ନୂଆପଡା ଉପନିର୍ବାଚନ: ଏହି ୮ ମନ୍ତ୍ରୀଙ୍କୁ ବିଜେପି ଦେଲା ଦାୟିତ୍ଵ
ଭୁବନେଶ୍ବର: ନୂଆପଡା ଉପନିର୍ବାଚନ ପାଇଁ ୮ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛି ବିଜେପି । ବଞ୍ଜରୀ ଦାୟିତ୍ୱ ପାଇଁ ରବି ନାଏକ, ସୁନାଦେଇ ପାଇ ଗଣେଶ ରାମସିଂ ଖୁଣ୍ଟିଆ, ପାତାଳେଶ୍ୱର ପାଇଁ ଗୋକୁଳାନନ୍ଦ ମଲ୍ଲିକ, ଜୟଜଙ୍ଗା ପାଇଁ କୃଷ୍ଣ ଚନ୍ଦ୍ର ପାତ୍ର, କୋନାଭଇରା ପାଇଁ ବିଭୂତି ଭୂଷଣ ଜେନା, ଯୋଗେଶ୍ୱର ପାଇଁ ନିତ୍ୟାନନ୍ଦ ଗଣ୍ଡ, ନୂଆପଡା ଏନଏସି ପାଇଁ ମୁକେଶ ମହାଲିଙ୍ଗ, ଖରିଆର ରୋଡ୍ ଏନଏସି ପାଇଁ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି ।
ନୂଆପଡା ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ଜୟ ଢୋଲକିଆ ପ୍ରାର୍ଥୀ ହେବା ପରେ ତାଙ୍କୁ ବିଜୟ କରିବାକୁ ଦଳ ପୁରା ରଣନୀତି ପ୍ରସ୍ତୁତ କରିଛି ।
Powered by Froala Editor