Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଗଷ୍ଟ ୨୦୨୭ରେ ଚାଲିବ ଦେଶରେ ପ୍ରଥମ ବୁଲେଟ ଟ୍ରେନ୍

ଅଗଷ୍ଟ ୨୦୨୭ରେ ଚାଲିବ ଦେଶରେ ପ୍ରଥମ ବୁଲେଟ ଟ୍ରେନ୍

2025-10-13 10:14:59
13913
Share:
Facebook
Twitter
E-Mail
WhatsApp
Telegram
ଅଗଷ୍ଟ ୨୦୨୭ରେ ଚାଲିବ ଦେଶରେ ପ୍ରଥମ ବୁଲେଟ ଟ୍ରେନ୍

ନୂଆଦିଲ୍ଲୀ: ଦେଶରେ ପ୍ରଥମ ବୁଲେଟ ଟ୍ରେନ୍ ଅଗଷ୍ଟ ୨୦୨୭ରେ ଚାଲିବ। ଗୁଜରାଟର ମେହସାଣାରେ ଆୟୋଜିତ ଭାଇବ୍ରେଣ୍ଟ ଗୁଜରାଟ ରିଜିଓନାଲ କନଫରେନ୍ସରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ଘୋଷଣା କରିଛନ୍ତି। ଗୁଜରାଟରେ ରେଳ ଚଳାଚଳର ଐତିହାସିକ ପରିବର୍ତ୍ତନ ଉପରେ ଚର୍ଚ୍ଚା କରିବା ସମୟରେ ସେ କହିଛନ୍ତି କି ଗୁଜରାଟ ରେଳ କ୍ଷେତ୍ରରେ ସମୁଦାୟ ୧,୪୬,୦୦୦ କୋଟି ଟଙ୍କାର ନିବେଶ କରାଯାଉଛି। ଗତ ୧୧ ବର୍ଷରେ ରାଜ୍ୟରେ ୨,୭୬୪ କିଲୋମିଟର ନୂଆ ଟ୍ରେନ୍‌ ଲାଇନ୍ ବିଛାଯାଇଛି ଯାହା ଡେନମାର୍କର ସମ୍ପୂର୍ଣ୍ଣ ରେଳ ନେଟୱର୍କ ସହ ସମାନ। ୮୬ ନୂଆ ରେଳ ଷ୍ଟେସନ ନିର୍ମାଣ କରାଯାଉଛି ଏବଂ ୩୩୨ ଫ୍ଲାଇଓଭର ଏବଂ ଅଣ୍ଡରପାସ ପ୍ରସ୍ତୁତ ହେଉଛି। ଏଥିରେ ରାଜ୍ୟର ବାଣିଜ୍ୟିକ ବିକାଶକୁ ନୂଆ ଦିଗ ମିଳିବ। ବୁଲେଟ ଟ୍ରେନ୍ ଅଗଷ୍ଟ ୨୦୨୭ରେ ଚାଲିବ। ରାଜ୍ୟ ଉଦ୍ୟୋଗକୁ ନୂଆ ଗତି ଦେବା ପାଇଁ ଫ୍ରେଟ୍ କରିଡରରେ ପ୍ରତିଦିନ ପ୍ରାୟ ୪୦୦ ଟ୍ରେନ୍ ଚାଲୁଛି। ୩୧ ପ୍ରକଳ୍ପର ଡିପିଆର ପ୍ରସ୍ତୁତ ହେଉଛି, ଯାହା ମାଧ୍ୟମରେ ଗୁଜରାଟରେ ଭାରୀ ନିବେଶ ହେବ। ଏଥିରେ ଗୁଜରାଟ ରେଳ ଲାଇନ ଅଧିକ ମଜଭୁତ ହେବ ବୋଲି ସେ କହିଛନ୍ତି।

ମୁମ୍ବଇ-ଅହମଦାବାଦ ହାଇ ସ୍ପିଡ୍ ରେଳ ପରିଯୋଜନାର କାର୍ଯ୍ୟ ଚାଲିଥିବା ଅଶ୍ବିନୀ କହିଛନ୍ତି। ଏଥିରେ ୧୨ ରେଳ ଷ୍ଟେସନ ସହ ଯୋଗାଯୋଗ ହୋଇପାରିବ। ମୁମ୍ବଇ, ଥାନେ, ବଡୋଦରା, ଅହମଦାବାଦ, ସାବରମତୀ, ବିଲିମୋରା, ଭିରାର, ବୋଇସର, ସୁରଟକୁ ରେଳ ଲାଇନରେ ସଂଯୋଗ କରାଯିବ। ଏହି ପ୍ରକଳ୍ପ ପାଇଁ ୧.୧ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। ରିପୋର୍ଟ ଅନୁସାରେ ପରିଯୋଜନାରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ପ୍ରାୟ ୩୨୩ କିଲୋମିଟର ବାୟଡକ୍ଟ ଓ ୩୯୯ କିଲୋମିଟରର ପିୟର କାମ ସମ୍ପୂର୍ଣ୍ଣ ହୋଇଛି। ଏହା ସହିତ ୧୭ ନଦୀ ସେତୁ, ୯ ଷ୍ଟିଲ ସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଏହା ସହିତ ୧୭ ନଦୀ ସେତୁ, ୯ ଷ୍ଟିଲ ସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ସୁରତ ଓ ଅହମଦାବାଦରେ ରୋଲିଂ ଷ୍ଟକ୍ ଡିପୋର ନିର୍ମାଣ ଚାଲିଥିବାବେଳେ ମହାରାଷ୍ଟ୍ରର ୩ ଏଲିଭେଟେଡ୍ ଷ୍ଟେସନରେ ମଧ୍ୟ କାମ ଆରମ୍ଭ ହୋଇଯାଇଛି

Powered by Froala Editor

Tags Bullet train

Related articles Odisha News Lens 4.1

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14374
    Jul 28, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13693
    Jul 27, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13681
    Jul 26, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13765
    Jul 27, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15088
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13573
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15479
    Jul 27, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13496
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13764
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ: ଅମିତ୍ ଶାହ

    13681
    Jul 26, 2026
  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15088
    Jul 27, 2026
  • ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13764
    Jul 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17002
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15737
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15388
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16047
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14299
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14571
    Jul 15, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13693
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15755
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15928
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15299
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15088
    Jul 27, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14463
    Jul 27, 2026
  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13765
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In