପିଲ କଲେ ଅନୁଭବ

2025-10-04 18:02:02
15426
Share:
Facebook
Twitter
E-Mail
WhatsApp
Telegram
ହଲରୁ ହଟିଲା ଚାରିଧାମ, ମୁଖ୍ୟମନ୍ତ୍ରୀଙ୍କୁ ଅପିଲ କଲେ ଅନୁଭବ

ସିନେମା ହଲ ମାନଙ୍କରେ ଓଡ଼ିଆ ଚଳଚ୍ଚିତ୍ରକୁ ସ୍ଲଟ ମିଳୁନଥିବା ନେଇ ଅନୁଭବ ମହାନ୍ତିଙ୍କ କ୍ଷୋଭ। ଆଉ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅପିଲ କଲେ ଓଡ଼ିଆ ସୁପରଷ୍ଟାର ତଥା ଫିଲ୍ମ ଚାରିଧାମର ମୁଖ୍ୟ ଅଭିନେତା ଅନୁଭବ ମହାନ୍ତି। ଅନୁଭବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅପିଲ କରି ଲେଖିଛନ୍ତି ଯେ ଏହି ଦଶହରାରେ ଓଡ଼ିଆ ସିନେମା ଏହାର ସବୁଠାରୁ ଖରାପ ସମୟକୁ ମୁକାବିଲା କରୁଛି, ଯେତେବେଳେ ହାଉସଫୁଲ ଚାଲିଥିବା ଓଡ଼ିଆ ସିନେମାକୁ ହଟାଇ ଦିଆଯାଇ ଅନ୍ୟ ଭାଷାର ଫିଲ୍ମ ଓ ହିନ୍ଦୀ ଫିଲ୍ମକୁ ପ୍ରାଥମିକତା ଦିଆଯାଉଛି |

ଦକ୍ଷିଣ ଭାରତୀୟ ସିନେମା ହିନ୍ଦୀରେ ଡବିଙ୍ଗ ହୋଇ ଓଡିଶାରେ ହଲ ମାନଙ୍କରେ ଅଧିକ ସ୍ଲଟ ମିଳୁଛି । ଓଡ଼ିଆ ଚଳଚ୍ଚିତ୍ରକୁ ହଲରୁ ହଟାଇ ଦେଉଥିବା ଅନୁଭବ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି । ବାସ୍ତବରେ ଅନୁଭବଙ୍କ ଅପିଲ ପଛରେ ବି ସତ୍ୟତା ରହିଛି । ଯଦି ଭୁବନେଶ୍ୱରର ପ୍ରମୁଖ ହଲମାନଙ୍କ ସିନେମା ତାଲିକା ଉପରେ ନଜର ପକାଇବା ତେବେ ଦେଖିବାକୁ ମିଳିଛି ଯେ ଅନୁଭବଙ୍କ ଫିଲ୍ମ ପାଇଁ ସିନେମା ହଲରେ ୨ରୁ ୩ଟି ସ୍ଲଟ ଥିବାବେଳେ ପୂଜା ମାହୋଲରେ ମୁକ୍ତିଲାଭ କରିଥିବା ଚ୍ୟାଲେଞ୍ଜ ପାଇଁ ଗୋଟିଏ ଲେଖାଏଁ ସ୍ଲଟ ଦିଆଯାଇଛି । ଅନ୍ୟପଟେ ହିନ୍ଦୀ ଭାଷାରେ ଡବିଙ୍ଗ ହୋଇଥିବା ଫିଲ୍ମ କାନ୍ତାରା ପାଇଁ ୧୦ରୁ ଅଧିକ ସ୍ଲଟ ରହିଛି ।

ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ହସ୍ତକ୍ଷେପ ପାଇଁ ଓଡ଼ିଆ ସୁପରଷ୍ଟାର ତଥା ଫିଲ୍ମ ଚାରିଧାମର ମୁଖ୍ୟ ଅଭିନେତା ଅନୁଭବ ମହାନ୍ତି ଅପିଲ କରିଛନ୍ତି । 

Powered by Froala Editor

Tags anubhav

Related articles Odisha News Lens 4.1

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13278
    Sep 10, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14630
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14604
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15392
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15568
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14455
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14758
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13588
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14121
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15541
    Sep 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13588
    Sep 09, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14604
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17086
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17752
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18158
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15568
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14542
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13852
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14658
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14962
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13630
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14525
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15029
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14988
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14630
    Sep 10, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15541
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13278
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In