ଏମ୍ସ କର୍ମଚାରୀଙ୍କୁ ଗୋଡାଇ ଗୋଡାଇ ଗୁଳି କରି ହତ୍ୟା କଲେ ଦୁର୍ବୁତ୍ତ
ଭୁବନେଶ୍ବର: ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ଡ୍ୟୁଟିକୁ ଆସୁଥିବା ବେଳେ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୋଡାଇ ଗୋଡାଇ ଗୁଳି କରି ହତ୍ୟା କରିଥିବା ଜଣାପଡିଛି । ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଅବସ୍ଥାରେ ସୁଧାଂଶୁଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା, ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।
ମିଳିଥିବା ସୂଚନା ଅନୁସାରେ ଡ୍ୟୁଟି ଆସିବା ବେଳେ ଲ୍ୟାବ୍ ଆସିଷ୍ଟାଣ୍ଡ ସୁଧାଂଶୁ ଖୁଣ୍ଡିଆଙ୍କୁ ତିନି ରାଉଣ୍ଡ ଗୁଳି କରିଥିଲେ ଦୁର୍ବୃତ୍ତ । ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Powered by Froala Editor