Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାରେ ଶୀତ ରହିବ ଲମ୍ବା ଓ ଅଧକ ସମୟ

ଓଡ଼ିଶାରେ ଶୀତ ରହିବ ଲମ୍ବା ଓ ଅଧକ ସମୟ

2025-10-13 06:02:33
14638
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରେ ଶୀତ ରହିବ ଲମ୍ବା ଓ ଅଧକ ସମୟ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଓ ତେଲେଙ୍ଗାନାର କିଛି ଅଞ୍ଚଳରୁ ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ପ୍ରତ୍ୟାହାର ହେବାର ଅନୁକୂଳ ପରିସ୍ଥିତି ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ରବିବାର ଜଣାଇଛି। ଅକ୍ଟୋବର ଆରମ୍ଭରେ ଡିପ୍ରେସନ୍ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ଏଥର ମୌସୁମୀ ସାଧାରଣଠାରୁ ଅଧିକ ଦିନ ରହିଛି।ଜୁନ୍ ମାସରୁ ବଙ୍ଗୋପସାଗରରେ ସାଧାରଣ ୧୨-୧୪ଟି ଲଘୁଚାପ ବିପରୀତେ ଏଥର ୧୬ଟି ହୋଇଥିଲା।

ଅକ୍ଟୋବର ୧୩ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବିଜୁଳି ଓ ପବନ ଜାରି ରହିପାରେ। ଅକ୍ଟୋବର ୧୪ରେ ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଏହି ପାଣିପାଗ ରହିବ। ଏହାପରେ ପ୍ରବଳ ବର୍ଷା ସତର୍କତା ନାହିଁ।

ଅକ୍ଟୋବର ୧୫ ଯାଏ ରାଜ୍ୟର ବିଚ୍ଛିନ୍ନ ସ୍ଥାନରେ ରାତି ତାପମାତ୍ରା ସାଧାରଣଠାରୁ ୧.୬ ରୁ ୩ ଡିଗ୍ରୀ ସେଲସିଅସ୍ ଅଧିକ ରହିପାରେ। ଅକ୍ଟୋବର ୧୬ ରୁ ୨୨ ଯାଏ ଦେଶର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସାଧାରଣ କିମ୍ବା ସାମାନ୍ୟ କମ୍ ରହିବ।

ଅକ୍ଟୋବର ରୁ ଡିସେମ୍ବର ଯାଏ ଲା ନିନା ପରିସ୍ଥିତି ରହିବ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି। ଏହା ଦେଶରେ କଡ଼ା ଶୀତ ସହ ଜଡ଼ିତ, ଯାହା ଓଡ଼ିଶାରେ ଲମ୍ବା ଓ ସାମାନ୍ୟ ଅଧିକ ଥଣ୍ଡା ଶୀତ ଆଣିପାରେ। ରିପୋର୍ଟ ଅନୁଯାୟୀ ‘ଶୀତ ଅତ୍ୟଧିକ କଡ଼ା ହେବ ବୋଲି କହିହେବ ନାହିଁ, କିନ୍ତୁ ସାମାନ୍ୟ ଥଣ୍ଡା ରହିବ। ଲା ନିନାରେ ପ୍ରଶାନ୍ତ ମହାସାଗରର ଜଳ ତାପମାତ୍ରା କମ୍ ରହେ, ହିମପାତ ଅଧିକ ହୁଏ ଓ ପଶ୍ଚିମୀ ଝଡ଼ ଶକ୍ତିଶାଳୀ ହୁଏ। ଏହି ସମୟରେ ତାପମାତ୍ରା ସାଧାରଣଠାରୁ କମ୍ ରହିବ।’

Powered by Froala Editor

Tags Winter

Related articles Odisha News Lens 4.1

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13856
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15148
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15573
    Apr 01, 2026
  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    15066
    Apr 01, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15475
    Apr 01, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14377
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14221
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14850
    Apr 02, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15335
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13617
    Apr 01, 2026
  • ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13856
    Apr 01, 2026
  • ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14850
    Apr 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14850
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14256
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15728
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15414
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16152
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15308
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15037
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15540
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13836
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15148
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13856
    Apr 01, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14377
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In