Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

ବାଣିଜ୍ୟ
Home ›› ବାଣିଜ୍ୟ ››ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

2025-10-13 13:37:58
15447
Share:
Facebook
Twitter
E-Mail
WhatsApp
Telegram
ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

ଭୁବନେଶ୍ୱର : ବ୍ରିକ୍ସ ଇନ୍‌ଷ୍ଟିଚୁ୍ୟଟ ଅଫ ଲାଇଫ ସାଇନ୍ସେସ (ଆଇଏଲ୍‌ଏସ)ରେ ସୃଷ୍ଟି ଓଡ଼ିଶାର ଏକ ଅଗ୍ରଣୀ ବାୟୋଟେକ ଏବଂ ୱେଲ୍‌ନେସ୍‌ ଷ୍ଟାର୍ଟଅପ୍‌ ଜୀବଦା ଭେଞ୍ଚରସ୍‌ ପ୍ରାଇଭେଟ ଲିମିଟେଡ ଆନୁଷ୍ଠାନିକ ଭାବରେ ବିଶ୍ୱର ପ୍ରଥମ ଆୟୁର୍ବେଦ ବର୍ଗ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ପ୍ରଚଳନ କରିଛି । ଭୁବନେଶ୍ୱରସ୍ଥିତ ଆଇଏଲ୍‌ଏସ ମୁଖ୍ୟ କ୍ୟାମ୍ପସ୍‌ରେ ଅକ୍ଟୋବର ୧୦ ଓ ୧୧ ତାରିଖରେ ଅନୁଷ୍ଠିତ ବ୍ରିକ୍ସ ଆଇଏଲ୍‌ଏସର ୪ର୍ଥ ଷ୍ଟାର୍ଟଅପ୍‌ କନକ୍ଲେଭରେ ଏହି ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଥିଲା ।


ପ୍ରାଚୀନ ଆୟୁର୍ବେଦକୁ ଆଧୁନିକ ନୁ୍ୟରୋକସ୍‌ମେଟିକ୍ସ ପ୍ରଯୁକ୍ତି ସହିତ ସମ୍ମିଶ୍ରିତ କରି ଜିଭାଡାର ନୂତନ ବର୍ଗ ବିଳାସପୂର୍ଣ୍ଣ ଆୟୁର୍ବେଦ ଏବଂ ତ୍ୱଚାଯନô ନବସୃଜନ କ୍ଷେତ୍ରରେ ଏକ ସଫଳତାର ପ୍ରତିନିଧିତ୍ୱ କରୁଛି । ଏହି ବର୍ଗ ୨୬୮ରୁ ଅଧିକ ପ୍ରାଚୀନ ଆୟୁର୍ବେଦ ଲେଖାରୁ ପ୍ରେରଣା ଲାଭ କରିବା ସହିତ ସମୟର କଷଟି ପଥରେ ପରୀକ୍ଷିତ ହର୍ବାଲ ଜ୍ଞାନକୁ ସର୍ବାଧୁନିକ ସମୟର ନୁ୍ୟରୋସାଇନ୍ସ ଏବଂ ବାୟୋଟେକ୍‌ନୋଲୋଜି ସହିତ ସମ୍ମିଶ୍ରିତ କରିଛି । 


ବ୍ରିକ୍ସ ଆଇଏଲଏସ୍‌ରେ ବ୍ୟାପକ ଆର୍‌ ଆଣ୍ଡ ଡି ଜରିଆରେ ପ୍ରସ୍ତୁତ ପ୍ରତ୍ୟେକ ଉତ୍ପାଦରେ ଫଳପ୍ରସୂ ବାୟୋଆକ୍ଟିଭ ଉପାଦାନ ଏବଂ ସ୍ଥାନୀୟ ସ୍ତରରେ ସଂଗୃହୀତ ମହୁଆ ଭଳି ଅଣ-କାଷ୍ଠ ଜଙ୍ଗଲଜାତ ପଦାର୍ଥ (ଏନଟିଏଫ୍‌ପି) ଏବଂ ତତ୍‌ସହିତ ଉଭୟ ତ୍ୱଚା ସ୍ୱାସ୍ଥ୍ୟ ଏବଂ ମାନସିକ କଲ୍ୟାଣକୁ ଲକ୍ଷ୍ୟ ରଖୁଥିବା ଉନ୍ନତ ନୁ୍ୟରୋପେପ୍‌ଟାଇଡସ୍‌ ସମନ୍ୱିତ ହୋଇଛି । 


ଆଠଟି ଉତ୍ପାଦର ସମ୍ଭାର ଉଭୟ ପୁରୁଷ ଓ ମହିଳାଙ୍କ ପାଇଁ ପ୍ରସ୍ତୁତ କରାଯାଇଥିବାବେଳେ ସେଗୁଡିକ କୋମଳତା, ଜଳୀୟ ଅଂଶ ବଜାୟ ରଖିବା ଏବଂ ସନ୍ତୁଳନ ରଖିବା ନିମନ୍ତେ ଡିଜାଇନ କରାଯାଇଛି, ଯାହା କେବଳ ତ୍ୱଚା ଏବଂ କେଶର ସମସ୍ୟା ପ୍ରତି ଦୃଷ୍ଟି ଦେଉନାହିଁ ତାହାସହିତ ଚାପ, ଚିନ୍ତା ଏବଂ ଇନ୍ଦ୍ରିୟଗତ ସମନ୍ୱୟ ଦିଗ ପ୍ରତି ମଧ୍ୟ ଯନôଶୀଳ ହେଉଛି । ମେଡ୍‌-ଇନ-ଓଡ଼ିଶା ନବସୃଜନ ଜରିଆରେ ଏହା ବୈଶ୍ୱିକ କଲ୍ୟାଣକାରୀ  ଏବଂ ସୋ÷ନ୍ଦର୍ଯ୍ୟ ଦୃଶ୍ୟପଟ୍ଟରେ ଏକ ବ୍ୟାପକ ରୂପାନ୍ତରଣ ଆଣିବାକୁ ଯାଉଛି । 


