Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ...

  • ମୋଦୀଙ୍କୁ ହତ୍ୟା ଧମକ

  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ...

  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

ରାଜ୍ୟ
Home ›› ରାଜ୍ୟ ›› ପୁଲିସ ଶହୀଦ ସ୍ମୃତି ଦିବସରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଆରକ୍ଷୀ ମହାନିର୍ଦ୍ଦେଶକ

ପୁଲିସ ଶହୀଦ ସ୍ମୃତି ଦିବସରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଆରକ୍ଷୀ ମହାନିର୍ଦ୍ଦେଶକ

2025-10-21 07:20:18
13633
Share:
Facebook
Twitter
E-Mail
WhatsApp
Telegram
 ପୁଲିସ ଶହୀଦ ସ୍ମୃତି ଦିବସରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଆରକ୍ଷୀ ମହାନିର୍ଦ୍ଦେଶକ

କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ ତମ ପୁଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ  ସ୍ଵତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାସହ ବୀର ଶହୀଦଙ୍କ ପରିବାରବର୍ଗ ପ୍ରତି ମଧ୍ୟ ସମବେଦନା ଜ୍ଞାପନ କରିଛନ୍ତି । ରାଜ୍ୟ ଆରକ୍ଷୀ ବାହିନୀ ତରଫରୁ ବୀର ଶହୀଦମାନଙ୍କ ପ୍ରତି ଆନୁଷ୍ଠାନିକ ଶୋକଶସ୍ତ୍ର ପ୍ରଦର୍ଶନ କରିବା ସହ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।

ଚଳିତ ବର୍ଷ ଭାରତ ବର୍ଷରେ ବିଭିନ୍ନ କେନ୍ଦ୍ରୀୟ ପୁଲିସ ବଳ ଓ ରାଜ୍ୟ ପୁଲିସର ୧୯୧ ଜଣ ଆରକ୍ଷୀ ପ୍ରାଣବଳି ଦେଇ ନିଜ ମାତୃଭୂମିକୁ ଗୌରବାନ୍ଵିତ କରିଛନ୍ତି। ଏହି ଅବସରରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା ସମୟରେ ଶହୀଦ ହୋଇଥିବା  ରାୟଗଡା  ଜିଲ୍ଲାର କନେଷ୍ଟବଳ  ଲକ୍ଷ୍ମଣ ମାଝୀ, କଟକର ଓଏପିଏଫ୍‌ ଲୋକନାଥ ଶବରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।  ଡିଜିପି ଖୁରାନିଆ ଶୋକସନ୍ତପ୍ତ  ଉଭୟଙ୍କ ପରିବାର ବର୍ଗଙ୍କ ସହିତ ଭାବ ବିନିମୟ କରିବା ସହ ସମବେଦନା ଜ୍ଞାପନ କରିଥିଲେ । ଉଭୟଙ୍କ ତ୍ୟାଗ ଏବଂ ବଳିଦାନ ରାଜ୍ୟ ପୁଲିସ ପାଇଁ ଚିରସ୍ମରଣୀୟ ହୋଇ ରହିବ ବୋଲି ଡିଜିପି କହିଥିଲେ ।

ଆଜିର ଏହି କାର୍ଯ୍ୟକ୍ରମରେ କ୍ରାଇମବ୍ରାଞ୍ଚ ଡିଜିପି ବିନୟ ତୋଷ ମିଶ୍ର,  ନିର୍ଦ୍ଦେଶକ ଗୁଇନ୍ଦା ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ) ଏସ. କେ. ପ୍ରିୟଦର୍ଶୀଙ୍କ ସହ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।

Powered by Froala Editor

Tags Police saheed smruti dibas

Related articles Odisha News Lens 4.1

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14995
    Jul 04, 2026
  •     ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?
    ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15018
    Jul 05, 2026
  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ
    ଦେଶ-ଦେଶାନ୍ତର

    ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ

    14830
    Jul 05, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13570
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14292
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13558
    Jul 05, 2026
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ
    ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14031
    Jul 05, 2026
  • ମୋଦୀଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    15073
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14827
    Jul 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15018
    Jul 05, 2026
  • ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14827
    Jul 05, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ଉଦ୍ଧବ ଠାକ୍‌ରେ

    14995
    Jul 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17628
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18025
    Sep 06, 2023

ବିଶେଷ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15018
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15083
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14576
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14340
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15959
    Jun 26, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15829
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15699
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13802
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14911
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କୁ ହତ୍ୟା ଧମକ

    15073
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14827
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14292
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In