ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ
ଭୁବନେଶ୍ବର: ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଯେ ଘଟଣାରେ ଯିଏବି ସଂପୃକ୍ତ ଥିବ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ପୁଲିସ ତା’ର କାର୍ଯ୍ୟ କରୁଛି । ତଦନ୍ତ ସଠିକ୍ ଭାବେ କରାଯାଉଛି ।
Powered by Froala Editor