ଉନ୍ମୋଚନ ଉତ୍ସବରେ ଡ. ଅଶ୍ୱିନୀ ପାରିକ, ଡାଇରେକ୍ଟର ଏନଏବିଆଇ, ଡ. ଜିତେନ୍ଦ୍ର କୁମାର, ଏମ୍‌ଡି ବିଆଇଆର୍‌ଏସି, ଡ. ଶାନ୍ତନୁ ଦାସଗୁପ୍ତା, ପ୍ରାକ୍ତନ ଭିପି ରିଲାଏନ୍ସ ଇଣ୍ଡଷ୍ଟ୍ରି, ଡ. ଦେବାଶିଷ ଦାଶ, ଡାଇରେକ୍ଟର ବ୍ରିକ୍‌ଆଇଏଲ୍‌ସି, ଡ. ନିବେଦିତା ଜେନା, ସିଓଓ, ବାୟୋଟେକ ଇନ୍‌କୁ୍ୟବେଟର, ଆଇଏଲ୍‌ଏସ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ବିଶିଷ୍ଟ ବୈଜ୍ଞାନିକବୃନ୍ଦ, ଉଦ୍ୟୋଗୀ ଏବଂ ସମଗ୍ର ଭାରତର ବାୟୋଟେକ୍‌ ଓ ଷ୍ଟାର୍ଟଅପ୍‌ ପରିବ୍ୟବସ୍ଥାରୁ ପୁଞ୍ଜିନିବେଶକମାନେ ଉପସ୍ଥିତ ଥିଲେ ।


ଏହି କାର୍ଯ୍ୟକ୍ରମରେ ପ୍ରକାଶ କରି ଶ୍ରୀମତୀ ଧରିତ୍ରୀ ପଟନାୟକ, ପ୍ରତିଷ୍ଠାତା ଜୀବଦା କହିଥିଲେ, “ଏହା ବିଶ୍ୱ ପାଇଁ ମେଡ୍‌ ଇନ୍‌ ଓଡ଼ିଶାରେ ନିର୍ମିତ ଉତ୍ପାଦ ବର୍ଗ ହୋଇଛି । ଆୟୁର୍ବେଦର ଚିରନ୍ତନ ବିଜ୍ଞାନକୁ ନୁ୍ୟରୋକସ୍‌ମେଟିକ ନବସୃଜନ ସହିତ ମିଶ୍ରଣ କରି ତ୍ୱଚାର ପରିପୋଷଣ କରୁଥିବା, ମନକୁ ଶାନ୍ତ ରଖୁଥିବା ଏବଂ ଉତ୍ସାହ ବୃଦ୍ଧି କରୁଥିବା ତ୍ୱଚା ଯନôକାରୀ ଏବଂ ୱେଲନେସ୍‌ ସମାଧାନଗୁଡିକ ସୃଷ୍ଟି କରିବାକୁ ଆମର ଲକ୍ଷ୍ୟ ରହିଛି ।”

ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ଜିଭାଡାର ଲକ୍‌ଜୁରୀ ଆୟୁର୍ବେଦ ନୂତନ ଯୁଗର ବିଜ୍ଞାନ ନେତୃତ୍ୱରେ ପରିଚାଳିତ, ଦୀର୍ଘସ୍ଥାୟୀ ସୋ÷ନ୍ଦର୍ଯ୍ୟ ନବସୃଜନକୁ ପ୍ରତିଫଳିତ କରୁଛି ଯାହା ଭାରତର ବାୟୋଟେକ୍‌ ଗବେଷଣା ପରିବ୍ୟବସ୍ଥାରୁ ଉଦ୍‌ଭବ ହୋଇଛି । ଓଡ଼ିଶାର ନିଜସ୍ୱ ଜ୍ଞାନ ଏବଂ ଜୈବ ବିବିଧତାରେ ଏହାର ଜଡ ରହିଥିବାବେଳେ ଏହି ବ୍ରାଣ୍ଡ୍‌ ରାଜ୍ୟକୁ ଆୟୁର୍ବେଦ ଆଧାରିତ ଜୈବ ପ୍ରଯୁକ୍ତି ଏବଂ ୱେଲନେସ୍‌ ରପ୍ତାନି କ୍ଷେତ୍ରରେ ଏକ ବୈଶ୍ୱିକ ପେଣ୍ଠସ୍ଥଳରେ ପରିଣତ କରିବା ଲକ୍ଷ୍ୟ ରଖିଛି ।

Powered by Froala Editor

Tags Vivada

Related articles Odisha News Lens 4.1

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14695
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15179
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14636
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15086
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13485
    May 26, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13617
    May 26, 2026
  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14935
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14736
    May 26, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13469
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13485
    May 26, 2026
  • ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14736
    May 26, 2026
  • ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13469
    May 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16883
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17505
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17552
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17933
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14695
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14629
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15743
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15034
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14444
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15425
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15167
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15657
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13994
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13485
    May 26, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14636
    May 27, 2026
  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14935
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In