Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

2025-10-09 20:06:56
14530
Share:
Facebook
Twitter
E-Mail
WhatsApp
Telegram
ଜୁବିନ ଗର୍ଗଙ୍କ ମୃତ୍ୟୁ ମାମଲା, ସମ୍ପର୍କୀୟ ଭାଇ ଗିରଫ

ଆସାମର ପ୍ରସିଦ୍ଧ ଗାୟକ ଜୁବିନ ଗର୍ଗଙ୍କ ଅକାଳ ମୃତ୍ୟୁ ସମସ୍ତଙ୍କୁ ଚକିତ କରିଛି। ସିଙ୍ଗାପୁରରେ ସ୍କୁବା ଡାଇଭିଂ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଲିସ ଏବେ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଜୁବିନ ଗର୍ଗଙ୍କ ମ୍ୟାନେଜର ସିଦ୍ଧାର୍ଥ ଶର୍ମା ଏବଂ ସିଙ୍ଗାପୁର ମହୋତ୍ସବର ଆୟୋଜକ ଶ୍ୟାମକାନୁ ମହାନ୍ତଙ୍କୁ ଗିରଫ କରାଯାଇଥିବା ବେଳେ ଏବେ ତାଙ୍କ ସମ୍ପର୍କୀୟ ଭାଇ ସନ୍ଦିପନ ଗର୍ଗଙ୍କୁ ଗିରଫ କରାଯାଇଛି।

ସୂଚନା ଅନୁସାରେ, ସନ୍ଦିପନ ଗର୍ଗ ଆସାମ ପୁଲିସ ସେବା (ଏପିଏସ)ରେ ପୁଲିସ ଅଧୀକ୍ଷକ (ଭାରପ୍ରାପ୍ତ) ଭାବରେ କାର୍ଯ୍ୟ କରନ୍ତି। ତାଙ୍କୁ ଆସାମ ସିଆଇଡିର ଏସଆଇଟି ଗିରଫ କରିଛି। ସନ୍ଦିପନ, ଜୁବିନଙ୍କ ସହ ସିଙ୍ଗାପୁର ଯାଇଥିଲେ। ଗାୟକଙ୍କ ମୃତ୍ୟୁରେ ତାଙ୍କର ହାତ ଥିବା ସନ୍ଦେହ କରି ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।

ଜୁବିନ ଗର୍ଗଙ୍କ ମୃତ୍ୟୁ ସମ୍ପର୍କରେ CID କଠୋର କାର୍ଯ୍ୟାନୁଷ୍ଠାନ ନେଉଛି। ଏପର୍ଯ୍ୟନ୍ତ, CID ଏହି ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କରିଛି, ଯେଉଁଥିରେ ଇଭେଣ୍ଟ ଆୟୋଜକ ଶ୍ୟାମକାନୁ ମହାନ୍ତ, ଜୁବିନଙ୍କ ମ୍ୟାନେଜର ସିଦ୍ଧାର୍ଥ ଶର୍ମା, ତାଙ୍କ ବ୍ୟାଣ୍ଡମେଟ୍ ଶେଖର ଜ୍ୟୋତି ଗୋସ୍ୱାମୀ, ସହ-କଣ୍ଠଶିଳ୍ପୀ ଅମୃତପ୍ରଭା ମହନ୍ତ ଏବଂ ବର୍ତ୍ତମାନ ତାଙ୍କ ଭାଇ, ଏପିଏସ ଅଧିକାରୀ ସନ୍ଦିପନ ଗର୍ଗ ସାମିଲ ଅଛନ୍ତି।

ଉଲ୍ଲେଖଯୋଘ୍ୟ, ସେପ୍ଟେମ୍ବର ୧୯ତାରିଖରେ ସିଙ୍ଗାପୁରରେ ସ୍କୁବା ଡାଇଭିଂ କରୁଥିବା ସମୟରେ ଜୁବିନ୍ ଗର୍ଗଙ୍କ ମୃତ୍ୟୁ ହୋଇଥିଲା। ଗାୟକଙ୍କ ଏଭଳି ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା।

Powered by Froala Editor

Tags junin

Related articles Odisha News Lens 4.1

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14959
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15517
    Apr 13, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13537
    Apr 15, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14402
    Apr 13, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15140
    Apr 15, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13586
    Apr 14, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15206
    Apr 13, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    14976
    Apr 15, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15653
    Apr 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15206
    Apr 13, 2026
  • ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15140
    Apr 15, 2026
  • ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13537
    Apr 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17830
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15206
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15925
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14666
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15646
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14499
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15333
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15064
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13864
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15140
    Apr 15, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    14976
    Apr 15, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13586
    Apr 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In