Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

ରାଜ୍ୟ
Home ›› ରାଜ୍ୟ ››ବିବାହ ପୂର୍ବରୁ ହୋଇଥିଲା ଛାଡ଼ପତ୍ର ଚୁକ୍ତି

ବିବାହ ପୂର୍ବରୁ ହୋଇଥିଲା ଛାଡ଼ପତ୍ର ଚୁକ୍ତି

2021-07-19 09:02:03
13779
Share:
Facebook
Twitter
E-Mail
WhatsApp
Telegram
ବିବାହ ପୂର୍ବରୁ ହୋଇଥିଲା ଛାଡ଼ପତ୍ର ଚୁକ୍ତି

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫଓ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତୁ୍ୟ ଏବେ ରହସ୍ୟଘେରରେ ରହିଛି । ମୃତୁ୍ୟ ପଛର ପ୍ରକୃତ କାରଣ ଖୋଜିବାକୁ ପୁଲିସ ତଦନ୍ତକୁ ଜୋରଦାର କରିଛି । ତଦନ୍ତ ବେଳେ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ତଥ୍ୟ ସାମନାକୁ ଆସୁଛି । ତେବେ ଏହା ଭିତରେ ପୁଣି ଏକ ବଡ଼ ଖବର ସାମନାକୁ ଆସିଛି ।  ଗଣମାଧ୍ୟମକୁ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି ମୃତ ଏସିଏଫଓ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମାମୁଁ ।  ଗଜପତି ପୁଲିସକୁ ସୌମ୍ୟଙ୍କ ମା’ଙ୍କ ବୟାନ ସମ୍ପର୍କରେ ମାମୁଁ ସୂଚନା ଦେଇଛନ୍ତି । 

 ତାଙ୍କ ଅନୁସାରେ ବିବାହ ଆଗରୁ ହିଁ ଛାଡପତ୍ର ପାଇଁ ଚୁକ୍ତି ସରିଥିଲା । ଭାଣିଜି ବୋହୁ ଓ ଭଣଜା ମଧ୍ୟରେ ବିବାହ ପୂର୍ବରୁ ଗୋଟିଏ ଚୁକ୍ତି ହୋଇଥିଲା । ଏହି ଚୁକ୍ତି ଅନୁସାରେ ବାହାଘର ବର୍ଷକ ପରେ ଉଭୟଙ୍କ ମଧ୍ୟରେ ସ୍ୱାମୀ-ସ୍ତ୍ରୀର ସମ୍ପର୍କ ରହିବ ନାହିଁ । ଏହି ଅଭିଯୋଗ ସୌମ୍ୟଙ୍କ ମାମୁ କ୍ୟାମେରା ଆଗରେ କରିଛନ୍ତି । ତାଙ୍କ ଅଭିଯୋଗ ଯେ, ବିଦ୍ୟା ଭାରତୀଙ୍କର ଡିଏଫଓଙ୍କ ସହ ଅନୈତିକ ସମ୍ପର୍କ ଥିଲା ।

ଅନ୍ୟପକ୍ଷରେ ସୌମ୍ୟଙ୍କ ମାମୁ ଭଣଜା ଓ ବିଦ୍ୟା ଭାରତୀଙ୍କ ମଧ୍ୟରେ  ଦରମା ଓ ସ୍ତାବର ତଥା ଅସ୍ତାବର ସମ୍ପତ୍ତିକୁ ନେଇ ଚୁକ୍ତି ହୋଇଥିବା ନେଇ ଅଭିଯୋଗ କରିଛନ୍ତି । ଚଳିତ ବର୍ଷ ଅର୍ଥାତ ଜୁଲାଇ ୯ ତାରିଖ ୨୦୨୧ର ଏହି ଚୁକ୍ତିପତ୍ର ସୌମ୍ୟ ଓ ବିଦ୍ୟା ଭାରତୀ ପଣ୍ଡାଙ୍କ ମଧ୍ୟରେ ହୋଇଥିଲା । ଚୁକ୍ତି ଅନୁସାରେ ସୌମ୍ୟଙ୍କ ଦରମା ତଥା ସ୍ତାବର ଓ ଅସ୍ତାବର ସମ୍ପତ୍ତି ଉପରେ ବିଦ୍ୟା ଭାରତୀଙ୍କ ଅଧିକାର ରହିବ । 

 ସେ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି ଯେ,   ବାହାଘର ପରେ ବଲାଙ୍ଗିରରେ ବ୍ୟାଚଲର ପାର୍ଟି ହୋଇଥିଲା ।  ଉଭୟ ପତିପତ୍ନୀ ବଲାଙ୍ଗିର ଯାଇଥିଲେ । ତେବେ ସେଠାରୁ ସୌମ୍ୟଙ୍କୁ ବିଦା କରିଦେଲେ ।  ସୌମ୍ୟ ଫେରିବା ବେଳେ ତାଙ୍କୁ ପତ୍ନୀ ବିଦ୍ୟାଭାରତୀ ଟଙ୍କା ମାଗିଥିଲେ ।  ଟଙ୍କା ନଦେଲେ ଫଟୋ ପଠାଇବି ବୋଲି ବୋହୂ ଧମକ ଦେଇଥିଲେ ।  କିଛି ସମୟ ପରେ ସୌମ୍ୟଙ୍କ ମୋବାଇଲକୁ ଏକ ଫଟୋ ଆସିଥିଲା ।  ବୋହୂର ଖରାପ ଫଟୋ ଆସିଥିଲା, ଯାହା ଏବେ ମୋବାଇଲରେ ଅଛି ବୋଲି ଏସିଏଫଓ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମାମୁଁ କହିଛନ୍ତି । 

