Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

Home ›› ››ଦୁର୍ଘଟଣା ଜୋନ୍ ପାଲଟିଛି ଦୁଆରଶୁଣୀ ଘାଟି : ୧୦୦ ଫୁଟ୍ ତଳକୁ ଖସିପଡ଼ିଲା ଟ୍ରକ୍

ଦୁର୍ଘଟଣା ଜୋନ୍ ପାଲଟିଛି ଦୁଆରଶୁଣୀ ଘାଟି : ୧୦୦ ଫୁଟ୍ ତଳକୁ ଖସିପଡ଼ିଲା ଟ୍ରକ୍

2021-07-18 08:08:30
15928
Share:
Facebook
Twitter
E-Mail
WhatsApp
Telegram
ଦୁର୍ଘଟଣା ଜୋନ୍ ପାଲଟିଛି ଦୁଆରଶୁଣୀ ଘାଟି :  ୧୦୦ ଫୁଟ୍ ତଳକୁ ଖସିପଡ଼ିଲା ଟ୍ରକ୍

ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦୁଆରଶୁଣୀ ଘାଟିରେ ଭାରସାମ୍ୟ ହରାଇ ଶହେ ଫୁଟ ତଳକୁ ଖସିଛି ଟ୍ରକ୍। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ହେଲ୍‌ପରଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଅବସ୍ଥାରେ ହେଲପରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାଟି ଭୋର ସମୟରେ ଘଟିଥିବା ବେଳେ ସ୍ଥାନୀୟ ଲୋକ ପୋଲିସ୍ କୁ ଖବର ଦେବା ଫଳରେ ପୋଲିସ୍ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇବା ପରେ ମୃତକଙ୍କୁ ଉଦ୍ଧାର କରିବା ପ୍ରକ୍ରିୟା ଆରମ୍ଭ କରିଛି ।

ସୂଚନା ଅନୁୟାୟୀ, ଭୋରରୁ ଟ୍ରକଟି କେନ୍ଦୁଝରରୁ କୋଲକାତା ଅଭିମୁଖେ ଯାଉଥିଲା। ଟ୍ରକରେ ଲୁହା ପଥର ସହିତ କିଛି କେମିକାଲ୍ ଡବା ଲୋଡ୍ କରାଯାଇଥିଲା। ଘାଟି ରାସ୍ତାରେ ଯିବା ବେଳେ ଭାରସାମ୍ୟ ହରାଇ ଟ୍ରକଟି ଶହେ ଫୁଟ ତଳକୁ ଖସି ପଡ଼ିଥିଲା। ଖବର ପାଇ ବାଙ୍ଗିରିପୋଷି ଥାନା ପୋଲିସ ଓ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗ୍ରାମବାସୀ ଟ୍ରକର ହଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିବା ବେଳେ ଗାଡ଼ି ତଳେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। 

Powered by Froala Editor

Tags accident

Related articles Odisha News Lens 4.1

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14751
    Feb 25, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14604
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14827
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    13946
    Feb 25, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14214
    Feb 25, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14939
    Feb 25, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14590
    Feb 24, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14744
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14797
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14590
    Feb 24, 2026
  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    13946
    Feb 25, 2026
  • ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14744
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17352
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17421
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17765
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16240
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14797
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15659
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16124
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14523
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15292
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15115
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14968
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14480
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16091
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    14939
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    14827
    Feb 25, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14751
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In