ମୁଖ୍ୟମନ୍ତ୍ରୀ ଜଣାଇଲେ ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ତମ ଜନ୍ମ ଦିନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ନବୀନଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ଏବଂ ସୁଖମୟ ଜୀବନ କାମନା କରିଛନ୍ତି ।
Powered by Froala Editor