Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରରେ ବହୁ ଆଗରେ ଚାଲିଛି ଏନ୍‌ଡିଏ

  • ପ୍ରାରମ୍ଭରୁ ଏନଡିଏକୁ ସଫଳତା

  • ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ...

  • ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ...

  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ...

  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ...

  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌

  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

  • କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନିବେଶକଙ୍କ ପସନ୍ଦ ରୁପା, ୨ ଲକ୍ଷ ଆଡ଼କୁ ମୁହାଁଇଲା

ନିବେଶକଙ୍କ ପସନ୍ଦ ରୁପା, ୨ ଲକ୍ଷ ଆଡ଼କୁ ମୁହାଁଇଲା

2025-10-14 17:29:19
15984
Share:
Facebook
Twitter
E-Mail
WhatsApp
Telegram
ନିବେଶକଙ୍କ ପସନ୍ଦ ରୁପା, ୨ ଲକ୍ଷ ଆଡ଼କୁ ମୁହାଁଇଲା

ସୁନା ଓ ରୁପା ଦର ଅପହଞ୍ଚ ସ୍ତରରେ ପହଞ୍ଚିଛି । ୧୦ ଗ୍ରାମ ପିଛା ସୁନା ଦର ଲକ୍ଷେ ୨୫ ହଜାର ଟଙ୍କା ଉପରକୁ ଚାଲିଯାଇଥିବାବେଳେ କିଲୋଗ୍ରାମ ପିଛା ରୁପା ଦର ୨ ଲକ୍ଷ ଆଡ଼କୁ ମୁହାଁଇଲାଣି । ମୂଲ୍ୟବାନ ଧାତୁରେ ନିବେଶ କରିବାକୁ ଚାହୁଁଥିବା ନିବେଶକମାନେ ସୁନାକୁ ଛାଡ଼ି ରୂପାକୁ ଅଧିକ ପସନ୍ଦ କରୁଛନ୍ତି। ରୂପାର ମୂଲ୍ୟ ସୁନାଠାରୁ ଦ୍ରୁତଗତିରେ ବୃଦ୍ଧି ପାଇ ଅଧିକ ଲାଭ ଦେଉଛି। 

ଆଜି ଅର୍ଥାତ୍‌ ସୋମବାର ରୁପା ଦରରେ ଦେଖାଦେଇଛି ସର୍ବବୃହତ୍‌ ରେକର୍ଡ । ଦିନକରେ ୭,୦୦୦ ଟଙ୍କା ଉପରକୁ ଉଠିଯାଇଛି ଦର । ଭୁବନେଶ୍ୱରରେ କିଲୋଗ୍ରାମ ପିଛା ରୁପା ଦର ୧.୯୭ ଲକ୍ଷ ଟଙ୍କାରେ ପହଞ୍ଚିଛି ।

ଅନ୍ୟପକ୍ଷରେ, ଜାତୀୟ ରାଜଧାନୀ ଦିଲ୍ଲୀରେ ରୁପା ଦରରେ ୧୦,୦୦୦ ଟଙ୍କାରୁ  ଅଧିକ ବୃଦ୍ଧି ଘଟିଥିବା ଇଣ୍ଡିଆ ବୁଲିୟନ ଆଣ୍ଡ୍‌  ଜୁଏଲର୍ସ ଆସୋସିଏସନ୍‌ (ଆଇବିଜେଏ)  ରିପୋର୍ଟରୁ ଜଣାପଡ଼ିଛି । ସେହିଭଳି ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୪ ଏବଂ ୨୨ କ୍ୟାରେଟ୍‌ ସୁନା ଦରରେ ଯଥାକ୍ରମେ ୩୨୦ ଏବଂ ୩୦୦ ଟଙ୍କା ବୃଦ୍ଧି  ଘଟିଛି । ଉଭୟର ଦର ଯଥାକ୍ରମେ ୧,୨୫,୪୦୦ ଟଙ୍କା ଏବଂ ୧,୧୪,୯୫୦ ଟଙ୍କା ହୋଇଛି ।

ସୁନା ଏବଂ ରୁପା ଦର ବଢ଼ିବାର ଅନେକ  କାରଣ ରହିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ  ଟ୍ରମ୍ପଙ୍କ ଟାରିଫ୍‌ ନୀତି ବିଶ୍ୱ ବଜାରରେ ସୃଷ୍ଟି  କରିଛି ଅସ୍ଥିରତା । ଏହାର ସିଧାସଳଖ ପ୍ରଭାବ  ଅନୁଭବ ହୋଇଛି ବିଶ୍ୱ ପୁଞ୍ଜି ବଜାର ଉପରେ ।  ପୁଞ୍ଜି ବଜାରର ଅସ୍ଥିରତା ମଧ୍ୟରେ ସୁନାରେ  ନିବେଶକୁ ସୁରକ୍ଷିତ ମଣୁଛନ୍ତି ନିବେଶକ ।

