Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ...

  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ...

  • ଆସନ୍ତାକାଲି ସେବା ତୀର୍ଥ ଭବନ ...

ରାଜ୍ୟ
Home ›› ରାଜ୍ୟ ››ନୂଆପଡ଼ା ଉପ-ନିର୍ବାଚନ: ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଯାଞ୍ଚ କରାଯିବ ଆଜି

ନୂଆପଡ଼ା ଉପ-ନିର୍ବାଚନ: ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଯାଞ୍ଚ କରାଯିବ ଆଜି

2025-10-22 05:10:11
14512
Share:
Facebook
Twitter
E-Mail
WhatsApp
Telegram
ନୂଆପଡ଼ା ଉପ-ନିର୍ବାଚନ: ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଯାଞ୍ଚ କରାଯିବ ଆଜି

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପ-ନିର୍ବାଚନ ପାଇଁ ଅକ୍ଟୋବର ୧୩ରୁ ଚାଲିଥିବା ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ୨୦ ତାରିଖରେ ସରିଛି। ଅକ୍ଟୋବର ୨୨ରେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଯାଞ୍ଚ କରାଯିବ। ତେବେ ନୂଆପଡ଼ା ଉପ-ନିର୍ବାଚନ ମଇଦାନରେ ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏସଂକ୍ରାନ୍ତରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ପାର୍ଟିର ଜୟ ଢୋଲକିଆ, ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜାରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏମାନଙ୍କ ସହିତ ୧୧ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସ୍ବାଧୀନ ପ୍ରାର୍ଥୀମାନେ ହେଲେ ଆଶ୍ରୟ ମହାନନ୍ଦ, ଇଂ. ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ, ଭକ୍ତବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀକାନ୍ତ ତାଣ୍ଡି। ଅକ୍ଟୋବର ୨୪ ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ତାରିଖ ଥିବାବେଳେ ନଭେମ୍ବର ୧୧ରେ ଭୋଟ ଗ୍ରହଣ କରାଯିବ। ସେହିଭଳି ନଭେମ୍ବର ୧୪ରେ ଭୋଟ ଗଣତି କରି ଫଳଫଳ ପ୍ରକାଶ ପାଇବ। ନଭେମ୍ବର ୧୬ ସୁଦ୍ଧା ଏହି ଉପ-ନିର୍ବାଚନର ସମସ୍ତ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ।

Powered by Froala Editor

Tags Nuapada election

Related articles Odisha News Lens 4.1

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14729
    Feb 13, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15600
    Feb 12, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13882
    Feb 13, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ
    ଦେଶ-ଦେଶାନ୍ତର

    ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15197
    Feb 12, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    15015
    Feb 12, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15001
    Feb 14, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13547
    Feb 13, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15466
    Feb 13, 2026
  • ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14007
    Feb 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15600
    Feb 12, 2026
  • ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13547
    Feb 13, 2026
  • ଦେଶ-ଦେଶାନ୍ତର

    ଆସନ୍ତାକାଲି ସେବା ତୀର୍ଥ ଭବନ କମ୍ପ୍ଲେକ୍ସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

    14007
    Feb 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15001
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15466
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    15952
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13888
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14670
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15346
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13547
    Feb 13, 2026
  • ଦୂରଦର୍ଶନର ଲୋକପ୍ରିୟ ଆଙ୍କର ସରଳାଙ୍କ ଦେହାନ୍ତ

    15015
    Feb 12, 2026
  • ମେଗା ଚୁକ୍ତି ମଞ୍ଜୁରୀ, ୧୧୪ଟି ରାଫେଲ ଜେଟ୍ ଭାରତ ଆସିବ

    15197
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In