Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧା କପ୍‌ ବିଟ୍‌ ରସର କରାମତି

ରାଜନୀତି
Home ›› ରାଜନୀତି ››ବିଧାୟକ ତାରା ପ୍ରସାଦ ବାହିନୀପତି ଏବଂ ପିସିସି ପର୍ଯ୍ୟବେକ୍ଷକ ସଂଗ୍ରାମ ଜେନାଙ୍କୁ ଭେଟିଲେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଓ ଏଆଇସିସି ସମ୍ପାଦକ ଜି ରୁଦ୍ରରାଜୁ

ବିଧାୟକ ତାରା ପ୍ରସାଦ ବାହିନୀପତି ଏବଂ ପିସିସି ପର୍ଯ୍ୟବେକ୍ଷକ ସଂଗ୍ରାମ ଜେନାଙ୍କୁ ଭେଟିଲେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଓ ଏଆଇସିସି ସମ୍ପାଦକ ଜି ରୁଦ୍ରରାଜୁ

2021-07-18 17:05:58
15059
Share:
Facebook
Twitter
E-Mail
WhatsApp
Telegram
ବିଧାୟକ ତାରା ପ୍ରସାଦ ବାହିନୀପତି ଏବଂ ପିସିସି ପର୍ଯ୍ୟବେକ୍ଷକ ସଂଗ୍ରାମ ଜେନାଙ୍କୁ ଭେଟିଲେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଓ ଏଆଇସିସି ସମ୍ପାଦକ ଜି ରୁଦ୍ରରାଜୁ

ଭୁବନେଶ୍ୱର - ଜୟପୁର ର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ମୁଖ୍ୟ ସଚେତକ ଶ୍ରୀ ତାରା ପ୍ରସାଦ ବାହିନୀପତି ଗତ କିଛି ଦିନ ପୂର୍ବେ କୋରୋନା ସଂକ୍ରମିତ ହୋଇ ଏକ ଘରୋଇ କୋଭିଡ ହସ୍ପିଟାଲ ରେ ଚିକିତ୍ସିତ ହୋଇ ସୁସ୍ଥ ହେବାପରେ ଘରକୁ ଫେରିଥିଲେ। କିନ୍ତୁ ମଧୁମେହ ଓ ପୋଷ୍ଟ କୋଭିଡ କମ୍ପଲିକେସନ  ପାଇଁ ପୁଣିଥରେ ଅସୁସ୍ଥ ହୋଇପଡିଥିଲେ ବାହିନୀପତି । ତେବେ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ନଆସିବାରୁ ଅସୁସ୍ଥ ଅନୁଭବ କରିବାରୁ ଗତ ୧୨ ଦିନ ଧରି ସିକନ୍ଦରାବାଦ ସ୍ଥିତ କିମ୍ସ ହସ୍ପିଟାଲ ରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ଶ୍ରୀ ବାହିନୀପତି ହିସ୍ପିଟାଲ ରେ ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କୁ ପିସିସି କାର୍ଯ୍ୟକାରୀ ସଭାପତି ଶ୍ରୀ ପ୍ରଦୀପ ମାଝୀ ଓ ଏଆଇସିସି ସମ୍ପାଦକ ତଥା ଓଡିଶା କଂଗ୍ରେସ ସହ ପ୍ରଭାରୀ ଶ୍ରୀ ଜି. ରୁଦ୍ରରାଜୁ ଭେଟି ତାଙ୍କ ଆସୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସା କରୁଥିବା ଡାକ୍ତର ଙ୍କୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା କଥା ପଚାରି ବୁଝିଥିଲେ ।ଏହି ଅବସରରେ ଉକ୍ତ କିମ୍ସ ହିସ୍ପିଟାଲ ରେ ପୂର୍ବରୁ କୋଭିଡ ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥୁବା ପୂର୍ବତନ ରାଜ୍ୟ ଯୁବ କଂଗ୍ରେସ ସଭାପତି ତଥା ପୂର୍ବତନ ପିସିସି ସାଧାରଣ ସମ୍ପାଦକ ସଂଗ୍ରାମ ଜେନାଙ୍କୁ ମଧ୍ୟ ଭେଟି ଆସୁ ଆରୋଗ୍ୟ କାମନା କରିବା ସହ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି ଉଭୟ ଶ୍ରୀଯୁକ୍ତ ମାଝୀ ଓ ଶ୍ରୀଯୁକ୍ତ ରାଜୁ।ଖୁବଶୀଘ୍ର ଜୟପୁର ବିଧାୟକ ଓ ପୂର୍ବତନ ଯୁବ କଂଗ୍ରେସ ସଭାପତି ସୁସ୍ଥ ହୋଇ ଓଡିଶା ଫେରିବେ ବୋଲି ଆଶା କରିଛନ୍ତି  ଶ୍ରୀ ଯୁକ୍ତ ମାଝୀ ଓ ଶ୍ରୀଯୁକ୍ତ ରାଜୁ।

    ସେହିପରି ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ଶ୍ରୀ ବାହିନୀପତି ଓ ଶ୍ରୀ ଜେନାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସହ ଫୋନ ରେ କଥା ହୋଇ ସେମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା କଥା ବୁଝିବା ସହ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ସେମାନଙ୍କର ଆସୁ ଆରୋଗ୍ୟ କାମନା କରିଛନ୍ତି।

Powered by Froala Editor

Tags Tara Prasad Bahinipati, Inc , Congress ,

Related articles Odisha News Lens 4.1

  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ
    ଦେଶ-ଦେଶାନ୍ତର

    ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13585
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ
    ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15040
    Jun 03, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା
    ମନୋରଞ୍ଜନ

    ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15594
    Jun 02, 2025
  • ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ୮ରେ ମହାକାଶକୁ ଯାତ୍ରା କରିବେ ବାୟୁସେନା ଗ୍ରୁପ୍‌ କ୍ୟାପେଟନ ଶୁଭାଂଶୁ ଶୁକ୍ଳା

    14181
    Jun 03, 2025
  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14143
    Jun 03, 2025
  • କୋଲେଷ୍ଟରଲ କମାଏ ଅଁଳାରସ
    ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13439
    Jun 03, 2025
  • ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ
    ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14231
    Jun 03, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....
    ବିଶେଷ

    ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13392
    Jun 04, 2025
  • ଅଧା କପ୍‌ ବିଟ୍‌ ରସର କରାମତି
    ବିଶେଷ

    ଅଧା କପ୍‌ ବିଟ୍‌ ରସର କରାମତି

    13557
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କୋଲେଷ୍ଟରଲ କମାଏ ଅଁଳାରସ

    13439
    Jun 03, 2025
  • ଦେଶ-ଦେଶାନ୍ତର

    ପାଦରୁ ଜୋତା ନଖୋଲି ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାହୁଲ

    14231
    Jun 03, 2025
  • ବିଶେଷ

    ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15040
    Jun 03, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16932
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15469
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13557
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13392
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13439
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15040
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15208
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15687
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16303
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14011
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14809
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୈଶ-ଏ-ମହମ୍ମଦର ବରିଷ୍ଠ କମାଣ୍ଡର ଅବଦୁଲ ଅଜିଜ ଏସାରକୁ ଗୁଳି କରି ହତ୍ୟା

    14143
    Jun 03, 2025
  • ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ

    13585
    Jun 03, 2025
  • ‘ରାମାୟଣ’ରେ ମୋହିତ : ସୁପରଷ୍ଟାରଙ୍କ ଉପରେ ଭାରୀ ପଡ଼ିବେ ଟେଲି ଅଭିନେତା

    15594
    Jun 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In