ବିଶେଷଜ୍ଞମାନେ କହୁଛନ୍ତି, ଭାରତୀୟ ତାଙ୍କର ମୂଲ୍ୟ ଡଲାର ତୁଳନାରେ ଦୁର୍ବଳତା, ଆମଦାନୀ ମହଙ୍ଗା ହେବା, ବିଶ୍ୱ ବଜାରରେ ଅନିଶ୍ଚିତତା, ରାଜନୈତିକ ସଂଘର୍ଷ ଓ ଆମେରିକୀୟ ଟାରିଫ୍ ନୀତି ଏହାର କାରଣ। ରୂପାର ଶିଳ୍ପ ପ୍ରୟୋଗରେ ବ୍ୟାପକ ବ୍ୟବହାର ମଧ୍ୟ ଚାହିଦା ବଢ଼ାଉଛି।

ଏହି ଟ୍ରେଣ୍ଡରେ ନିବେଶକମାନେ ରୂପାକୁ ସୁନାଠାରୁ ଅଧିକ ଆକର୍ଷଣୀୟ ବିଚାର କରୁଛନ୍ତି, କାରଣ ଏହା ଦ୍ରୁତ ମୂଲ୍ୟ ବୃଦ୍ଧି ଓ ଭଲ ଲାଭ ଦେଉଛି।


Powered by Froala Editor

Tags silver

Related articles Odisha News Lens 4.1

  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌
    ଦେଶ-ଦେଶାନ୍ତର

    ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14764
    Nov 12, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି
    ବିଶେଷ

    ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14955
    Nov 13, 2025
  • ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ
    ମନୋରଞ୍ଜନ

    ପିଲାଙ୍କ ପାଇଁ ପାଣ୍ଠି ସଂଗ୍ରହ କରି ଚର୍ଚ୍ଚାରେ ପଲକ, ଗିନିଜ ରେକର୍ଡରେ ନାଁ

    14330
    Nov 12, 2025
  • ପ୍ରାରମ୍ଭରୁ ଏନଡିଏକୁ ସଫଳତା
    ଦେଶ-ଦେଶାନ୍ତର

    ପ୍ରାରମ୍ଭରୁ ଏନଡିଏକୁ ସଫଳତା

    13576
    Nov 14, 2025
  • ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ଭୋଟ୍ ଚୋରି ନେଇ ହଙ୍ଗାମା
    ଦେଶ-ଦେଶାନ୍ତର

    ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ଭୋଟ୍ ଚୋରି ନେଇ ହଙ୍ଗାମା

    15696
    Nov 13, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ
    ବିଶେଷ

    ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14082
    Nov 13, 2025
  • କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ
    ମନୋରଞ୍ଜନ

    କୋରାପୁଟରେ ‘କମ୍ରେଡ କଲ୍ୟାଣ’ର ସୁଟିଂ

    14634
    Nov 12, 2025
  • ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା
    ମନୋରଞ୍ଜନ

    ବେହୋସ୍ ହୋଇଗଲେ ଅଭିନେତା ଗୋବିନ୍ଦା

    14906
    Nov 12, 2025
  • ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ, ଜାଣନ୍ତୁ କଣ ?
    ଦେଶ-ଦେଶାନ୍ତର

    ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ, ଜାଣନ୍ତୁ କଣ ?

    14614
    Nov 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଦ୍ୟାଳୟ ପରିସରରେ ମିଳିଲା ୧୭୨ ସ୍ଲିପ୍, ଭୋଟ୍ ଚୋରି ନେଇ ହଙ୍ଗାମା

    15696
    Nov 13, 2025
  • ବିଶେଷ

    ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14082
    Nov 13, 2025
  • ଦେଶ-ଦେଶାନ୍ତର

    ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14764
    Nov 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16851
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16947
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17292
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15763
    Apr 03, 2021

ବିଶେଷ

  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14082
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    14955
    Nov 13, 2025
  • ଭୃସଙ୍ଗ ପତ୍ରର ଚମତ୍କାରିତା

    14057
    Nov 11, 2025
  • ସକାଳ ଜଳଖିଆରେ ଖାଆନ୍ତୁ ଏହିସବୁ ଖାଦ୍ୟ

    14701
    Nov 11, 2025
  • ବ୍ଲାକ୍‌ ହେଡ୍ସ ଦୂର କରିବ ଲେମ୍ବୁ ଓ ଲୁଣ

    15903
    Nov 10, 2025

ବାଣିଜ୍ୟ

ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

-    ବ୍ୟାଙ୍କିଂ ଏବଂ ଆର୍ଥିକ ସେବା କ୍ଷେତ୍ରରେ ନିବେଶ କରୁଥିବା ଏକ ଖୋଲା-ସମ୍ପନ୍ନ ଇକ୍ୱିଟି ଯୋଜନା

-    ଏହି ପାଣ୍ଠି ବ୍ୟାଙ୍କିଂ, ଅଣ-ବ୍ୟାଙ୍କିଂ ଆର୍ଥିକ କମ୍ପ ...

  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14291
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13952
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15021
    Oct 13, 2025
  • ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

    15888
    Sep 26, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜବତ ହେଲା ଲାଲ୍‌ ରଙ୍ଗର କାର୍‌

    14764
    Nov 12, 2025
  • ଦିଲ୍ଲୀ ବିସ୍ଫୋରଣ: ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ, ଜାଣନ୍ତୁ କଣ ?

    14614
    Nov 13, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14082
    Nov 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In