ନୂଆପଡା ଉପନିର୍ବାଚନ: ଲୋକଙ୍କୁ ନେବା ଆଣିବା ପାଇଁ ବ୍ୟବହାର ହେବ ହେଲିକପ୍ଟର

ଭୁବନେଶ୍ବର: ନୂଆପଡା ଉପନିର୍ବାଚନରେ ୮ଟି ବୁଥରେ ବ୍ୟବହାର ହେବ ହେଲିକପ୍ଟର । ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ଥିବା ୮ଟି ବୁଥରେ ହେଲିକପ୍ଟର ବ୍ୟବହାର ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ସେ କହିଛନ୍ତି ଯେ ଲୋକଙ୍କୁ ନେବା ଆଣିବା ପାଇଁ ହେଲିକପ୍ଟର ବ୍ୟବହାର ହେବ । ୧୪କମ୍ପାନୀ ସିଏପିଏଫ୍ ମଧ୍ୟ ଉପନିର୍ବାଚନ ପାଇଁ ଆସିବେ ବୋଲି ସୂଚନା ଦେଇଛନ୍ତି ।
Powered by Froala Editor