ବିଜେପିରେ ସାମିଲ ହେଲେ ଲମ୍ବୋଧର ନିଆଲ
ଭୁବନେଶ୍ବର: ନୂଆପଡାରେ ବିଜେଡିକୁ ଆଉ ଏକ ଶକ୍ତ ଝଟକା ଲାଗିଛି । ଲମ୍ବୋଧର ବିଜେଡିରୁ ଇସ୍ତଫା ଦେଇ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଥିବା ସୂଚନା ମିଳିଛି । ଏହାପରେ ସେ ବିଜେପିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଲମ୍ବୋଧର ଉପସ୍ଥିତ ରହିଛନ୍ତି । ଯାହାକି ବିଜେଡି ପାଇଁ ଏକ ଶକ୍ତ ଝଟକା ହୋଇଛି । ନୂଆପଡାରେ ବିଜେପିର ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଏହାପୂର୍ବରୁ ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ଟାଣୁଆ ନେତା ଲମ୍ବୋଧର ନିଆଲ ।
Powered by Froala Editor