Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ...

  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍

  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

  • ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ...

  • ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦୁର୍ଗାପୁର ଗଣ ଦୁଷ୍କର୍ମ ଘଟଣା: ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି

ଦୁର୍ଗାପୁର ଗଣ ଦୁଷ୍କର୍ମ ଘଟଣା: ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି

2025-10-13 06:12:59
14433
Share:
Facebook
Twitter
E-Mail
WhatsApp
Telegram
ଦୁର୍ଗାପୁର ଗଣ ଦୁଷ୍କର୍ମ ଘଟଣା: ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି

କଲକାତା: ପଶ୍ଚିମବଙ୍ଗର ଦୁର୍ଗାପୁର ସହରରେ ଶୁକ୍ରବାର ବାଲେଶ୍ବର ଜିଲା ଜଳେଶ୍ବର ଅଞ୍ଚଳର ଜଣେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣ ଦୁଷ୍କର୍ମ ଘଟଣାରେ ପଶ୍ଚିମବଙ୍ଗ ପୁଲିସ ରବିବାର ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏମାନେ ହେଲେ ଶେଖ ରିୟାଜୁଦ୍ଦିନ, ଶେଖ ଫିର୍ଦୋସ, ଶେଖ ନସିମୁଦ୍ଦିନ ଏବଂ ଶେଖ୍‌ ସୋଫିକୁଲ। ଏମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଆସାନସୋଲ-ଦୁର୍ଗାପୁର ଡିସିପି ଅଭିଷେକ ଗୁପ୍ତା ସୂଚନା ଦେଇଛନ୍ତି। ପୀଡିତା ଅନ୍ୟ ରାଜ୍ୟର ବାସିନ୍ଦା ହୋଇଥିଲେ ସୁଦ୍ଧା ତାଙ୍କୁ ଉଚିତ ନ୍ୟାୟ ପ୍ରଦାନ କରାଯିବ ଏବଂ ଦୋଷୀଙ୍କୁ କଠୋର ଦଣ୍ଡରେ ଦଣ୍ଡିତ କରାଯିବ ବୋଲି ସେ କହିଛନ୍ତି।

ପୁଲିସ ଇତିମଧ୍ୟରେ ଆଇକ୍ୟୁ ସିଟି ମେଡିକାଲ କଲେଜର କର୍ମଚାରୀ ଓ ଅନ୍ୟମାନଙ୍କୁ ମଧ୍ୟ ଜେରା କରୁଛି। ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟୁଥିବା ପୁଲିସ କହିଛି। ତେବେ ଏହି ଘଟଣାକୁ ନେଇ ସାମାଜିକ ଗଣମାଧ୍ୟମରେ ଅପପ୍ରଚାର ନ କରିବାକୁ ପୁଲିସ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି। ଇତିମଧ୍ୟରେ ଜାତୀୟ ମହିଳା କମିସନ (ଏନ୍‌ସିଡବ୍ଲ୍ୟୁ) ସଦସ୍ୟା ଅର୍ଚ୍ଚନା ମଜୁମଦାର ରବିବାର ଡାକ୍ତରଖାନାରେ ପୀଡିତାଙ୍କୁ ଭେଟିଛନ୍ତି। ପୀଡିତାଙ୍କ ପୁରୁଷ ବନ୍ଧୁଙ୍କୁ ବର୍ତ୍ତମାନ ପୁଲିସ ଜେରା କରୁଛି ବୋଲି ଅର୍ଚ୍ଚନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପାଞ୍ଚଦିନ ମଧ୍ୟରେ କାର୍ଯ୍ୟାନୁ‌ଷ୍ଠାନ ରିପୋର୍ଟ (ଏଟିଆର) ଦାଖଲ କରିବାକୁ ମହିଳା କମିସନଙ୍କ ପକ୍ଷରୁ ଦୁର୍ଗାପୁର ପୁଲିସକୁ ନିର୍ଦେଶ ଦିଆଯାଇଛି।

ଅପରପକ୍ଷରେ କଲେଜ କର୍ତ୍ତୃପକ୍ଷ ସିସିଟିଭି ଫୁଟେଜ୍‌କୁ ଅନୁଧ୍ୟାନ କରି ଗଣମାଧ୍ୟମକୁ କହିଛନ୍ତି ଯେ, ପୀଡିତା ଓ ତାଙ୍କର ପୁରୁଷ ବନ୍ଧୁ ଶୁକ୍ରବାର ରାତି ୭ଟା ୫୮ ମିନିଟ‌େ‌ର ରାତ୍ରିଭୋଜନ ପାଇଁ କ୍ୟାମ୍ପସ ବାହାରକୁ ଯାଇଥିଲେ। ରାତି ୮ଟା ୪୨ ମିନିଟରେ ସେମାନଙ୍କ ମଧ୍ୟରୁ ଜଣେ ଫେରିଆସି କଲେଜର ମୁଖ୍ୟ ଫାଟକ ନିକଟରେ ୫/୬ ମିନିଟ ବୁଲାବୁଲି କରିଥିଲେ। ୮ଟା ୪୮ରେ ସେ ପୁଣି କ୍ୟାମ୍ପସ ବାହାରକୁ ଯାଇଥିଲେ। ପୀଡିତା ଓ ବନ୍ଧୁ ଜଣକ ରାତି ୯ଟା ୨୯ ମିନିଟରେ କଲେଜ କ୍ୟାମ୍ପସ୍‌କୁ ଫେରିଥିବାବେଳେ ୯ଟା ୩୧ ମିନିଟରେ ପୀଡିତା ଜଣକ ଛାତ୍ରୀ ନିବାସକୁ ପ୍ରବେଶ କରିଥିଲେ।

Powered by Froala Editor

Tags Durgapur case

Related articles Odisha News Lens 4.1

  • ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି
    ଅପରାଧ

    ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

    13473
    Sep 08, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15322
    Sep 09, 2026
  • ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ କଲେକ୍ସନ୍‌
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ କଲେକ୍ସନ୍‌

    14173
    Sep 08, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି
    ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    13869
    Sep 08, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15288
    Sep 09, 2026
  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍
    ଦେଶ-ଦେଶାନ୍ତର

    ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13527
    Sep 08, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14207
    Sep 09, 2026
  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ
    ଜିଲ୍ଲା ପରିକ୍ରମା

    ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

    15457
    Sep 08, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ
    ବାଣିଜ୍ୟ

    ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13411
    Sep 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    13869
    Sep 08, 2026
  • ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ କଲେକ୍ସନ୍‌

    14173
    Sep 08, 2026
  • ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15322
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17085
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17749
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17751
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18155
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15322
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14511
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13822
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14629
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14936
    Aug 30, 2026

ବାଣିଜ୍ୟ

ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ ଆଧାରରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ପାଇଛି। ଏହି ହ୍ରାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ସହିତ ସରକାରଙ୍କ ନୀତିଗତ ନିଷ୍ପତ୍ତି ସହ ଯୋଡ଼ି ଦେଖାଯାଉଛି। ବିଶେଷଜ୍ଞଙ୍କ ମତରେ, ସୁନା ଆମଦାନୀ କମିବା ପଛରେ କେବଳ ଗୋଟିଏ କାରଣ ନାହିଁ। ସୁନାର ରେକର୍ଡ ଦର ଏବଂ କଷ୍ଟ ...

  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14312
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15022
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14983
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14077
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14207
    Sep 09, 2026
  • ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ କଲେକ୍ସନ୍‌

    14173
    Sep 08, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    13869
    Sep 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In