ତେବେ ଏହା ଭିତରେ ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର ଆଜି କଟକସ୍ଥ ଡିଜିପି ଅଫସିରେ ଡିଜିପିଙ୍କୁ ଏକ ଦାବିପତ୍ର ଦେଇଛନ୍ତି । ଡିଜିପିଙ୍କୁ ଦେଇଥିବା ଦାବିପତ୍ରରେ ଅଭିରାମ ଏକ ସାଂଘାତିକ ତଥ୍ୟ ଦେଇଛନ୍ତି ।  ଘଟଣାପଛରେ ଗଜପତିର ଜଣେ ମହିଳା ଇନସ୍ପେକ୍ଟରଙ୍କ ହାତ ଥିବା ସେ ଅଭିଯୋଗ କରିଛନ୍ତି ।  ସମ୍ପୃକ୍ତ ମହିଳା ଗଜପତିର ଏକ ଥାନାରେ ଆଇଆଇସିଭାବେ ଅବସ୍ଥାପିତ ।  ସମ୍ପୃକ୍ତ ମହିଳା ଆଇଆଇସି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ସମ୍ପର୍କୀୟ ।  ଘଟଣା ଦିନ ରାସ୍ତାରେ ସମ୍ପୃକ୍ତ ମହିଳା  ଆଇଆଇସି  ଆମ୍ବୁଲାନ୍ସ ଅଟକାଇଥିଲେ ।  ପ୍ରାୟ ଘଣ୍ଟାଏ କାଳ ଆମ୍ବୁଲାନ୍ସ ଅଟକାଇଥିବା ଅଭିଯୋଗ ହୋଇଛି ।  ଆମ୍ବୁଲାନ୍ସ ଅଟକିବାରୁ ଚିକିତ୍ସାରେ ବିଳମ୍ବ ପାଇଁ ପୁଅ ମରିଗଲା ବୋଲି  ଅଭିରାମ ଉକ୍ତ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି । ତେଣୁ ସମ୍ପୃକ୍ତ ମହିଳା ଆଇଆଇସିଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ସେ ଦାବି କରିଛନ୍ତି ।
ଅନ୍ୟପକ୍ଷରେ ଦାବିପତ୍ରରେ ୩ ଜଣଙ୍କ ଲାଇ ଡିଟେକ୍ସନ ଟେଷ୍ଟ ପାଇଁ ଅଭିରାମ ଅନୁରୋଧ କରିଛନ୍ତି । ବୋହୂ, ଡିଏଫଓ ଓ ରୋଷେୟାଙ୍କ ଲାଇ ଡେଟେକ୍ସନ ଟେଷ୍ଟ କରାଯିବାକୁ ସେ ଦାବି କରିଛନ୍ତି । ଏଥିସହ ସମଗ୍ର ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବାକୁ ବି ସେ ଦାବି କରିଛନ୍ତି । ଗୁରୁତର ସୌମ୍ୟଙ୍କୁ ବ୍ରହ୍ମପୁର ପରିବର୍ତ୍ତେ କଟକ କାହିଁକି ନିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି । ସେହିପରି ଫରେଷ୍ଟ ଅଫିସ ଆଗରେ ଆମ୍ବୁଲାନ୍ସ ଅଟକିବା ନେଇ ମଧ୍ୟ ସେ ପ୍ରଶ୍ନ କରିଛନ୍ତି ।
ପ୍ରକାଶ ଯେ,  ପାରଳାଖେମୁଣ୍ଡି ଏସିଏଫଓ ସୌମ୍ୟରଞ୍ଜନ ମହାପାତ୍ରଙ୍କ ନିଆଁରେ ପୋଡ଼ି ହୋଇ ମୃତୁ୍ୟବରଣ କରିଥିବା କୁହାଯାଉଥିବାବେଳେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି ।

Powered by Froala Editor

Tags Acfo

Related articles Odisha News Lens 4.1

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14245
    Jul 31, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13509
    Aug 02, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13977
    Aug 01, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14636
    Aug 01, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14960
    Aug 01, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର
    ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15583
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14526
    Jul 31, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15337
    Aug 01, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13500
    Aug 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13509
    Aug 02, 2026
  • ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର ...

    14245
    Jul 31, 2026
  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14526
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17013
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17671
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18073
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15583
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14526
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14379
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16001
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15887
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14245
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14246
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15032
    Jul 28, 2026
  • ଫିକା ପଡିବ ସୁନାର ଚମକ

    14133
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14245
    Jul 31, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14780
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14526
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In