Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ...

  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ...

  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ...

  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ...

  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜାଫର ଏକ୍ସପ୍ରେସରେ ବୋମା ଆକ୍ରମଣ

ଜାଫର ଏକ୍ସପ୍ରେସରେ ବୋମା ଆକ୍ରମଣ

2025-10-07 18:37:35
15149
Share:
Facebook
Twitter
E-Mail
WhatsApp
Telegram
ଜାଫର ଏକ୍ସପ୍ରେସରେ ବୋମା ଆକ୍ରମଣ

ପାକିସ୍ତାନର କ୍ୱେଟା ଅଭିମୁଖେ ଯାଉଥିବା ଜାଫର ଏକ୍ସପ୍ରେସ ଟ୍ରେନ ଉପରେ ପୁଣି ଥରେ ଆକ୍ରମଣ ହୋଇଛି। ସୁଲତାନ କୋଟ ନିକଟରେ ଏହି ଘଟଣା ଘଟିଛି। ଫଳରେ ଟ୍ରେନରେ ଥିବା ଅନେକ ଯାତ୍ରୀ ଆହତ ହୋଇଥିବା ସୂଚନା।

ଟ୍ରେନ ଯାଉଥିବା ବେଳେ ରେଳଧାରଣାରେ ଏକ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ ଡିଭାଇସ୍ (ଆଇଡି) ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ଟ୍ରେନର ପାଞ୍ଚଟି କୋଚ୍ ଲାଇନଚ୍ୟୁତ ହୋଇଥିଲା।

ଏହି ବିସ୍ଫୋରଣ ପାଇଁ ବାଲୁଚ୍ ବିଦ୍ରୋହୀ ଗୋଷ୍ଠୀ, ବାଲୁଚ୍ ରିପବ୍ଲିକାନ୍ ଗାର୍ଡସ୍ କୁ ଦାୟୀ ବୋଲି ଦାବି କରିଛି। ବାଲୁଚ୍ ରିପବ୍ଲିକାନ୍ ଗାର୍ଡସର ଜଣେ ମୁଖପାତ୍ର ଏକ ପ୍ରେସ୍ ରିଲିଜ୍ ଜାରି କରି କହିଛନ୍ତି, “ଆମେ ଶିକାରପୁର-BRGରେ ଜାଫର ଏକ୍ସପ୍ରେସରେ ହୋଇଥିବା ବିସ୍ଫୋରଣ ପାଇଁ ଦାୟୀ। ଟ୍ରେନଟି ପେଶାୱର ଯାଉଥିବା ସମୟରେ ଏହାକୁ ଟାର୍ଗେଟ କରାଯାଇଥିଲା। ପୂର୍ବରୁ ଜାଫର ଏକ୍ସପ୍ରେସକୁ ଟାର୍ଗେଟ କରାଯାଇ ଅପହରଣ କରାଯାଇଛି।

କୁହାଯାଉଛି ଯେ, ଆକ୍ରମଣ ପରେ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣା ପରେ ସେହି ରୁଟରେ ରେଳ ଚଳାଚଳ ସେବାକୁ ଅସ୍ଥାୟୀ ଭାବରେ ବନ୍ଦ କରାଯାଇଛି। 

Powered by Froala Editor

Tags zafar

Related articles Odisha News Lens 4.1

  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13626
    Jul 26, 2026
  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି
    ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15618
    Jul 26, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13561
    Jul 26, 2026
  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ
    ଦେଶ-ଦେଶାନ୍ତର

    ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

    14695
    Jul 26, 2026
  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା
    ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14925
    Jul 26, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !
    ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13645
    Jul 26, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13472
    Jul 26, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...
    ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...

    15198
    Jul 25, 2026
  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ
    ଦେଶ-ଦେଶାନ୍ତର

    ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    14099
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    14099
    Jul 26, 2026
  • ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ପାଣ୍ଡିଆନ୍, ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗର ଚେତାବନୀ

    15198
    Jul 25, 2026
  • ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13561
    Jul 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17000
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17606
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17658
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18059
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15693
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15365
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16023
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14274
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14548
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15925
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15298
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13899
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14115
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15618
    Jul 26, 2026
  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14925
    Jul 26, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ: ଅମିତ୍ ଶାହ

    13472
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In