ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତକାଳନୀନ ଡିଏଫ୍ଓଙ୍କ ଆଗୁଆ ଜାମିନ ଆବେଦନ ଖାରଜ
ଭୁବନେଶ୍ବର: ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତତକାଳନୀନ ଡିଏଫ୍ଓଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ରୋଷେୟା ମନ୍ମଥ କୁମ୍ଭଙ୍କର ମଧ୍ୟ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ଉଭୟଙ୍କୁ ତଳ କୋର୍ଟରେ ଜାମିନ ଆବେଦନ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି । ୨୦୨୧ ଜୁଲାଇ ୧୨ରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସୌମ୍ୟରଞ୍ଜନ ଉଦ୍ଧାର ହୋଇଥିଲେ । ଚିକିତ୍ସାଧୀନ ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ହୋଇଥିବା ମାମଲା ବିଚାରଧୀନ ରହିଛି ।
Powered by Froala Editor