Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରେସର କୁକରରେ ସିଝିଲାନି ଡାଲି, ...

  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ...

  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ...

  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ...

  • ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ...

  • ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି

  • ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ...

  • ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ...

ରାଜ୍ୟ
Home ›› ରାଜ୍ୟ ››ଆରମ୍ଭ ହେବାକୁ ଯାଉଛି ଆମ ସୁବାହକ ଯୋଜନା

ଆରମ୍ଭ ହେବାକୁ ଯାଉଛି ଆମ ସୁବାହକ ଯୋଜନା

2025-10-14 12:07:56
14234
Share:
Facebook
Twitter
E-Mail
WhatsApp
Telegram
ଆରମ୍ଭ ହେବାକୁ ଯାଉଛି ଆମ ସୁବାହକ ଯୋଜନା

ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ  ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣିବା ପାଇଁ ବ୍ୟାଙ୍କରୁ ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ରୁଣ ଯୋଗାଇ ଦିଆଯିବ।  ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ , ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦ ଚତୁର୍ଥ ବର୍ଷରେ ୩୫୦ ମହିଳାଙ୍କୁ କାର୍‌ କିଣିବା ପାଇଁ ରଣ ମିଳିବ । ଏହି ଋଣର କିସ୍ତି ମହିଳା ମାନେ ୫ ବର୍ଷରେ ସୁଝିବେ।

ରାଜ୍ୟ ସରକାର ବାର୍ଷିକ ୧୧ ପ୍ରତିଶତ ହାରରେ ସୁଧ ସୁଝିବେ। ୨୧ରୁ ୪୦ ବର୍ଷର ମହିଳାଙ୍କୁ ସୁଯୋଗ ମିଳିବ। ସୁଭଦ୍ରା ହିତାଧିକାରୀ, ଏସ୍‌ଏଚ୍‌ଜି ମହିଳାଙ୍କୁ  ଅଗ୍ରାଧିକାର ଦିଆଯିବ । ଗାଡ଼ି କିଣିବାର ୩ ମାସ ପରେ ଆରମ୍ଭ ହେବ ଋଣ ପରିଶୋଧ ପ୍ରକ୍ରିୟା  । ସୁଧ ବାଣିଜ୍ୟ ଓ ପରିବହନ ବିଭାଗ ସୁଝିବ । 

Powered by Froala Editor

Tags Cm

Related articles Odisha News Lens 4.1

  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧
    ଦେଶ-ଦେଶାନ୍ତର

    ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13507
    Nov 12, 2026
  • ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ହୁଆଙ୍ଗ୍
    ଦେଶ-ଦେଶାନ୍ତର

    ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ହୁଆଙ୍ଗ୍

    13877
    Nov 11, 2026
  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ
    ଦେଶ-ଦେଶାନ୍ତର

    ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14214
    Nov 12, 2026
  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା
    ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15340
    Nov 12, 2026
  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...
    ଦେଶ-ଦେଶାନ୍ତର

    କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...

    14985
    Nov 11, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର
    ଦେଶ-ଦେଶାନ୍ତର

    ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15491
    Nov 12, 2026
  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧
    ଦେଶ-ଦେଶାନ୍ତର

    ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧

    14000
    Nov 11, 2026
  • ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି
    ଦେଶ-ଦେଶାନ୍ତର

    ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି

    14219
    Nov 11, 2026
  • ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ଅବଶେଷ ଫେରାଇଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ
    ଦେଶ-ଦେଶାନ୍ତର

    ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ଅବଶେଷ ଫେରାଇଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ

    14260
    Nov 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ଅବଶେଷ ଫେରାଇଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ

    14260
    Nov 11, 2026
  • ଦେଶ-ଦେଶାନ୍ତର

    ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13507
    Nov 12, 2026
  • ଦେଶ-ଦେଶାନ୍ତର

    ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15491
    Nov 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17270
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17972
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17918
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18340
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14194
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15542
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14336
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14406
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    15017
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15573
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14157
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14165
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14449
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି

    14219
    Nov 11, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15491
    Nov 12, 2026
  • ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ସମାଧାନ ପାଇଁ ଶାନ୍ତି କଥାବାର୍ତ୍ତା ଆରମ୍ଭ

    15306
    Nov 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In