Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

Home ›› ››ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

2025-10-09 20:08:12
15304
Share:
Facebook
Twitter
E-Mail
WhatsApp
Telegram
ୟୁକେ ମାର୍ଟଲେଟ୍ ମିସାଇଲ୍ କିଣିବ ଭାରତ : ୪୬୮ ବିଲିଅନ ଡଲାରର ପ୍ରତିରକ୍ଷା ଚୁକ୍ତି

ଭାରତ ଓ ବ୍ରିଟେନ ମଧ୍ୟରେ ଏକ ୪୬୮ ନିୟୁତ ଡଲାର ବା ୩୮୮୪ କୋଟି ଟଙ୍କାର ଏକ ପ୍ରତିରକ୍ଷା ଡିଲ୍ ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଅନୁସାରେ,  ଭାରତ ୟୁକେ ତିଆରି ମିସାଇଲ କିଣିବ। ଏଥିରେ ଭାରତୀୟ ବାୟୁ ପ୍ରତିରକ୍ଷା କ୍ଷମତାକୁ ବଳ ମିଳିବା ସହିତ ଆତ୍ମନିର୍ଭର ଭାରତକୁ ସମର୍ଥନ ମିଳିବ ବୋଲି କେନ୍ଦ୍ର ସରକାର କହିଛନ୍ତି। ଏହି କ୍ଷେପଣାସ୍ତ୍ର ଯୋଗାଣ ଉତ୍ତର ଆୟରଲ୍ୟାଣ୍ଡରେ ସିଧାସଳଖ ୭୦୦ ରୁ ଅଧିକ ନିଯୁକ୍ତି ସୃଷ୍ଟି କରିବ ବୋଲି ୟୁକେ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି।

ମନ୍ତ୍ରଣାଳୟ କହିଛି, "ଏହି ଚୁକ୍ତିନାମା ଅନୁଯାୟୀ, ୟୁକେର ବେଲଫାଷ୍ଟରେ ନିର୍ମିତ କମ୍ ଓଜନ ମଲ୍ଟିରୋଲ୍ ମିସାଇଲ୍ (ଏଲଏମଏମ) ଭାରତୀୟ ସେନାକୁ ଯୋଗାଇ ଦିଆଯିବ, ଯାହା ୟୁକେର ପ୍ରତିରକ୍ଷା ଶିଳ୍ପକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ପ୍ରଦାନ କରିବ।"

ମାର୍ଟଲେଟ୍ସ ନାମକ ଏହି କ୍ଷେପଣାସ୍ତ୍ର ଏକ ଶକ୍ତିଶାଳୀ ପ୍ରେସିସନ ଗାଇଡେଡ୍ କ୍ଷେପଣାସ୍ତ୍ର । ରୁଷ ବିରୋଧରେ ବ୍ୟବହାର କରିବାକୁ ୟୁକ୍ରେନକୁ ଏହି କ୍ଷେପଣାସ୍ତ୍ର ପ୍ରଦାନ କରିଛି ବ୍ରିଟେନ ।

ଏହା ବ୍ୟତୀତ, ନୌସେନା ଜାହାଜ ପାଇଁ ବୈଦ୍ୟୁତିକ ଚାଳିତ ଇଞ୍ଜିନ ଉପରେ ସହଯୋଗକୁ ଆଗକୁ ବଢ଼ାଇବା ପାଇଁ ନୂଆଦିଲ୍ଲୀ ଏବଂ ଲଣ୍ଡନ ଏକ କାର୍ଯ୍ୟାନ୍ୱୟନ ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି। ଏନେଇ ୟୁକେ ପ୍ରତିରକ୍ଷା ମନ୍ତ୍ରୀ ଜନ ହିଲେ କହିଛନ୍ତି “ଘୋଷଣା ହୋଇଥିବା ପ୍ରତିରକ୍ଷା ଚୁକ୍ତିଗୁଡ଼ିକ ଦର୍ଶାଉଛି ଯେ ଭାରତ ସହିତ ଆମର ବଢୁଥିବା ରଣନୈତିକ ସହଭାଗୀତା କିପରି ୟୁକେ ବ୍ୟବସାୟ ଏବଂ ନିଯୁକ୍ତିକୁ ବୃଦ୍ଧି କରିବାରେ ସାହାଯ୍ୟ କରିବ। ଏହା ଆମର ଦୁଇ ପ୍ରତିରକ୍ଷା ଶିଳ୍ପ ମଧ୍ୟରେ ଏକ ଗଭୀର ସମ୍ପର୍କ ପାଇଁ ପଥ ପ୍ରଶସ୍ତ କରିବ ବୋଲି ମୁଁ ଆଶା କରୁଛି।”

Powered by Froala Editor

Tags deal

Related articles Odisha News Lens 4.1

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15568
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14451
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15256
    Apr 13, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15032
    Apr 15, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15703
    Apr 14, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15192
    Apr 15, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13590
    Apr 15, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15009
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13637
    Apr 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13590
    Apr 15, 2026
  • ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15009
    Apr 13, 2026
  • ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15256
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15256
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15974
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14673
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15652
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14505
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15066
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15192
    Apr 15, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15568
    Apr 13, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15032
    Apr 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In