Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ...

Home ›› ››ନୂଆପଡ଼ା ଉପନିର୍ବାଚନ: ବିଜେପି ଓ ବିଜେଡିରୁ କିଏ ହେବ ପ୍ରାର୍ଥୀ ?

ନୂଆପଡ଼ା ଉପନିର୍ବାଚନ: ବିଜେପି ଓ ବିଜେଡିରୁ କିଏ ହେବ ପ୍ରାର୍ଥୀ ?

2025-10-09 06:10:57
13995
Share:
Facebook
Twitter
E-Mail
WhatsApp
Telegram
ନୂଆପଡ଼ା ଉପନିର୍ବାଚନ: ବିଜେପି ଓ ବିଜେଡିରୁ କିଏ ହେବ ପ୍ରାର୍ଥୀ ?

ଭୁବନେଶ୍ବର: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ଦଳ ଭାବେ ପ୍ରାର୍ଥୀ ଘୋଷଣା କରିସାରିଛି। ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରି ବାଜି ମାରିନେବା ଲକ୍ଷ୍ୟରେ ଥିବାବେଳେ ବିଜେପି ଓ ବିଜେଡିରେ କସରତ ଜାରି ରହିଛି। ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ବିଜେଡି ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ସେହିପରି ଗୁରୁବାର ବିଜେପିର କୋର୍‌ କମିଟି ବୈଠକ ବସି ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ମାନସମନ୍ଥନ ହୋଇପାରେ ବୋଲି ସୂଚନା ମିଳିଛି।

ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର କହିଛନ୍ତି ‌େଯ, ‌ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ରାଜନେତା ସହ ସାମାଜିକ ନେତୃତ୍ବ ନେବାରେ ବେଶ୍‌ ପାରଙ୍ଗମ ଥିଲେ। ବିଜେଡିର ପ୍ରାର୍ଥୀ ହିଁ ଢୋଲକିଆଙ୍କ ଅବର୍ତ୍ତମାନରେ ଜିତିବେ। ତାଙ୍କ ପରିବାରବର୍ଗକୁ ଟିକଟ ଦେବା ପାଇଁ ସ୍ଥାନୀୟ ବିଜେଡି ନେତାଙ୍କ ଆବେଗ ରହିଛି। ଢୋଲକିଆ ନୂଆପଡ଼ାର ଉନ୍ନତି ପାଇଁ ଅନେକ କାମ କରିଛନ୍ତି। ସେ ସେଠାରୁ ୪ ଥର ଜିତିଛନ୍ତି। କିଏ ଦଳୀୟ ପ୍ରାର୍ଥୀ ହେବ, ଦଳ ସେନେଇ ଆଲୋଚନା କରି ପ୍ରାର୍ଥୀ ଘୋଷଣା କରିବ। ସବୁ ଦିଗକୁ ଅନୁଶୀଳନ କରି ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିବେ। ଶ୍ରୀ ମିଶ୍ରଙ୍କ ଏହି ସଙ୍କେତରୁ ସ୍ପଷ୍ଟ ଯେ ବିଜେଡିରୁ ଜୟ ପ୍ରାର୍ଥୀ ହେବା ସମ୍ଭାବନା ଅଧିକ। ପୂର୍ବରୁ ଜୟ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବା ନେଇ ଗଣମାଧ୍ୟମରେ କହିଥିଲେ। ଅନ୍ୟପକ୍ଷରେ ବିଜେପି କାହାକୁ ମଇଦାନକୁ ଓହ୍ଲାଇବ, ସେନେଇ କସରତ ଜାରି ରହିଛି। 

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଦୁଇ ପ୍ରଭାରୀଙ୍କ ସହ କୋର୍‌ କମିଟିର ସଦସ୍ୟମାନେ ଉପସ୍ଥିତ ରହିବେ। କୋର କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନ ନେଇ ଆଲୋଚନା ହେବ ବୋଲି ଜଣାପଡ଼ିଛି। ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମର କହିଛନ୍ତି ଯେ, ବହୁତ ଆଶାୟୀଙ୍କ ନାମ ରହିଛି। କୋର କମିଟି ବୈଠକରେ ଆଲୋଚନା ହେବ। ଖୁବ୍‌ଶୀଘ୍ର ବିଜେପି ପ୍ରାର୍ଥୀ ଘୋଷଣା କରିବ। 

ଏହି ଉପନିର୍ବାଚନ ବିଜେପି ପାଇଁ ଅଗ୍ନି ପରୀକ୍ଷା ସଦୃଶ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ତାଙ୍କୁ ଭଲ ବନ୍ଧୁ କହିବା ସହିତ ନୂଆପଡ଼ା ମୋର ଦାୟିତ୍ବ ବୋଲି କହିଥିଲେ। ଏହାପରେ ନୂଆପଡ଼ା ଯାଇ ୧୧୦୦ରୁ ଅଧିକ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ ଓ ଘୋଷଣା କରିଛନ୍ତି। ବିଜେପି ଟିକଟ ଦୌଡ଼ରେ ବରିଷ୍ଠ ନେତା ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ଆଗରେ ଅଛନ୍ତି। ସ୍ଥାନୀୟ ବିଜେପି ନେତା ଯଦୁମଣି ପାଣିଗ୍ରାହୀ ମଧ୍ୟ ପ୍ରମୁଖ ଦାବିଦାର ଅଛନ୍ତି। ଅନ୍ୟପକ୍ଷରେ ନୂଆପଡ଼ାରେ ବିଜେଡି ନିଜର ଆସନ ବଞ୍ଚାଇ ରଖିବାକୁ ଉଦ୍ୟମ ଚଳାଇଛି। ସ୍ବର୍ଗତ ଢୋଲକିଆଙ୍କ ପୁତ୍ର ଜୟଙ୍କୁ ପ୍ରାର୍ଥୀ କରି ବିଜେଡି ଏଠାରୁ ଅନୁକମ୍ପା ଭୋଟ ହାତେଇବା ଲକ୍ଷ୍ୟରେ ଥିବା କୁହାଯାଉଛି। 

Powered by Froala Editor

Tags Nuapada election

Related articles Odisha News Lens 4.1

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...
    ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...

    14925
    Jun 11, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14106
    Jun 11, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14195
    Jun 12, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13593
    Jun 11, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13295
    Jun 11, 2026
  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13773
    Jun 12, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ
    ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15278
    Jun 11, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13952
    Jun 11, 2026
  • ଗୁରୁ ରନ୍ଧାୱାଙ୍କ
    ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14844
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ମମତାଙ୍କ ହାତ ଛାଡ଼ିଲେ

    14925
    Jun 11, 2026
  • ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14844
    Jun 11, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13773
    Jun 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16921
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17540
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17588
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17980
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13524
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15403
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14194
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14087
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    15016
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15463
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15206
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15692
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14035
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14844
    Jun 11, 2026
  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13773
    Jun 12, 2026
  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ମମତାଙ୍କ ହାତ ଛାଡ଼ିଲେ

    14925
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In