Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

2025-10-09 20:10:31
15108
Share:
Facebook
Twitter
E-Mail
WhatsApp
Telegram
ହଙ୍ଗେରିରେ ଲେଖକ ଲାସଲୋଙ୍କୁ ସାହିତ୍ୟରେ ନୋବେଲ

ହଙ୍ଗେରିରେ ଲେଖକ ଲାସଲୋ କ୍ରାଜନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ । ତାଙ୍କର ମନମୁଗ୍ଧକର ଏବଂ ଦୂରଦୃଷ୍ଟିପୂର୍ଣ୍ଣ କୃତି ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ। ତାଙ୍କର ଉପନ୍ୟାସ ହର୍ସଟ୍ ୦୭୭୬୯ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ । ଏହି ଉପନ୍ୟାସରେ ସାଂପ୍ରତିକ ଜର୍ମାନିର ସାମାଜିକ ଅସ୍ଥିରତା ତଥା ହିଂସା ଓ ସୌନ୍ଦର୍ଯ୍ୟ ଉପରେ ଏହାର ପ୍ରଭାବର ସୁନ୍ଦର ଚିତ୍ରଣ ପାଇଁ ତାଙ୍କୁ ଚୟନ କରାଯାଇଛି ।

୧୯୫୪ ମସିହାରେ ହଙ୍ଗେରି ଓ ରୋମାନିଆ ସୀମାରେ ଥିବା ଗ୍ରାମ ଗ୍ବାଲାରେ ଜନ୍ମଗ୍ରହଣ କରିଥିବା କ୍ରାଜନାହୋରକାଇଙ୍କ ଲେଖାର କେତେକ ସ୍ବତନ୍ତ୍ରତା ରହିଛି । ତାହା ହେଉଛି ଲମ୍ବା ଓ ଜଟିଳ ବାକ୍ୟ ।

ସ୍ବିଡିସ ଏକାଡେମୀ ପକ୍ଷରୁ ହିଁ ପ୍ରତିବର୍ଷ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥାଏ । ନୋବେଲ ପୁରସ୍କାରର ବିଭିନ୍ନ ବର୍ଗ ମଧ୍ୟରେ ସାହିତ୍ୟ ପୁରସ୍କାରଟି ଅନ୍ୟତମ ଲୋକପ୍ରିୟ ପୁରସ୍କାର ଭାବେ ପରିଗଣିତ ହୋଇଥାଏ । ୧୯୦୧ରୁ ୨୦୨୪ ମଧ୍ୟରେ ମୋଟ ୧୨୧ ଜଣ ସାହିତ୍ୟରେ ନୋବେଲ ପୁରସ୍କାର ଜିତିଛନ୍ତି । ଗତ ବର୍ଷ ଦକ୍ଷିଣ କୋରିଆର ଲେଖକ ହାନ୍ କାଙ୍ଗଙ୍କୁ ସାହିତ୍ୟରେ ନୋବେଲ୍ ପୁରସ୍କାର ପ୍ରଦାନ କରାଯାଇଥିଲା। ଯାହାଙ୍କ ଲେଖା ମାନବ ଜୀବନର ଭଙ୍ଗୀକୁ ଉଜ୍ଜ୍ୱଳତାରେ ଆଲୋକିତ କରିଥାଏ।


Powered by Froala Editor

Tags nobel

Related articles Odisha News Lens 4.1

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13272
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14115
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13583
    Sep 09, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14752
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14598
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14449
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15383
    Sep 10, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15562
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14624
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15383
    Sep 10, 2026
  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14752
    Sep 10, 2026
  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13272
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17086
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17752
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17753
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18157
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15562
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14540
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13851
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14657
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14961
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13625
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14518
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15028
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14988
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14752
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13583
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14624
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In